ସାକ୍ଷୀଗୋପାଳ,୧୮।୪(ଡି.ଏନ୍.ଏ): କରୋନା ମୁକାବିଲା ଲାଗି ପୁରୀ ଜିଲା ସତ୍ୟବାଦୀ ବ୍ଲକ ବିଦ୍ୟାଧରପୁର ଗ୍ରାମବାସୀ ରାଜ୍ୟ କରୋନା ସାହାୟତା ପାଣ୍ଠିକୁ ୩୩ ହଜାର ୮୦ ଟଙ୍କା ଦାନ କରିଛନ୍ତି । ଗ୍ରାମବାସୀଙ୍କ ଠାରୁ ସଂଗୃହିତ ଉକ୍ତ ରାଶିକୁ ଓଡିଶା ଗ୍ରାମ୍ୟାବ୍ୟଙ୍କର ସ୍ଥାନୀୟ ସାରଙ୍ଗଯୋଡି ଶାଖାରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ ବ୍ୟାଙ୍କ ଅକାଉଣ୍ଟ ନଂ. ୩୯୨୩୫୫୦୯୬୭ ଭାରତୀୟ ଷ୍ଟେଟବ୍ୟାଙ୍କ ସଚିବାଳୟ ଶାଖାକୁ ଏନ୍ଇଏଫ୍ଟି କରାଯାଇଥିବା ଜଣାପଡିଛି । ସେହିପରି କାଦୁଆ ଗ୍ରାମପଞ୍ଚାୟତର ଶୁବାସୀନି ମହାସଂଘ ୧୩ ହଜାର ୫ଶହ, କାଦୁଆ ବିଜେଡି କମିଟି ୨୬ ହଜାର ୮ଶହ ସମେତ ପ୍ରତିଭା ସଞ୍ଚୟ ସମିତି, ତାରେଣୀ ଓ କଲ୍ୟାଣୀ ଏସ୍ଏଚଜି ୫ ହଜାର ଟଙ୍କା ଲେଖାଏ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ କରିଥିବା ବିଧାୟକଙ୍କ ପ୍ରତିନିଧି ସୁନୀଲ କୁମାର ପଣ୍ଡା ସୂଚନା ଦେଇଛନ୍ତି ।
Posted inଆମ ଜିଲା ଖବର, ପୁରୀ View All
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା
ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...
ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
Archives


