କରୋନା ସହାୟତା: ଗୋଟିଏ ଦିନର ଦରମା ଦେଲେ ଏନ୍‌ଏଲ୍‌ୟୁ କର୍ମଚାରୀ

କଟକ ଅଫିସ, ୧।୪: ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସୂତ୍ରରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ ସହାୟତା ମିଳିବାରେ ଲାଗିଛି। ଏହି କ୍ରମରେ କଟକରେ ଥିବା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ)ର ଶିକ୍ଷକ ତଥା ଅଣଶିକ୍ଷକ କର୍ମଚାରୀମାନେ ସେମାନଙ୍କର ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ନେତା ମୁହଁ ଖୋଲିଲେଣି,ଏଠି ଚୁପ୍‌

ଭୁବନେଶ୍ବର(ବ୍ୟୁରୋ)/ରାୟଗଡ଼ା(ସ୍ବ.ପ୍ର.),୩୦ା୧୨:ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ରାୟଗଡ଼ାଠାରେ ଘଟିଥିବା ରହସ୍ୟଜନକ ମୃତ୍ୟୁ ଘଟଣାକୁ ନେଇ ଜାତୀୟ...

ପଥରରେ ଜୀବନ୍ତ ରୂପ ନେଲେ ଦଶଭୁଜା

କଟକ ଅଫିସ,୨୫ା୫: ନିହାଣ ମୁନରେ ନିଜ ପ୍ରତିଭାର ଛାପ ଛାଡ଼ିଛନ୍ତି ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ଲକ୍‌ଡାଉନ୍‌ ସମୟର ସଦୁପଯୋଗ କରି ସେ ଏକ...

କାଶୀରେ ଗୋଟେ, ଲିଙ୍ଗରାଜ ପାଇଁ ଆଉ ଗୋଟେ

ଭୁବନେଶ୍ୱର,୭ା୪(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଭଳି ସ୍ବତନ୍ତ୍ର ଆଇନ ଆଣିବା ସକାଶେ ରାଜ୍ୟ...

୪୬ ଚୋରା ଗାଡ଼ି ଜବତ: ୫ ଗିରଫ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀରେ ସକ୍ରିୟ ଥିବା ଦୁଇଟି ଗାଡ଼ି ଚୋରି ଗ୍ୟାଙ୍ଗ୍‌ ଧରିଛି କମିଶନରେଟ ପୋଲିସ। ନୟାପଲ୍ଲୀ ଥାନା ପୋଲିସ ଦୁଇ ପୃଥକ ମାମଲାରେ ୪୬ ବାଇକ୍‌...

ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ : କାଳିଆ, ଜଳସେଚନ, ଏସ୍‌ଏଚ୍‌ଜିକୁ ଗୁରୁତ୍ୱ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଆସନ୍ତା ୨୮ ତାରିଖରେ ବିଧାନସଭାରେ ୨୦୧୯-୨୦ ଆର୍ଥିକବର୍ଷ ଲାଗି ୧ ଲକ୍ଷ ୩୯ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯିବ। ଏ...

ଏଣିକି ଅନ୍‌ଲାଇନ୍‌ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍‌ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି...

ଭଦ୍ରକରୁ ବରଗଡ଼କୁ ଧାନ ଚାଲାଣ : ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ

ବରଗଡ଼ ଅଫିସ୍‌/ଅତାବିରା,୨।୧: ଗତ କିଛିଦିନ ତଳେ ଭଦ୍ରକରୁ ଆସୁଥିବା ଏକ ଧାନ ବୋଝେଇ ଟ୍ରକ୍‌ ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଧରାପଡ଼ିଥିଲା। ଅନୁରୂପ ଭାବେ...

୨୪ରେ ଚୂଡ଼ାନ୍ତ ଭୋଟର ଲିଷ୍ଟ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଭାରତର ନିର୍ବାଚନ କମିଶନଙ୍କ ଭୋଟର ତାଲିକାକୁ ଆଧାର କରି ପୌର ନିର୍ବାଚନ...

Advertisement
Archives

Model This Week