
ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସମାଜ ତରଫରୁ ତୁଙ୍ଗନ ଚନ୍ଦ୍ରକାରଙ୍କ ନେୃତୁତ୍ୱରେ ଏକ ଟିମ ଆସି ସହୟତା ବାବଦ ଚେକ ପ୍ରଦାନ କରିଥିଲେ ା
ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସମାଜ ତରଫରୁ ତୁଙ୍ଗନ ଚନ୍ଦ୍ରକାରଙ୍କ ନେୃତୁତ୍ୱରେ ଏକ ଟିମ ଆସି ସହୟତା ବାବଦ ଚେକ ପ୍ରଦାନ କରିଥିଲେ ା
ରଣପୁର, ୨୮।୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବନବିଭାଗ ଅଧୀନ କଙ୍କିଆ ସାଆଁତରାପୁର ଆଦିବାସି ସାହିରେ ହେଟା ବାଘ ଆକ୍ରମଣରେ ୭ ଛେଳିଙ୍କ ମୃତ୍ୟୁ ଘଟିଥିବା ବେଳେ...
ଭାପୁର, ୩।୪ (ଡି.ଏନ୍.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର...
ରାଜନଗର, ୩୦।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ପଞ୍ଚାୟତ ନଳଯୋଡ଼ି ଗ୍ରାମରେ ସୋମବାର ପୋଖରୀରେ ବୁଡ଼ି ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ସେ ହେଲେ...
ଚମ୍ପୁଆ/ପାଟଣା/ଯୋଡ଼ା/ବାରିପଦା ଅଫିସ,୨୬।୨(ଡି.ଏନ୍.ଏ./ସ୍ବ.ପ୍ର.)କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ୫ ଡାକ୍ତରୀ ଛାତ୍ର ୟୁକ୍ରେନରେ ଫସି ରହିଛନ୍ତି। ସ୍ବଦେଶ ଫେରାଇ ଆଣିବାକୁ ସେମାନଙ୍କ ମାତାପିତା ଉଭୟ ରାଜ୍ୟ ଓ...
ପୁରୀ ଅଫିସ,୨୩।୮: ଯକ୍ଷ୍ମା ସଂକ୍ରମିତ ଚିହ୍ନଟ କ୍ଷେତ୍ରରେ ରାଜ୍ୟରେ ପୁରୀ ଜିଲା ୩ନମ୍ବର ସ୍ଥାନରେ ରହିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏହାକୁ ସଫଳତା କହୁଥିବାବେଳେ ଜିଲାରେ...
ଧାମନଗର ୩୦।୭(ଡି.ଏନ.ଏ.)- ପ୍ରାଥମିକ ଶିକ୍ଷାକୁ ମୌଳିକ ଅଧିକାରଭୁକ୍ତ କରାଯାଇଥିଲେ ବି ଭିତ୍ତିଭୂମି ଅଭାବରୁ ଗ୍ରାମାଞ୍ଚଳର ଅନେକ ଶିକ୍ଷାନୁଷ୍ଠାନ ଥାଇ ନ ଥିଲା ପରି ଚାଲିଛି। ଗରିବ...
ଆନନ୍ଦପୁର,୨୯।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଓ ଏହା ନିକଟ ଅଞ୍ଚଳରେ ଥିବା ଯୁକ୍ତ ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବାତିଲ ଦାବିରେ ଶୁକ୍ରବାର...
ବୋଡେନ,୨୨।୯(ଡି.ଏନ.ଏ.) ନୂଆପଡା ଜିଲା ବୋଡେନ ପୋଲିସ ପକ୍ଷରୁ ଶନିବାର ସଡକ ସୁରକ୍ଷା ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୋଡେନ ଥାନା ଅଧିକାରୀ ସରୋଜ...