କରୋନା ସହାୟତା: ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ଭୁବନେଶ୍ବର, ୨୯।୪(ବ୍ୟୁରୋ): କରୋନା ସହାୟତା ନେଇ ରାଜ୍ୟ ଶାକଦ୍ବୀପୀ ଦୈବଜ୍ଞ ବ୍ରାହ୍ମଣ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧୦୦୦ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏହି ଚେକ୍‌କୁ ମହାସଂଘର ସାଧାରଣ ସମ୍ପାଦକ ପ୍ରେମାନନ୍ଦ ସେନାପତି, ସଂଗଠନ ସମ୍ପାଦକ ପ୍ରଭୁ ପ୍ରସାଦ ନାୟକ, କୋଷାଧ୍ୟକ୍ଷ ବିଚିତ୍ର କୁମାର ମହାପାତ୍ର ପ୍ରମୁଖ ଭୁବନେଶ୍ବର କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ସିଜେନ୍‌ ଯୋଗାଣରେ ବାଧା ଦେଲେ ଦିଆଯିବ ଲଟକାଇ : ହାଇକୋର୍ଟ…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ପ୍ରତିଦିନ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ...

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ...

୩୬ ଘଣ୍ଟାରେ ଆହୁରି ଘନୀଭୂତ ହେବ ଲଘୁଚାପ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୩.୬ କିମି ଉଚ୍ଚତା ଯାଏ ବ୍ୟାପିଛି। ଆଗମୀ ୩୬ ଘଣ୍ଟାରେ...

ଭୁଲ୍‌ କରି ପୋଲିସ ନିନ୍ଦିତ

ଭୁବନେଶ୍ୱର, ୨୯ା୭: ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ରୋକିବା ପୋଲିସର କାର୍ଯ୍ୟ। ହେଲେ ଅଧିକାଂଶ କ୍ଷେତ୍ରରେ ପୋଲିସ ଏସବୁ କାର୍ଯ୍ୟ ଠିକ୍‌ ଭାବେ କରୁ...

ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିଲା। ତେବେ ଏହାକୁ ଶିକ୍ଷାବିତ୍‌ମାନେ ବିରୋଧ କରିବାରୁ...

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ପରେ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ଲାଭ କରିବେ। କରୋନା ମହାମାରୀ ପରେ ପ୍ରଥମଥର...

ଧରିତ୍ରୀ ପ୍ରଭାବ; ୟୁନିଟ-୪ ହାଟ : ହଟିଲା ମାଛ, ପରିବା ଦୋକାନ 

ଭୁବନେଶ୍ୱର, ୧ା୪ (ବ୍ୟୁରୋ) : ଭିଡ଼ ନ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ରାଜଧାନୀର ବିଭିନ୍ନ ପରିବା ହାଟକୁ ଖୋଲା ସ୍ଥାନ...

ଖୁସି ଖବର: ଆମେରିକାରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୮।୪: କରୋନା ଭାଇରସ ସଂକ୍ରମଣରେ ଆମେରିକାର ମେରୁଦଣ୍ଡ ଏକ ପ୍ରକାର ଭାଙ୍ଗି ପଡିଲାଣି ବୋଲି ଆଲୋଚନା ହେଉଛି। ଏଠାରେ ପ୍ରତିଦିନ କରୋନା ଯୋଗୁ ହଜାର ହଜାର...

Advertisement
Archives

Model This Week