କରୋନା ସମୟରେ କଳାକାରଙ୍କୁ ଭତ୍ତା ଦେବାକୁ ଭୁଲିଗଲେ ସରକାର

ଧାମନଗର,୨୯।୩(ଡି.ଏନ୍‌.ଏ.): କରୋନା କବଳରୁ ମୁକ୍ତି ପାଇଁ ସରକାରଙ୍କ ପ୍ରଚେଷ୍ଟା ଜାରି ରହିଥିବାବେଳେ ଗୃହବନ୍ଦୀ କରାଯାଇ ଜନସାଧାରଣଙ୍କୁ ଖାଦ୍ୟପେୟ ଯୋଗାଇ ଦିଆଯାଉଛି। ଗରିବ ବୃଦ୍ଧା,ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ଅଗ୍ରୀମ ୩ ମାସର ଭତ୍ତା ପ୍ରଦାନ କରାଯାଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଉଥିବା ୫୦ ହଜାର ଦୁଃସ୍ଥ କଳାକାରଙ୍କୁ ପ୍ରଶାସନ ଭୁଲିଯାଇଥିବା ଜଣାପଡ଼ିଛି। କଳାକାର ଭତ୍ତା ବାବଦକୁ ମାସିକ ୧୨ ଶହ ଲେଖାଏ ମିଳୁଥିବାବେଳେ ହଜାର ହଜାର କଳାକାର ଏପରି ଦୁଃସମୟରେ ସେମାନଙ୍କ ଭତ୍ତା ପାଇଁ ଅପେକ୍ଷା କରିଛନ୍ତି । ଭଦ୍ରକ ଜିଲାରେ ୧୧୬୯ ଜଣ ଦୁଃସ୍ଥ କଳାକାରଙ୍କୁ ଭତ୍ତା ମିଳୁଥିବାବେଳେ ଧାମନଗର ବ୍ଲକରେ ୨୧୦ଜଣ କଳାକାର ଭତ୍ତା ପାଇଆସୁଥିଲେ। ବାରମ୍ବାର ପ୍ରଶାସନକୁ ବିଭିନ୍ନ ମାଧ୍ୟମରେ ଅବଗତ କରାଉଥିବାବେଳେ ଏପର୍ଯ୍ୟନ୍ତ ସରକାରଙ୍କର ଧ୍ୟାନ ନ ଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲା କଳାସଂସ୍କୃତି ଉପସଭାପତି ସୁବାସ ଚନ୍ଦ୍ର ମଲ୍ଲିକଙ୍କ ଅନୁସାରେ ସରକାର କଳାକାରଙ୍କୁ ଚିହ୍ନଟ କରି କ୍ରମାଗତ ଭାବେ ଭତ୍ତା ପ୍ରଦାନ କରିଆସୁଥିବାବେଳେ ଚଳିତ ବିପର୍ଯ୍ୟୟ ସମୟରେ ସେମାନଙ୍କୁ ସହାୟତା ପାଇଁ ବାରମ୍ବାର ଜିଲା ପ୍ରଶାସନକୁ ଜଣାଇବା ସହିତ ବିଭାଗୀୟ ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri