କରୋନା ସହାୟତା: ଏକ ଲକ୍ଷ ଟଙ୍କା ଦାନ କଲେ ଶରଦ କୁମାର

ନୂଆଦିଲ୍ଳୀ, ୨୯।୩(ପି.ଟି.)- ଡବଲ ଏସିଆନ ପାରା ଗେମ୍ସ ହାଇ ଜମ୍ପ ଚାମ୍ପିୟନ ଶରଦ କୁମାର କରୋନା ଭାଇରସ ମୁକାବିଲା ପାଇଁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ବିହାରର ଏହି ୨୯ ବର୍ଷୀୟ ପାରା ଆଥଲେଟ୍‌ ଟୁଇଟ୍‌ କରି ଜଣାଇଛନ୍ତି। ୨୦୧୪ ଏସିଆନ ପାରା ଗେମ୍ସରେ ଟି୪୨ ବର୍ଗ ହାଇଜମ୍ପରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହାପରେ ସେ ୨୦୧୮ରେ ଜାକର୍ତ୍ତାରେ ଅନୁଷ୍ଠିତ ଏସିଆନ ଗେମ୍ସରେ ମଧ୍ୟ ସେ ଟି୪୨/୬୩ ବର୍ଗରେ ସ୍ବର୍ଣ୍ଣ ପଦକ ହାଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଜନ ନୂଆ ମୋଟେରା ଷ୍ଟାଡିୟମ

ମୁମ୍ବାଇ,୩୧।୮: ଆଉ କିଛି ମାସରେ ଗୁଜରାଟର ଆର୍ଥିକ ରାଜଧାନୀ ଅହମ୍ମଦାବାଦଠାରେ ରାଜ୍ୟର ନୂଆ କ୍ରିକେଟ ଷ୍ଟାଡିୟମ ଉଦ୍‌ଘାଟିତ ହେବ। ୧ ଲକ୍ଷ ୧୦ ହଜାର ଦର୍ଶକ...

ଶାସ୍ତ୍ରୀ, ସପୋର୍ଟ ଷ୍ଟାଫ୍‌ଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୧୩।୬(ପି.ଟି.)- ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ଓ ତାଙ୍କ ସପୋର୍ଟ ଷ୍ଟାଫ୍‌ଙ୍କ କାର୍ଯ୍ୟକାଳ ଚଳିତ ବିଶ୍ୱକପ୍‌ ପରେ ଶେଷ ହେଉଥିବା ବେଳେ ଏହାକୁ ବୃଦ୍ଧି କରାଯାଇଛି।...

୫୦ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ଓ୍ବଶିଂଟନ, ୨।୧୧: ସାରା ବିଶ୍ୱରେ କୋଭିଡ୍‌-୧୯ ମହାମାରୀ ଜନିତ ମୃତ୍ୟୁସଂଖ୍ୟା ଇତିମଧ୍ୟରେ ୫୦ ଲକ୍ଷ ଅତିକ୍ରମ କରିଛି। ୨ ବର୍ଷରୁ କମ୍‌ ସଙ୍କଟ କାଳରେ କେବଳ...

ଜୁନ୍‌ ୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌ …

ମୁମ୍ବାଇ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟ...

ଗୋଟିଏ ମ୍ୟାଚ୍‌ରେ ଆହତ ହେଲେ ଦୁଇ ଭାରତୀୟ ଖେଳାଳି

ପୁଣେ,୨୩।୩: ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ଦୁଇ ଖେଳାଳି ଆହତ ହୋଇଛନ୍ତି। ବ୍ୟାଟିଂ ବେଳେ ଭାରତୀୟ ଓପନର ରୋହିତ ଶର୍ମା...

କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା

ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା...

୨୯ ରାଜ୍ୟରେ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଲା…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଗତ...

ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ...

Advertisement
Archives

Model This Week