କରୋନା ସହିତ ଲଢ଼େଇ ପାଇଁ କୋଟିଏ ୨୪ ଲକ୍ଷ ଯୋଦ୍ଧା ପ୍ରସ୍ତୁତ

ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେହିପରି କରୋନା ସହିତ ଲଢ଼ିବା ପାଇଁ କୋଟିଏ ୨୪ ଲକ୍ଷ ୮୫ ହଜାର ୬୫୯ କରୋନା ଯୋଦ୍ଧା ପ୍ରସ୍ତୁତ ଥିବା ସରକାର କହିଛନ୍ତି। କରୋନା ଯୋଦ୍ଧାଙ୍କ ସମ୍ପର୍କରେ ବିବରଣୀ ସରକାରୀ ଓ୍ବେବସାଇଟ୍‌ରେ ପ୍ରକାଶ ପାଇଛି। ଏଥିରେ ଅବସରପ୍ରାପ୍ତ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସମେତ ସ୍ବେଚ୍ଛାସେବୀ ସଂଗଠନରେ କାମ କରୁଥିବା ଡାକ୍ତରଙ୍କୁ ମଧ୍ୟ ସାମିଲ୍‌ କରାଯାଇଛି। ଏହି ତାଲିକାରେ ଏନ୍‌ସିସି, ଏନ୍‌ଏସ୍‌ଏସ୍‌, ପିଏମ୍‌ଜିକେବିଓ୍ବାଇ, ଏନ୍‌ଓ୍ବାଇକେ, ନର୍ସ, ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କୁ ସାମିଲ୍‌ କରାଯାଇଛି। ସେମାନଙ୍କ ମଧ୍ୟରେ ୯ ଲକ୍ଷ ୨୭ ହଜାରରୁ ଅଧିକ ଡାକ୍ତର ରହିଛନ୍ତି। ସେହିପରି ଲକ୍ଷେ ୫୦ ହଜାରରୁ ଅଧିକ ମେଡିକାଲ ଛାତ୍ରୀଛାତ୍ର ମଧ୍ୟ ରହିଛନ୍ତି। ଏଥିରେ ୧୭ ଲକ୍ଷରୁ ଅଧିକ ନର୍ସ, ୨ ଳକ୍ଷରୁ ଅଧିକ ଡେଣ୍ଟିଷ୍ଟ୍‌, ୮ ଲକ୍ଷରୁ ଅଧିକ ଆୟୂଷ ଡାକ୍ତର ରହିଥିବା ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୧ରୁ ବଦଳିଯିବ ବ୍ୟାଙ୍କ ସହ ଜଡ଼ିତ ଏସବୁ ବଡ଼ ନିୟମ; ଏବେଠୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୯।୧: ନୂଆ ବର୍ଷ ୨୦୨୨ର ପ୍ରଥମ ମାସ ଅର୍ଥାତ ଜାନୁୟାରୀ ଶେଷ ହେବାକୁ ଯାଉଛି। ଫେବୃୟାରୀ ପହିଲାରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି । ଫେବୃୟାରୀ...

୮ ରାଜ୍ୟରେ ହିନ୍ଦୁଙ୍କୁ ମିଳୁ ଅଳ୍ପସଂଖ୍ୟକ ମାନ୍ୟତା: ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୨୦।୨: ଦେଶର ୮ ରାଜ୍ୟରେ ହିନ୍ଦୁଙ୍କୁ ଅଳ୍ପସଂଖ୍ୟକ ମାନ୍ୟତା ଦେବାକୁ କରାଯାଇଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଛନ୍ତି। ଏନେଇ ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଯେଉଁ...

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଏଠାରେ ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ

ଭାରତ ବର୍ଷରେ ପ୍ରଭୁ ଗଣେଶଙ୍କ ବହୁ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ତେବେ ଶୁଣ୍ଢ ଭଗବାନ ଗଜାନନଙ୍କ ପରିଚୟ...

ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’

ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୭୯୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ହିନ୍ଦୁ ଅଧିକ ସନ୍ତାନ ପ୍ରସବ କରି ଦେଶକୁ ଇସଲାମିକ ହେବାରୁ ବଞ୍ଚାନ୍ତୁ

ଶିମଲା,୧୮ ।୪: ନିଜର ଉତ୍ତେଜିତ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ମହନ୍ତ ଯତି ନରସିଂହାନନ୍ଦଙ୍କ ଏକ ସଙ୍ଗଠନ ଭାରତକୁ ଇସଲାମିକ ଦେଶ ହେବାରୁ ବଞ୍ଚାଇବାକୁ...

କରୋନା ରୋଗୀଙ୍କୁ ଧରିବା ପାଇଁ ପୋଲିସ ନେଲା ଏମିତି ପଦକ୍ଷେପ, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୪।୮:କରୋନା ଜୀବାଣୁ ବୃଦ୍ଧି ପାଉଥିବା ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଏହାକୁ ରୋକିବା ପାଇଁ ସଂକ୍ରମିତ ରୋଗୀଙ୍କଠୁ ଦୂରେଇ ରହିବ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମଧ୍ୟପ୍ରଦେଶର...

Advertisement
Archives

Model This Week