କରୋନା ସହାୟତା: ନିରାଶ୍ରୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ପ୍ରଦାନ କଲା ଗୋପାଳପୁର ପୋର୍ଟ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପକ୍ଷରୁ ୨୦୦ ଖାଦ୍ୟ ପ୍ୟାକେଟ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କୁ ପ୍ରଦାନ କରାଯାଇଛି। ନିରାଶ୍ରୟ ଓ ଗରୀବଙ୍କୁ ଏହା ବଣ୍ଟନ କରାଯିବ। ଏହି ଅବସରରେ ଛତ୍ରପୁର ଥାନାଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ, ଚମାଖଣ୍ଡି ଥାନାଧିକାରୀ ସୀତାଂଶୁ ଶେଖର ମାଦ୍ଧତା, ମେରାଇନ ଥାନାଧିକାରୀ ଶର୍ମିଷ୍ଠା ପ୍ରଧାନ, ପୋର୍ଟ ଭାଇସପ୍ରେସିଡେଣ୍ଟ ଏସ୍‌. କେ. ମହାପାତ୍ର, କର୍ଣ୍ଣଲ ସୌମିତ୍ର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଗଲେ ୧୧୯ ଜଣ, ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌

ଶେରଗଡ଼,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଗତ ୨୯ ଏପ୍ରିଲ୍‌ରୁ ସୁରଟରୁ ଆସିଥିବା ପ୍ରବାସୀମାନେ ରହିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ...

କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି...

ଥାନାଧିକାରୀ ୧୦ ହଜାର ଲାଞ୍ଚ ନେବା ମାମଲା: ଅଭିଯୁକ୍ତଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୨୩।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଥାନାଧିକାରୀ ୧୦ ହଜାର ଲାଞ୍ଚ ନେଉଥିବା ମାମଲାରେ ବୁଧବାର ରାୟ ପ୍ରକାଶ ପାଇଛି । ଏଥିରେ...

ମହୁଲପଡ଼ା-ରଏନପଡ଼ା ଯୋର ପୁଲିଆ କାମ୍‌: ୮ ବଛର ହେଲା ଦରଖଁଡ଼ିଆ ହେଇ ପଡ଼ିଛେ

  କେସିଙ୍ଗା, ୭।୩ (ଡି.ଏନ.ଏ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପରଲସିଙ୍ଗା ପଁଚେତ୍‌ ମହୁଲପଡ଼ାରୁ ରଏନପଡ଼ା ମଝିରେ ଗୁଟେ ଯୋର ରହିଛେ। ଯେନ୍‌ଥିରଲାଗି ଗଁାବାସୀ...

ହୋଇ ପାରିଲାନି ଭେଣ୍ଡିଂ ଜୋନ: ଖୋଲା ଆକାଶ ତଳେ ଗଞ୍ଜାମ ପରିବା ବ୍ୟବସାୟୀ

ଗଞ୍ଜାମ,୪।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ରାସ୍ତା ସମ୍ପ୍ରସାରଣ କରାଯାଉଛି। ଏଥିଲାଗି ତ୍ରିବେଣୀ ମଠ ଛକଠାରୁ ସାନ ବଜ଼ାର ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲିଛି...

ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଧାୟକଙ୍କୁ ଦାବିପତ୍ର ପ୍ରଦାନ

ଦାରିଙ୍ଗବାଡ଼ି,୨୭।୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ କାର୍ଯ୍ୟକରୁଥିବା ଲୋକ ସଂଗଠନ ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କୁ ୧୯ ଦଫା...

ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ...

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ: ପ୍ରତ୍ୟକ୍ଷ ଜମି କିଣିଲେ ସରକାର

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ ହୋଇଛି । ସୋମବାର ବାସେଳିସାହି ଓ ମଣିକର୍ଣ୍ଣିକା ସାହିର ୫ ପରିବାରଠୁ ପ୍ରତ୍ୟକ୍ଷ ଜମି...

Coronavirus Update


Archives

Model This Week

Why Dharitri