କରୋନା ସହାୟତା: ଓସିଏ ସଭାପତି ଦେଲେ ୧ କୋଟି

କଟକ ଅଫିସ,୨୬।୩- କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଉଦ୍ୟମ ଜାରି ରହିଛି । ରାଜ୍ୟରେ ସ୍ବାସ୍ଥ୍ୟ ସେବାର ବିଶାଳ ଭିତ୍ତିଭୂମି ନିର୍ମାଣ ପାଇଁ ଯୋଜନା ଏହି ପରିପ୍ରେକ୍ଷୀରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତି ୧ କୋଟି ଟଙ୍କାର ଆର୍ଥିକ ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିବା ଜଣାପଡ଼ିଛି। ଏମ୍‌ଜିଏମ୍‌ ମିନେରାଲ୍ସ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଥିବା ଓସିଏ ସଭାପତି ମହାନ୍ତି ନିଜ କମ୍ପାନୀରୁ ଏହି ଅର୍ଥ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri