କଣ୍ଟାବାଞ୍ଜି,୨୭।୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକ ସଂଘ ଓ ଗଣ ଶିକ୍ଷକ ସଂଘର ୧୪୫ଜଣ ଶିକ୍ଷକ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଏହି ରିଲିଫ ଟଙ୍କା ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ଭୋଲାନାଥ କୁମ୍ଭାରକୁ ସୋମବାର ଚେକ୍ ମାଧ୍ୟମରେ ପ୍ରଦାନ କରିଛନ୍ତି। ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ସଭାପତି ବିମଲ ହାତି, ଜିଲା ସଭାପତି ଅମରେନ୍ଦ୍ର ବାଗ୍ ଓ କନିଷ୍ଠ ଶିକ୍ଷକ ସଂଘର ବ୍ଲକ ସଭାପତି ସପ୍ତମ ବେହେରାଙ୍କ ନେୃତ୍ୱରେ ଏହି ରିଲିଫ ଟଙ୍କା ପ୍ରଦାନ କରାଯାଇଛି।
କରୋନା ସହାୟତା: ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘ ପକ୍ଷରୁ ଦିନକର ଦରମା ଦାନ
Posted inଆମ ଜିଲା ଖବର, କରୋନା ଭାଇରସ୍, ବଲାଙ୍ଗୀର View All
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..
ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…
ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ
ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡିଂ ଲାଇଭହୁଡସ୍ ଥ୍ରୁ…
ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ
ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…
ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର
ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…
ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ
ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…
ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…
ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…
କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ
ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…
ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…
Archives

