କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଭାଗବତ ଗାଦି ପକ୍ଷରୁ ଦାନ

ଛତ୍ରପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିଆବାଲି ସ୍ଥିତ ଲକ୍ଷୀନୃସିଂହ କାମିନୀ ଦାସୁଡୁ ସତ୍ୟମ ସେବା ନୃତ୍ୟ କଳାକେନ୍ଦ୍ର (ଭାଗବତ ଗାଦି) ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୫ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟିଙ୍କୁ କେନ୍ଦ୍ରର ସଭାପତି ଆର. ସତ୍ୟମ ରେ ଏହି ଚେକ୍‌ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃଣମୂଳସ୍ତରରେ ୫-ଟିର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନବାଚୀ:ସରକାରୀ ସହାୟତାରୁ ବଞ୍ଚିତ ବିଧବା

ରସୁଲପୁର/ଯାଜପୁର ଟାଉନ, ୨-୯(ଡିଏନଏ)- ରାଜ୍ୟ ସରକାର ଜନସାଧାରଣଙ୍କ ହିତରେ ୫-ଟି (ଟାଇମ୍‌, ଟେକ୍ନୋଲୋଜି, ଟିମୱାର୍କ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫର୍ମରମେଶନ) ଫର୍ମୁଲାରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ...

ତାଲା ଭାଙ୍ଗି ଘରୁ ୭ ଲକ୍ଷ ଟଙ୍କାର ଅଳଙ୍କାର ଲୁଟ୍‌

ରଣପୁର,୧୪।୩(ସ୍ବ.ପ୍ର.): ଚାନ୍ଦପୁର ଥାନା କନ୍ଧନୟାଗଡ ଗଁ।ର ଭାଗୀରଥି ସାହୁଙ୍କ ଘର ଗ୍ରିଲ୍‌ ତାଲା ଭାଙ୍ଗି ଗୁରୁବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଆଲମାରୀରୁ ପ୍ରାୟ ୭ ଲକ୍ଷ ଟଙ୍କାର...

ଜଳ ଯୋଗାଣ ପାଇପ ଲିକ୍‌, ଧୋଇହୋଇ ଯାଉଛି ପୂର୍ତ୍ତ ବିଭାଗ ରାସ୍ତା

ଖଣ୍ଡପଡ଼ା,୬।୮(ସ୍ବ.ପ୍ର.)-ମହାନଦୀରୁ ନୟାଗଡ଼ ସହରକୁ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ବିଭିନ୍ନ ସ୍ଥାନରେ କଣା ହୋଇଥିବା ଯୋଗୁ ପାଣି ଲିକ୍‌ ହୋଇ ପଥଚାରୀଙ୍କ ପାଇଁ ସମସ୍ୟା...

ସ୍ନାନଯାତ୍ରା ପୂର୍ବରୁ ଗରାବଡ଼ୁ ସେବକଙ୍କର ହେବ କରୋନା ଟେଷ୍ଟ:୩ ତାରିଖ ସୁଦ୍ଧା ଆସିବ ରିପୋର୍ଟ

ପୁରୀ ଅଫିସ, ୨୩।୫: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାମାରୀ କରୋନାର ବିଭୀଷିକା ମଧ୍ୟରେ...

ରାସ୍ତା ଉପରେ କାଟିଦେଲେ ଦିନମଜୁରିଆଙ୍କ ତଣ୍ଟି

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)।...

ବାଇକ୍‌କୁ ପିଟିଲା ପିକ୍‌ଅପ୍‌, ଦୁଇ ଭାଇଙ୍କ ଜୀବନ ଗଲା

ଜେକେପୁର,୧୯ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗେଟିପଡ଼ା ବ୍ରିଜ୍‌ ନିକଟରେ ପିକ୍‌ଅପ୍‌-ବାଇକ୍‌ ମଧ୍ୟରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବୁଲୁ...

ଅନୁଗୋଳରେ ଓସିଏ ଉପସଭାପତିଙ୍କୁ ସମ୍ବର୍ଦ୍ଧନା: ‘ଏକାଡେମୀ ଭିତ୍ତିଭୂମି ବିକାଶ ମୁଖ୍ୟ ଦାୟିତ୍ୱ’

ଅନୁଗୋଳ ଅଫିସ, ୩୦।୯: ଅନୁଗୋଳ ଟ୍ରକ ଆସୋସିଏଶନ୍‌ ପକ୍ଷରୁ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ର ନବନିର୍ବାଚିତ ଉପସଭାପତି ଅକ୍ଷୟ କୁମାର ସାମନ୍ତଙ୍କୁ ରବିବାର ଅପରାହ୍ନରେ ସମ୍ବର୍ଦ୍ଧିତ କରାଯାଇଛି। ଟ୍ରକ...

ମହିଳାଙ୍କୁ ହତ୍ୟା, ଜେଲ୍‌ ଗଲେ ପଡ଼ୋଶୀ

ଦିଗପହଣ୍ଡି,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ଗ୍ରାମ ନୂଆସାହିରେ ଘର କାନ୍ଥ ବିବାଦକୁ କେନ୍ଦ୍ରକରି ଗତ ମଙ୍ଗଳବାର ଅପରାହ୍ନରେ ବିଜୟଲକ୍ଷ୍ମୀ ମହାନ୍ତି ଓରଫ କୁନା...

Advertisement
Archives

Model This Week