କରୋନା ସହାୟତା: ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୧୬।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଅଲ୍‌ ଓଡିଶା ଅଙ୍ଗନଓ୍ବାଡି ଲେଡିଜ୍‌ ଓ୍ବାର୍କରସ ଆସୋସିଏଶନ ସୁବର୍ଣ୍ଣପୁର ଜିଲା ଶାଖା ୨ଲକ୍ଷ ୮୦ହଜାର ଟଙ୍କା ଦାନ କରିଛନ୍ତି। ଗୁରୁବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସଂଘର ସଭାନେତ୍ରୀ ମମତା ପଣ୍ଡା, ସମ୍ପାଦକ ପୁଷ୍ପାଞ୍ଜଳି ଦାଶ ଏହି ଚେକ୍‌ ପ୍ରଦାନ କରିଥିଲେ । ଜିଲା ସମାଜ ମଙ୍ଗଳ ଅଧିକାରିଣୀ ଆସ୍ତେରିଆ କେର୍କେଟାଙ୍କ ସମେତ ସଂଘର ସୌଭାଗ୍ୟ ମହାକୁର, ପଦ୍ମାବତୀ ଅଧିକାରୀ, ସୁକାନ୍ତୀ ଦାଶ, ରାଜେଶ୍ୱରୀ ପଟ୍ଟନାୟକ ଓ ଗୀତାଞ୍ଜଳି ପୂଜାହାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କାଏ ପାଇଁ ୧,୦୦୦ ଜରିମାନା

ବ୍ରହ୍ମପୁର ଅଫିସ,୨୩।୪: ଜଣେ ଗ୍ରାହକଙ୍କଠାରୁ ଆଦାୟ କରିଥିବା ୧ ଟଙ୍କା ସେବାକର ନ ଫେରାଇବା ଡାକ ବିଭାଗ ପାଇଁ ଏବେ ମହଙ୍ଗା ପଡିଛି। ବ୍ରହ୍ମପୁର ସ୍ଥିତ...

ବଢୁଛି ଜୁଆର,ସମୁଦ୍ର ଯିବାକୁ ବାରଣ

ପୁରୀ ଅଫିସ,୫।୧୨:: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ସମ୍ଭାବ୍ୟ ବାତ୍ୟା ଜୱାଦ। ପୁରୀ ଉପକୂଳ ନିକଟରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ କମିଯାଇଥିବା ନେଇ...

ବରଗଡ଼ର ୧,୫୨୩ ଜଣ କଳାକାରଙ୍କୁ ମିଳିଲା ଅଗ୍ରୀମ ଭତ୍ତା: ଜିଲା ସଂସ୍କୃତି ଅଧିକାରୀ

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ...

ବସଷ୍ଟାଣ୍ଡ୍‌ରେ ଜଳିଗଲା ୨ ବସ୍‌

ଯାଜପୁର ରୋଡ୍‌,୨।୧୨(ନି.ପ୍ର.): ଯାଜପୁର ରୋଡ୍‌ ବସଷ୍ଟାଣ୍ଡରେ ରବିବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରୀଙ୍କୁ ଛାଡ଼ି ଷ୍ଟାଣ୍ଡରେ ଛିଡ଼ା ହୋଇଥିବାବେଳେ ନିଆଁ ଲାଗି...

ଟ୍ରକ ଧକ୍କାରେ ମହିଳା ଗୁରୁତର: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପାଟଣା,୧୧।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ରବିବାର ଏକ ଟ୍ରକ୍‌ ଜଣେ ମହିଳାଙ୍କ ଉପରେ...

ମୃତ ଡାକ୍ତରଙ୍କ ଶରୀରଦାନ କଲେ ପରିବାରବର୍ଗ

ବ୍ରହ୍ମପୁର ଅଫିସ୍‌,୨୧୧୦-ବ୍ରହ୍ମପୁର ଭାବାନଗର ବାସିନ୍ଦା ଡା. ଗୌର ଚନ୍ଦ୍ର ଚୌଧୁରୀ (୭୮)ଙ୍କର ରବିବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ପରେ ତାଙ୍କ ଶେଷ ଇଚ୍ଛା...

ପୃଥକ୍‌ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ, ଜଣେ ଅଟକ

ଭଞ୍ଜନଗର,୨୧।୯(ଡି.ଏନ.ଏ.)-ଯେତେ କଠୋର ଆଇନ ପ୍ରଣୟନ କରାଗଲେ ମଧ୍ୟ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ବନ୍ଦ ହେଉନହିଁ। ପୃଥକ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ କରାଯାଇଥିବା ନେଇ...

ସହାୟତା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ଟ୍ୟାକ୍ସି ଚାଳକ ସଂଘ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ.ଏ)- ଲକ୍‌ଡାଉନ ଯୋଗୁ ସମସ୍ତ ପ୍ରକାର ଗାଡ଼ିମୋଟର ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଭାରିଯାନ ସହ ମିନି ଟ୍ରକ ଚଳାଚଳ କରୁଛି।...

Advertisement
Archives

Model This Week