କରୋନା ସହାୟତା: ସତ୍ୟବାଦୀ ବ୍ଲକର ୨୬ ହଜାର ୭ଶହ ହିତାଧିକାରୀଙ୍କୁ ୧ ହଜାର ଲେଖାଏ ପ୍ରଦାନ

ସାକ୍ଷୀଗୋପାଳ, ୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ମୋଟ ୨୪ଟି ପଞ୍ଚାୟତରେ କରୋନା ସହାୟତା ରାଶି ୧ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ରାଜ୍ୟ ସରକାରଙ୍କ ଖାଉଟି କଲ୍ୟାଣ ଯୋଜନା ସହିତ ଅନ୍ତଦ୍ବୟ ଅନ୍ନ ଯୋଜନାରେ ଅନ୍ତର୍ଭୂକ୍ତ ୨୬, ୭୦୦ ପରିବାରକୁ ଏହି ସହାୟତା ଯୋଗାଇ ଦିଆଯାଇଛି। ନିଜ ନିଜ ପଞ୍ଚାୟତର ପିଇଓ, ଜିଆର୍‌ଏସ ସମ୍ପୃକ୍ତ ଅଞ୍ଚଳର ଖାଉଟି ବିତରଣକାରୀ ହିତାଧିକାରୀଙ୍କ ନିକଟକୁ ଯାଇ ସହାୟତା ପ୍ରଦାନ କରୁଥିବା ବିଡିଓ ସରୋଜ କୁମାର ଦତ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭେଲାନ୍ସ ଜୋନ୍‌ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ

ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍‌ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ।...

ଜଳିଗଲା ୨୮ ବଖରା, ୧୪ ପରିବାର ସର୍ବସ୍ବାନ୍ତ

ସୋରଡ଼ା,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ନୂଆଗଡ଼ ପଞ୍ଚାୟତ ବ୍ରାହ୍ମଣଦେଇ ଗ୍ରାମରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ୧୪ ପରିବାରର ୨୮ ବଖରା ପୋଡ଼ି...

କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍‌ମୋ ମେଶିନ

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍‌ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ...

ନୀଳାମ୍ବରପଲ୍ଲୀରେ ବିକାଶ ଅପହଞ୍ଚ

ପାତ୍ରପୁର ୧୮ା୧୧(ଡି.ଏନ୍‌.ଏ.)-ବ୍ରିଟିଶ ଅମଳର ଗାଁ, ହେଲେ ବିକାଶ ଅପହଞ୍ଚ। ଏଭଳି ଏକ ଗାଁ ରହିଛି ପାତ୍ରପୁର ବ୍ଲକ ଆମ୍ବପୁର ପଞ୍ଚାୟତରେ। ଜରଡ଼ା ରାଜାଙ୍କ ବଂଶଧରମାନେ ଦେଶ...

୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ...

ବିଭିନ୍ନ ସ୍ଥାନରେ ଚଢ଼ାଉ: ୬ ଗିରଫ

ସୋର,୧୪ା୭(ଜନ୍ମେଜୟ ମିଶ୍ର): ସୋର ଅବକାରୀ ବିଭାଗ ଏବଂ କେନ୍ଦ୍ରାଞ୍ଚଳ ଭ୍ରାମ୍ୟମାଣ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ-୧ ଗୁରୁବାର ପୂର୍ବାହ୍ନରେ ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡା ଗ୍ରାମ...

ଅଗ୍ନିକାଣ୍ଡରେ ଜଳିଗଲା ଶହଶହ ଧାନ ବିଡ଼ା

ପାଟଣା,୧୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳି ପଞ୍ଚାୟତ ଭୁଲୁଦା ମଝି ସାହି ଖଳାରେ ଶନିବାର ରାତିରେ ଅଗ୍ନିକାଣ୍ଡ ଘଟିବାରୁ ୩ ଜଣ ଚାଷୀ ଶହଶହ...

ରାସ୍ତାରେ ପକାଇଥିଲେ ବାଲି, ଚିପ୍ସ : କହିବାରୁ ବାପା, ଝିଅଙ୍କୁ ହାଣିଲେ

ଭଦ୍ରକ ଅଫିସ,୧୬।୭: ସାମାନ୍ୟ କଥାରୁ ବାପାଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ। ଉଭୟ...

Advertisement
Archives

Model This Week