କରୋନା ସହାୟତା ପାଇଁ ୨.0୩ କୋଟି ଦେଲେ ଆସିକା ଏମ୍‌ପି

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଏମ୍‌ପି ପ୍ରମିଳା ବିଷୋୟୀ କରୋନା ମୁକାବିଲା ପାଇଁ ୨କୋଟି ୩ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ଏମ୍‌ପି ବିଷୋୟୀ ୩ଲକ୍ଷ ଟଙ୍କାର ଏକ ଚେକ୍‌ ମୁଖ୍ୟନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି। ଏଥିସହ ଏମ୍‌ପି ବିଷୋୟୀ ତାଙ୍କ ଏମ୍‌ପି ଫଣ୍ଡରୁ କେନ୍ଦ୍ର ସରକାରଙ୍କ ପିଏମ୍‌-କେୟାର୍ସ ସହାୟତା ପାଣ୍ଠିକୁ ୧କୋଟି ଟଙ୍କା ଏବଂ ଆସିକା ସଂସଦୀୟ କ୍ଷେତ୍ରରେ ସହାୟତା ନିମନ୍ତେ ଗଞ୍ଜାମ ଜିଲାପାଳଙ୍କୁ ୧ କୋଟି ଟଙ୍କା ମଧ୍ୟ ପ୍ରଦାନ କରିଥିବା ଜଣାଯାଇଛି। ଏମ୍‌ପି ବିଷୋୟୀଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ସମ୍ମତି ପତ୍ର ଲୋକସଭା ସଚିବାଳୟକୁ ପ୍ରଦାନ କରାଯାଇଥିବାବେଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ୧କୋଟି ଟଙ୍କାର ସହାୟତା ନିମନ୍ତେ ପ୍ରଦାନ କରିବା ସହ ଏହାର ନକଲ କେନ୍ଦ୍ର ସରକାରଙ୍କ ଷ୍ଟାଟିଟିକ୍ସ ମନ୍ତ୍ରଣାଳୟର ନିର୍ଦ୍ଦେଶକଙ୍କ ନିକଟକୁ ପ୍ରେରଣ କରିଥିବା ଏମ୍‌ପି ବିଷୋୟୀଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ ଓ ସୁରଥ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri