କରୋନା ସହାୟତା: ନିର୍ମାଣ ଶ୍ରମିକ ପାଇଲେ ୧୫୦୦ଟଙ୍କା

ବିଜେପିର, ୧୧।୪(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ଲକ୍‌ଡାଉନ ଜାରି ରହିଛି। ତେଣୁ ନିର୍ମାଣ ଶ୍ରମିକମାନେ ହାତ ବାନ୍ଧି ଘରେ ବସି ରହିବାକୁ ବାଧ୍ୟ ହେଉଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଉଛି। ଏହିକ୍ରମରେ ବରଗଡ଼ ଜିଲା ବିଜେପୁର ବିଡିଓଙ୍କ କାର୍ଯ୍ୟାଳୟରେ ଶ୍ରମ ଓ ଗ୍ରାମ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶନିବାର ଯୋଗଦେଇ ହିତାଧିକାରୀଙ୍କୁ ଏହି ସହାୟତା ରାଶି ବଣ୍ଟନ କରିଛନ୍ତି। ପ୍ରତି ନିର୍ମାଣ ଶ୍ରମିକଙ୍କୁ ୧୫୦୦ଟଙ୍କା ଲେଖାଏ ପ୍ରଦାନ କରାଯାଉଛି। ସାମାଜିକ ଦୂରତ୍ୱ ରକ୍ଷା ପାଇଁ ପର୍ଯ୍ୟାୟ କ୍ରମେ ଅଳ୍ପ ଅଳ୍ପ ଶ୍ରମିକଙ୍କୁ ଡକାଯାଇ ଏହି ଅର୍ଥରାଶି ଦିଆଯାଉଛି। ଏହି ବ୍ଲକରେ ୮ହଜାର ୮ଶହ ନିର୍ମାଣ ଶ୍ରମିକଙ୍କୁ ଏହି ସହାୟତା ପ୍ରଦାନ କରାଯିବ ବୋଲି ଜଣାପଡିଛି। ବିଡିଓ ପଦ୍ମନାଭ ସାମନ୍ତ ରାୟ, ଇଓ ଡୋଲାମଣି ପ୍ରଧାନ ପ୍ରମୁଖ ଉପସ୍ଥିତରହି ଏହି ସହାୟତା ରାଶି ପ୍ରଦାନରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ଆଉ ୭୫ ପଜିଟିଭ୍‌ ଚିହ୍ନଟ; ୨,୮୫୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ଲୋକାଲ୍‌ କେସ୍‌ ୩ ରହିଛି। ତେବେ...

ମୃତ ହିତାଧିକାରୀଙ୍କ ନାଁରେ କୋଭିଡ୍‌ ସହାୟତା ହଡ଼ପ: ତଦନ୍ତ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଉଦୟପୁର ପଞ୍ଚୟାତରେ କୋଭିଡ୍‌ ସହାୟତା ରାଶି ଓ ରାଶନ ସାମଗ୍ରୀ ହଡ଼ପ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।...

ଗଡ଼ିଲା ସୀମିତ ସଂଖ୍ୟକ ଘରୋଇ ବସ୍‌

କଟକ ଅଫିସ,୨୮ା୫- ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ନିଷ୍ପତ୍ତି ଅନୁଯାୟୀ ଗୁରୁବାର ବସ୍‌ ଚଳାଚଳ ଆରମ୍ଭ କରିଛି। ତେବେ ଆବଶ୍ୟକ ସଂଖ୍ୟକ ଯାତ୍ରୀ ନ...

ଭୋଟ ଦେଲେ ନାହିଁ ଗ୍ରାମବାସୀ

କୋକସରା,୨୦।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ହେଲେ ବ୍ଲକର କନ୍ଦାବୁଟ୍ରା ପଞ୍ଚାୟତ ତୁନଗାଁର ୫ଟି ୱାର୍ଡ ଓ...

କରୋନାରେ ମୃତ୍ୟୁ ସନ୍ଦେହ: କୁଏତରୁ ପୁଅଙ୍କ ମୃତଦେହ ଆଣିବାକୁ ବାପାଙ୍କ ନିବେଦନ

ଛତ୍ରପୁର, ୨୦।୫(ଡି.ଏନ୍‌.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର...

ବୁଡ଼ି ଯାଉଛି ପୁରୁଣା ବୃତ୍ତି

ବନ୍ତ,୨୩।୫(ଡି.ଏନ୍‌.ଏ.) – ପରିଶ୍ରମ ତୁଳନାରେ ପାରିଶ୍ରମିକ ମିଳୁ ନ ଥିଲେ ବି ଅନେକ ଗ୍ରାମୀଣ କଳାକାର ପୁରୁଣା ବୃତ୍ତିକୁ ନେଇ ଜିଇବା ଲାଗି ସଂଘର୍ଷ ଜାରି...

ଯୁବକଙ୍କୁ କାବୁ କରିବାକୁ ଯାଇ ଆଇଆଇସିଙ୍କ ଗୋଡ଼ ଭାଙ୍ଗିଲା

ପାଟଣା,୨ା୨(ସ୍ବ.ପ୍ର.): କୁରାଢ଼ି ଧରି ଉତ୍ପାତ କରୁଥିବା ଜଣେ ଯୁବକଙ୍କୁ କାବୁ କରିବାକୁ ଯାଇ କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ରାଜେନ୍ଦ୍ର ସ୍ବାଇଁ ଆହତ ହୋଇଛନ୍ତି।...

ଗଜପତି ଗଞ୍ଜେଇ ମାଫିଆଙ୍କ ସମ୍ପତ୍ତି ବାଜ୍ୟାପ୍ତ

ଆର.ଉଦୟଗିରି,୧୩।୨(ଡି.ଏନ.ଏ.) ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ରାଇପଙ୍କା ଗ୍ରାମର ଗଞ୍ଜେଇ ମାଫିଆ ରାଧାକାନ୍ତ ନାୟକଙ୍କ ୧ କୋଟି ୧୭ ଲକ୍ଷ ୫୭ହଜାର ୬୯୪ ଟଙ୍କାର...

Advertisement
Archives

Model This Week