କରୋନା ସହ ଲଢ଼େଇର ଏବେ ଚତୁର୍ଥ ପର୍ଯ୍ୟାୟ: ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତି ଘରର ସଦସ୍ୟ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ପ୍ରଥମ ତିନୋଟି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ଥିଲେ ସରକାର ଅର୍ଥାତ ପ୍ରଶାସନ। ଏବେ ଜୁନ୍‌ ମାସ ଚତୁର୍ଥ ପର୍ଯ୍ୟାୟର ସମୟ। ଏହି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତିଟି ଘରର ସଦସ୍ୟ। ଏହି ପର୍ଯ୍ୟାୟର ସଫଳ ପରିଚାଳନାରେ ହିଁ ଆମ ସମସ୍ତଙ୍କର ଏବଂ ଆମର ପରପୀଢ଼ିର ଭବିଷ୍ୟତ ନିର୍ଭର କରିବ ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପ୍ରମୁଖ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ

ଅନୁଗୋଳ ଅଫିସ୍‌, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ...

ଜବରଦଖଲ, ବେଆଇନ ପାର୍କିଂ: ବଡ଼ଦାଣ୍ଡ ସଙ୍କୁଚିତ

ପୁରୀ ଅଫିସ,୧୩।୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ଲାଗି ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିପାଇଁ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ସିଂହଦ୍ୱାରକୁ...

ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ବତ ସାଧକ ଡ. ରାମଚନ୍ଦ୍ର...

ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ...

ଫାଇଜର ଆଣିବ ବୁଷ୍ଟର

ଓ୍ବାଶିଂଟନ, ୧୦।୭: ଫାଇଜର କମ୍ପାନୀ ଏହାର କୋଭିଡ୍‌-୧୯ ଟିକାର ତୃତୀୟ ତଥା ବୁଷ୍ଟର ଡୋଜ୍‌ ଆଣିବା ପାଇଁ ଆମେରିକା କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ ଲୋଡ଼ିଛି। ୧୨ ମାସ...

ରସୁଲପୁର ସୀମା ସିଲ୍ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୪ା୪(ଡି.ଏନ୍.ଏ.)-ଶୁକ୍ରବାର ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ବରୀ ବ୍ଲକ ପ୍ରଶାସନ...

ଲଗାଣ ବର୍ଷା: ସ୍କୁଲରେ ଉପସ୍ଥାନ ଶୂନ

କଟକ ଅଫିସ,୭।୭- ଲଗାଣ ବର୍ଷା ଯୋଗୁ କଟକ ସହର ଜଳାର୍ଣ୍ଣବ ହୋଇଛି। ବିଶେଷକରି ଏହାର ପ୍ରଭାବ ପାଠପଢା ଉପରେ ପଡିଛି। ଶନିବାର ବର୍ଷାଯୋଗୁ ସହରର ସମସ୍ତ...

ସଚେତନତା ଅଭାବ: ବଢୁଛି ଦୁର୍ଘଟଣାଜନିତ ମୃତ୍ୟୁ : ବେପରୁଆ ଗାଡ଼ିି ଚାଳନା ନେଉଛି ଜୀବନ

କଟକ ଅଫିସ୍‌, ୧୭ା୭: ବିଗତ କିଛିବର୍ଷ ହେବ ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସରକାର, ପରିବହନ ଓ ପୋଲିସ ବିଭାଗର ଦାୟିତ୍ୱହୀନତା...

Advertisement


Archives

Model This Week