କରୋନା ସହାୟତା: ଜକର ପଞ୍ଚାୟତର ୩୭ ଏସ୍‌ଏଚ୍‌ଜି ଗ୍ରୁପ୍‌ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦେଲେ ୪୦ହଜାର

ପୋଲସରା, ୧୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଜକର ପଞ୍ଚାୟତର ୩୭ଟି ଏସଏଚ୍‌ଜି ଗ୍ରୁପ୍‌ ମିଶି ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବିଡିଓ ଶମ୍ଭୁନାଥ ନନ୍ଦି ଓ ଅନ୍ୟାନ୍ୟ ସରକାରୀ କର୍ମଚାରୀଙ୍କ ଉପସ୍ଥିତିରେ ଏହି ଟଙ୍କା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଗୁଣ୍ଡି ପଞ୍ଚାୟତକୁ ବିଶୋଧନ କରାଗଲା

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଗୁରୁବାର ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତକୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ କରାଯାଇଛି। ସରପଞ୍ଚ ନମିତା ପାତ୍ରଙ୍କ ତତ୍ତ୍ୱାବଧାନରେ ପ୍ରଥମେ ମହୁରା ସ୍ଥିତ...

କରଜଦାତାଙ୍କ ନିର୍ଯାତନା ସହି ନ ପାରି ମହିଳାଙ୍କ ଆତ୍ମହତ୍ୟା

ସୁନାବେଡ଼ା,୨୮ା୪: ଜଣେ ବ୍ୟକ୍ତି କରିଥିବା କରଜ ତାଙ୍କ ପରିବାର ପାଇଁ ଭାରି ପଡିଛି। ଏଥିପାଇଁ ତାଙ୍କ ସ୍ତ୍ରୀଙ୍କୁ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେବାକୁ ପଡିଛି।...

ଆମ୍ବୁଲାନ୍ସର ହେଉଛି ଅପବ୍ୟବହାର

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ। ଏପରି ସମୟରେ ଆମ୍ବୁଲାନ୍ସର ଅପବ୍ୟବହାର ହେଉଛି। ଜରୁରିକାଳୀନ ସେବା ପାଇଁ ଉଦ୍ଦିଷ୍ଟ ଆମ୍ବୁଲାନ୍ସକୁ କେତେଜଣ...

ପରିକୁ ନ୍ୟାୟ ଦେବା ପାଇଁ ସିବିଆଇ ତଦନ୍ତ ଦାବିରେ ପଦଯାତ୍ରା ପାଇଁ ଭାଜପାର ପ୍ରସ୍ତୁତି

ଲହୁଣୀପଡା, ୧୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅନ୍ତର୍ଗତ ରାଜାମୁଣ୍ଡା ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ବଣାଇ ସାଙ୍ଗଠନିକ ଜିଲା ତରଫରୁ ଆସନ୍ତା ୧୮...

ସରକାରୀ ଯୋଜନାରେ ମିଳୁନି ପକ୍କାଘର: ବ୍ଲକ କାର୍ଯ୍ୟାଳୟ ଘେରିଲେ ଲୋକେ

ସୁକିନ୍ଦା,୧୬ା୧୦(ଡି.ଏନ୍‌.ଏ)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା, ବାହାବଳପୁର, ବର୍ତ୍ତଣ୍ଡା ଗ୍ରାମ ସହ ୨୫ ପଞ୍ଚାୟତର ବହୁ ଲୋକ ସରକାରୀ ଯୋଜନାରେ ପକ୍କାଘର ପାଇବାରୁ...

ବଦଳିଲା ଅନୁଗୋଳ ଏସ୍‌ପିଙ୍କ ଟିମ୍‌: ୪ ଥାନା ଅଧିକାରୀ,୧୪ ଏସ୍‌ଆଇ ଓ ୧୭ ଏଏସ୍‌ଆଇଙ୍କ ବଦଳି

ଅନୁଗୋଳ ଅଫିସ, ୩।୧୦ – ଅନୁଗୋଳ ଜିଲା ପୋଲିସରେ ବୁଧବାର ଏକ ବଡ଼ ଧରଣର ଅଦଳ ବଦଳ ହୋଇଛି। ନୂଆ ଏସ୍‌ପି ଜଗମୋହନ ମୀନା ଆସିବା...

ଚୁଡ଼ଙ୍ଗବସ୍ତିରୁ ମୃତଦେହ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବାରଙ୍ଗ, ୨୦।୯(ଡି.ଏନ୍‌.ଏ): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମ ମୁଣ୍ଡତାରିଣୀ ମନ୍ଦିର ପାଖ ଚୁଡ଼ଙ୍ଗବସ୍ତିରୁ କିଛିଦିନ ତଳେ ମଣ୍ଟୁ ମଣ୍ଡଳଙ୍କ ମୃତଦେହ ପୋଲିସ...

ଲକ୍ଷ୍ମୀପଶି ହୁଡିରେ ତହସିଲଦାରଙ୍କ ଚଢ଼ାଉ: ପଥର ସହ ୨ ଟ୍ରାକ୍ଟର ଜବତ

ଚମ୍ପୁଆ,୨୧ା୧୨(ଡି.ଏନ.ଏ): ବାରମ୍ବାର ରାଜସ୍ବ ବିଭାଗ ଆଖିରେ ଧୂଳି ଦେଇ ପଥର ଓ ବାଲି ଚୋରା କାରବାର ବଢୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ରୁକ୍ଷ ମନୋଭାବ...

Advertisement


Archives

Model This Week