କରୋନା ସହାୟତା ପାଇଁ ୨.0୩ କୋଟି ଦେଲେ ଆସିକା ଏମ୍‌ପି

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଏମ୍‌ପି ପ୍ରମିଳା ବିଷୋୟୀ କରୋନା ମୁକାବିଲା ପାଇଁ ୨କୋଟି ୩ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ଏମ୍‌ପି ବିଷୋୟୀ ୩ଲକ୍ଷ ଟଙ୍କାର ଏକ ଚେକ୍‌ ମୁଖ୍ୟନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି। ଏଥିସହ ଏମ୍‌ପି ବିଷୋୟୀ ତାଙ୍କ ଏମ୍‌ପି ଫଣ୍ଡରୁ କେନ୍ଦ୍ର ସରକାରଙ୍କ ପିଏମ୍‌-କେୟାର୍ସ ସହାୟତା ପାଣ୍ଠିକୁ ୧କୋଟି ଟଙ୍କା ଏବଂ ଆସିକା ସଂସଦୀୟ କ୍ଷେତ୍ରରେ ସହାୟତା ନିମନ୍ତେ ଗଞ୍ଜାମ ଜିଲାପାଳଙ୍କୁ ୧ କୋଟି ଟଙ୍କା ମଧ୍ୟ ପ୍ରଦାନ କରିଥିବା ଜଣାଯାଇଛି। ଏମ୍‌ପି ବିଷୋୟୀଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ସମ୍ମତି ପତ୍ର ଲୋକସଭା ସଚିବାଳୟକୁ ପ୍ରଦାନ କରାଯାଇଥିବାବେଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ୧କୋଟି ଟଙ୍କାର ସହାୟତା ନିମନ୍ତେ ପ୍ରଦାନ କରିବା ସହ ଏହାର ନକଲ କେନ୍ଦ୍ର ସରକାରଙ୍କ ଷ୍ଟାଟିଟିକ୍ସ ମନ୍ତ୍ରଣାଳୟର ନିର୍ଦ୍ଦେଶକଙ୍କ ନିକଟକୁ ପ୍ରେରଣ କରିଥିବା ଏମ୍‌ପି ବିଷୋୟୀଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ ଓ ସୁରଥ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି, ଟଙ୍କା ଛାଡ଼ି ପଳାଇଲେ ଲୁଟେରା

ଉଦଳା,୨୦ା୧୦(ଡି.ଏନ.ଏ.): ଜଣେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଝାମ୍ପି ନେଇ ପଳାଉଥିବା ବେଳେ ଲୋକେ ପିଛା କରିବାରୁ ୨ ଦୁର୍ବୃତ୍ତ ଲୁଟ ଟଙ୍କା ଓ ଏକ...

ଗୋରୁ ବୋଝେଇ ଭ୍ୟାନ ଜବତ, ୩ ଗିରଫ

ରୂପସା, ୩୧।୧୦(ଡି.ଏନ.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ବସ୍ତା ଥାନା ଅଧୀନ ନଳବାହାର ଛକ ନିକଟରେ ପୋଲିସ ସୋମବାର ଚଢାଉ କରି ୨ଟି ଗୋରୁ...

ଚିତ୍ରକୋଣ୍ଡାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଘରେ ରହିବାକୁ କୁହାଯାଉଛି

ଚିତ୍ରକୋଣ୍ଡା, ୨୫।୩(ଡି.ଏନ୍‌.ଏ.): ସାରା ପୃଥିବୀରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରଥମେ ମାର୍ଚ୍ଚ ୩୧ ଓ...

ଲେମ୍ବୁରେ ସଜେଇ ହୋଇଛନ୍ତି ମା’ ମଝିଘରିଆଣୀ, ମଧ୍ୟରାତ୍ରିରେ ସରିଛି ମହାନବମୀ ପୂଜା

ରାୟଗଡ଼ା ଅଫିସ, ୧୪।୧୦: ଆରାଧ୍ୟା ଠାକୁରାଣୀ ମା’ ମଝିଘରିଆଣୀଙ୍କ ମହାନବମୀ ପୂଜା ବୁଧବାର ବିଳମ୍ବିତ ରାତ୍ରିରେ ଶେଷ ହୋଇଛି। ତହସିଲ ପ୍ରାଙ୍ଗଣରେ କରାଯାଇଥିବା ଅସ୍ଥାୟୀ ମଣ୍ଡପରେ...

ପୁରୀ ରେଲଓ୍ବେ ଷ୍ଟେଶନରେ ଅଗ୍ନିକାଣ୍ଡ

ପୁରୀ ଅଫିସ,୧୨।୩: ପୁରୀରେ ଅଗ୍ନିକାଣ୍ଡ ଥମିବାର ନଁା ଧରୁନି। ଗତ ୩ଦିନ ମଧ୍ୟରେ ବଡ଼ଦାଣ୍ଡସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଓ ନୀଳାଦ୍ରି କମ୍ପ୍ଲେକ୍ସରେ ନିଅଁା ଲାଗିଥିବାବେଳେ ଶନିବାର...

ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଅନିୟମିତତା ଘଟଣା:ବକେୟା ଦାବିରେ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୨୫।୬(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ସଦରମହକୁମାରେ ଥିବା ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଚାଷୀମାନେ ଠକେଇର ଶିକାର ହେବା ସହ ସେମାନଙ୍କୁ ଠିକ୍‌ ସମୟରେ କ୍ଷୀର ବାବଦ...

୨ ଏକର ଲେଖାଏ ଜମି ନିରୂପଣ ନିଷ୍ପତ୍ତି: ଖୋଲିବ ୭୯ ନୂଆ ଲ୍ୟାମ୍ପସ୍‌

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୨ା୫: ରାୟଗଡ଼ା ଜିଲାରେ ୭୯ଟି ନୂତନ ଲ୍ୟାମ୍ପସ୍‌ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ପ୍ରତି ଦୁଇଟି ପଞ୍ଚାୟତକୁ ନେଇ ଗୋଟିଏ ଲେଖାଏ...

ଚିଚେର ଗ୍ରାମରେ ପାଣି ସମସ୍ୟା

ଖଡ଼ିଆଳ, ୨୩।୪: (ଡି.ଏନ୍‌.ଏ.) ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ନେହେନା ପଞ୍ଚାୟତର ଚିଚେର ଗ୍ରାମରେ ପାଣି ସମସ୍ୟା। ଗ୍ରାମର ୩ଟି ନଳକୂପରୁ ପାଣି ବାହାରୁ ନ...

Advertisement
Archives

Model This Week