କରୋନା ସହାୟତା: ମହାବୀର ରେସିଡେନ୍ସି ପରିବାର ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଲେଖାଏ ପ୍ରଦାନ

କଣ୍ଟାବାଞ୍ଜି, ୧୪।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ଥିବା ଡୁମେରଚୁଆଁ ରୋଡସ୍ଥିତ ମହାବୀର ରେସିଡେନ୍ସି ପରିବାର ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌କୁ ୧୧ ହଜାର ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଟଙ୍କା ଲେଖାଏ ଚେକ୍‌ ପ୍ରଦାନ କରାଯାଇଛି। ସ୍ଥାନୀୟ ତହସିଲଦାର ଅଶୋକ ମାଝିଙ୍କ ଜରିଆରେ ମଙ୍ଗଳବାର ଏହି ଟଙ୍କା ପ୍ରଦାନ କରାଯାଇଛି। ସେହିପରି ତୁରେକେଲା ଥାନା ଝରଣି ଗାଁର ସୁନ୍ନି ସମାଜ ତରଫରୁ ଆଶାଦୁଲ୍ଲା ଖାନ୍‌ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧ହଜାର ଟଙ୍କା ଚେକ୍‌ ଆକାରରେ ବିଡିଓ ତୁରେକେଲା ମନୋରଞ୍ଜନ ପାଣିଗ୍ରାହୀଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ଶିକାରୀ ମୃତ

ତେଲକୋଇ,୩୦ା୫(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ଦେଉଳଡିହା ଜେନାଦର ଗ୍ରାମ ଗୋଟମୁହିଁ ସଂରକ୍ଷିତ ଜଙ୍ଗଲରେ ଜଣେ ଶିକାରୀ ବାରହା ଶିକାର କରୁଥିବା ବେଳେ ବିଦ୍ୟୁତ ଆଘାତରେ ଗୁରୁତର ହୋଇପଡିଥିଲେ।...

ଡ୍ୟାମ୍‌ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି

ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି...

ବସ୍‌ ଓଲଟି ୩୦ରୁ ଊର୍ଦ୍ଧ୍ୱ ଆହତ: ୨ ଗୁରୁତର

ଢେଙ୍କାନାଳ ଅଫିସ,୨୨।୩: ଢେଙ୍କାନାଳ ଜିଲା ସଦର ଥାନା ବଣସିଂମେଡିକାଲ ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ମା ସମଲେଈ ନାମକ ଏକ ଯାତ୍ରୀ ବାହି ବସ୍‌ ଦୁର୍ଘଟଣାଗ୍ରସ୍ତ...

ଟ୍ରକ୍‌ ଧକ୍କାରେ ୩ ଯୁବକ ଗୁରୁତର ନେଇ ଉତ୍ତେଜନା

ବାସୁଦେବପୁର, ୩।୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତାର ମନ୍ଦାରୀ ବନ୍ଧସାହି ଛକଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଟ୍ରକ୍‌ ଧକ୍କାରେ ୩ ଯୁବକ ଗୁରୁତର ହୋଇଛନ୍ତି। ସେମାନେ...

ଜାନୁୟାରୀରୁ ଚାଲିବ ଯାତ୍ରୀବାହୀ ଟ୍ରେନ୍‌

କୋରାପୁଟ,୨୩ା୧୨(ସ୍ବ.ପ୍ର.): କୋରାପୁଟ-ରାୟଗଡ଼ା ରେଳପଥ (କେଆର୍‌) ଲାଇନ୍‌ର କୋରାପୁଟରୁ ଦାମନଯୋଡ଼ି, କୋରାପୁଟରୁ କିରାଣ୍ଡୁଲ ଏବଂ କୋରାପୁଟରୁ ମାନାବାର ମଧ୍ୟରେ ୨୬ କି.ମି. ରେଳଲାଇନର ଦୋହରୀକରଣ କାର୍ଯ୍ୟ ଶେଷ...

ଟ୍ୟୁସନ ଫି ଦାନ କଲେ ଛାତ୍ରୀଛାତ୍ର

ଦେବଗଡ଼,୧୫।୪ (ଡି.ଏନ.ଏ.)-ଦେବଗଡ଼ ଜିଲା ବାରକୋଟ ବ୍ଲକ ସଦର ମହକୁମାର ବ୍ୟବସାୟୀ ଓ ଜଣେ ଠିକାଦାର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅର୍ଥ ପ୍ରଦାନ କରିଛନ୍ତି।...

ଦ୍ୱିତୀୟ ଲହର ରୋକିବ ଟିକା

ନୂଆଦିଲ୍ଲୀ, ୧୭।୧: ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ଶନିବାର ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ବ୍ରିଟେନର ନୂଆ ଷ୍ଟ୍ରେନ୍‌କୁ ନେଇ ସାରା...

ମଇଦାନରେ ନଣନ୍ଦ-ଭାଉଜ

ଝାରସୁଗୁଡ଼ା ଅଫିସ,୯ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଗୋଟିଏ ପରିବାରରୁ ଏକାଧିକ ସଦସ୍ୟ ପ୍ରାର୍ଥୀ ହେଉଛନ୍ତି। ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ ରମ୍ପେଲା ପଞ୍ଚାୟତ ସଂସରାଟିକ୍ରା...

Advertisement
Archives

Model This Week