କରୋନା ସହିତ ଲଢ଼େଇ ପାଇଁ ମୋଦିଙ୍କୁ ସୋନିଆଙ୍କ ୫ ପରାମର୍ଶ

ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି ଯେ, ବିଦେଶ ଯାତ୍ରା କମାଇବା ସହିତ ବିଜ୍ଞାପନ ଲାଗି ହେଉଥିବା ଖର୍ଚ୍ଚରେ କାଟ୍‌ କରିବା ଆବଶ୍ୟକ। ସରକାର ଟିଭି, ପ୍ରିଣ୍ଟ୍‌ ଏବଂ ଅନ୍‌ଲାଇନ୍‌ରେ ବର୍ଷକୁ ବିଜ୍ଞାପନ ଲାଗି ୧୨୫୦ କୋଟିର ଖର୍ଚ୍ଚ କରୁଥିବା ସୋନିଆ ଟୁଇଟ୍‌ କରି କହିଛନ୍ତି। ସେହିପରି ବିଦେଶ ଯାତ୍ରା ପାଇଁ ଗୋଟିଏ ବର୍ଷରେ ୩୯୩ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ସେ କହିଛନ୍ତି। ଏସବୁ ଖର୍ଚ୍ଚ କାଟ୍‌ କରାଯାଇ ସଞ୍ଚୟ ହେଉଥିବା ଟଙ୍କାରେ ସହଜରେ କରୋନାର ମୁକାବିଲା କରାଯାଇ ପାରିବ ବୋଲି ସେ କହିଛନ୍ତି। ଏମ୍‌ପି ମାନଙ୍କର କଟାଯାଇଥିବା ୩୦ ପ୍ରତିଶତ ଦରମା ଶ୍ରମିକ, କୃଷକ ଏବଂ ଛୋଟ ବ୍ୟବସାୟୀଙ୍କ ସହାୟତା ଲାଗି ବ୍ୟବହାର ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ପ୍ରଧାନମନ୍ତ୍ରୀ କେୟାରର୍ସ ପାଣ୍ଠିରେ ଥିବା ଟଙ୍କାକୁ ପ୍ରଧାନମନ୍ତ୍ରୀ ସହାୟତା ପାଣ୍ଠିକୁ ସ୍ଥାନାନ୍ତର କରାଯିବ ପାଇଁ ସୋନିଆ କହିଛନ୍ତି। ଏବେ ପ୍ରଧାନମନ୍ତ୍ରୀ ସହାୟତା ପାଣ୍ଠିରେ ୩୮୦୦ କୋଟି ଟଙ୍କା ପଡ଼ି ରହିଛି। ଏହା ଉପଯୋଗ ଶୀଘ୍ର କରାଯିବା ଲାଗି ସୋନିଆ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମଙ୍କ ପୂର୍ବରୁ ହନୁମାନ ଜୀଙ୍କ ଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ,୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାରେ ପହଞ୍ଚି ରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ କରିବେ। ରାମଲଲାଙ୍କ ଦର୍ଶନ ପୂର୍ବରୁ ସେ ହନୁମାନଗଢୀ...

ଉତ୍ତରପୂର୍ବ ରାଜ୍ୟରୁ ହଟିଲା ଆଫ୍‌ସା

ନୂଆଦିଲ୍ଲୀ,୩୧।୩: ଦେଶର ଉତ୍ତରପୂର୍ବ ରାଜ୍ୟମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ନାଗାଲାଣ୍ଡ, ଆସାମ ଏବଂ ମଣିପୁର ଆଦି ଉତ୍ତରପୂର୍ବ...

ଭାରତପେ’ର ବଡ଼ କାର୍ଯ୍ୟାନୁଷ୍ଠାନ: ସବୁ ପଦରୁ ବିଦା ହେଲେ ଅଶନୀର ଗ୍ରୋଭର

ନୂଆଦିଲ୍ଲୀ,୨।୩: ଦୀର୍ଘଦିନ ଧରି ଭାରତପେ’ ଏବଂ ଏହାର ପୂର୍ବତନ ନିର୍ଦ୍ଦେଶକ ଅଶନୀର ଗ୍ରୋଭରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ଗ୍ରୋଭର ଇସ୍ତଫା...

ପୋଲିସକୁ ଆକ୍ରମଣ ପରେ ମହିଳାଙ୍କ ହାତ ବାନ୍ଧି ବସାଇ ଦେଲେ

ଗୟା,୧୭।୨: ବାଲି ଖଣି ଅକ୍‌ଶନ ପ୍ରକ୍ରିୟାରେ ସରକାରୀ ଅଧିକାରୀଙ୍କୁ ସହଯୋଗ କରୁଥିବା ପୋଲିସ କର୍ମୀଙ୍କୁ ପଥର ମାଡ଼ କରିଥିଲେ ଗ୍ରାମବାସୀ। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ...

ଏହା ଜନତାଙ୍କ ବିଜୟ, ଦଳ ମୁଖିଆ ସ୍ଥିର କରିବେ ଶପଥ ଗ୍ରହଣ: ମାଣିକ ଶାହା

ଅଗରତାଲା,୨ ।୩: ତ୍ରିପୁରାରେ ପୁଣିଥରେ ଫେରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି(ଭାଜପା) ସରକାର । ତ୍ରିପୁରାର ବିଜୟକୁ ମୁଖ୍ୟମନ୍ତ୍ରୀ ମାଣିକ ଶାହା ଜନତାଙ୍କୁ ସମର୍ପିତ କରିଛନ୍ତି...

ସବୁ ଧର୍ମର ଲୋକଙ୍କ ସହିତ ମିଳାମିଶା କର,ବିଶ୍ୱବିଦ୍ୟାଳୟ-ଚର୍ଚ୍ଚ ଯାଅ: କାର୍ଯ୍ୟକାରିଣୀରେ ମୋଦିଙ୍କ ମନ୍ତ୍ରୀ…

ନୂଆଦିଲ୍ଲୀ,୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ଭାଜପା ନେତା ଓ କର୍ମୀଙ୍କୁ ଆସନ୍ତା ବର୍ଷ ହେବାକୁଥିବା ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ...

ଦିଲ୍ଲୀର ପ୍ରଦୂଷଣକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ନନ୍ଦ କିଶୋର

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ତର ବେଳକୁ ବେଳ ବଢିଯାଉଥିବା ବେଳେ ଏବେ ଏହାକୁ ନେଇ ସମସ୍ତେ ଚିନ୍ତାରେ। ତେବେ ଗାଜିଆବାଦ ଲୋନିର ଭାଜପା...

କରୋନା ସଂକ୍ରମଣରେ ଖବରଦାତାଙ୍କ ମୃତ୍ୟୁ

ଆଗ୍ରା,୮।୫: ନିକଟରେ ଉତ୍ତରପ୍ରଦେଶ ଆଗ୍ରାର ଜଣେ ଖବରଦାତା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ତାଙ୍କୁ ଏସ୍‌ଏନ୍‌ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଗତ ବୁଧବାରଠାରୁ...

Advertisement
Archives

Model This Week