ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସମାଜ ତରଫରୁ ତୁଙ୍ଗନ ଚନ୍ଦ୍ରକାରଙ୍କ ନେୃତୁତ୍ୱରେ ଏକ ଟିମ ଆସି ସହୟତା ବାବଦ ଚେକ ପ୍ରଦାନ କରିଥିଲେ ା
ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସମାଜ ତରଫରୁ ତୁଙ୍ଗନ ଚନ୍ଦ୍ରକାରଙ୍କ ନେୃତୁତ୍ୱରେ ଏକ ଟିମ ଆସି ସହୟତା ବାବଦ ଚେକ ପ୍ରଦାନ କରିଥିଲେ ା
ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…
ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…
ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…
ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…
ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…
ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…
ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…