କରୋନା ସହ ଲଢ଼େଇର ଏବେ ଚତୁର୍ଥ ପର୍ଯ୍ୟାୟ: ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତି ଘରର ସଦସ୍ୟ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ପ୍ରଥମ ତିନୋଟି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ଥିଲେ ସରକାର ଅର୍ଥାତ ପ୍ରଶାସନ। ଏବେ ଜୁନ୍‌ ମାସ ଚତୁର୍ଥ ପର୍ଯ୍ୟାୟର ସମୟ। ଏହି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତିଟି ଘରର ସଦସ୍ୟ। ଏହି ପର୍ଯ୍ୟାୟର ସଫଳ ପରିଚାଳନାରେ ହିଁ ଆମ ସମସ୍ତଙ୍କର ଏବଂ ଆମର ପରପୀଢ଼ିର ଭବିଷ୍ୟତ ନିର୍ଭର କରିବ ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପ୍ରମୁଖ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା: ୬ରୁ ଆବେଦନ

ଭୁବନେଶ୍ୱର, ୨ା୬(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ...

ଦେଶ ଉନ୍ନତିରେ ସହଭାଗୀ ହୁଅନ୍ତୁ ଯୁବଗୋଷ୍ଠୀ

କ୍ଷେତ୍ରକୁ କିପରି ଆସିଲେ? ମୁଁ ରେଭେନ୍‌ଶାରୁ ସ୍ନାତକ ପାସ୍‌ କରି ଖଲିକୋଟରେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ପଢ଼ିଲି। ସେହି ସମୟରେ ମୋ ମାମୁ ତଥା ବ୍ରହ୍ମପୁରର...

ଏବେଠୁ ସତର୍କ ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇପାରିବ ନାହିଁ’

କେନ୍ଦ୍ରାପଡ଼ା ଅଫିସ,୨୩ା୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଏହା ନ ହେଲେ ଆଗାମୀ ପିଢ଼ି ମଧୁର ଜଳ ପାଇବାରୁ ବଞ୍ଚିତ ହେବ। ଜଳ...

୨ ସପ୍ତାହରେ ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ଚରମ ସୀମା ଛୁଇଁବ: ଟ୍ରମ୍ପ୍‌

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ବହୁ...

ଭାଜପା ପୂର୍ବତନ ବିଧାୟକ ଟଙ୍କା ବାଣ୍ଟୁଥିବା ଅଭିଯୋଗ ଆଣିଲା ବିଜେଡି

ପଦ୍ମପୁର ୪।୧୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଶେଷ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ଅନ୍ୟ ଜିଲାରୁ ଆସିଥିବା ରାଜନୈତିକ ଅତିଥି, ପ୍ରଚାରକଙ୍କୁ ଶନିବାର...

ଲକ୍‌ଡାଉନ୍‌ ସତ୍ତ୍ୱେ ମାନିଲେନି

ଭୁବନେଶ୍ୱର,୨୪।୩(ବ୍ୟୁରୋ)/ ପୁରୀ ଅଫିସ/ ଖୋର୍ଦ୍ଧା ଅଫିସ/କଟକ ଅଫିସ୍‌: କରୋନାକୁ ପରାଜିତ କରିବାକୁ ହେଲେ ଲୋକଙ୍କ ମଧ୍ୟରେ ସଚେତନତା ଆବଶ୍ୟକ। ବାହାରେ ନୁହେଁ, ଲୋକେ ଘରେ ରହି ହିଁ...

ଏଭଳି ଆଡ଼ମ୍ବରପୂର୍ଣ୍ଣ ଜିଲା ଗସ୍ତ ଆଉ କେହି କରିନାହାନ୍ତି: ପ୍ରଦୀପ

ଭୁବନେଶ୍ୱର, ୧୧ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ନୂଆପଡ଼ା କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କରିଛି ଭାଜପା। ଦଳର କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି, ଅତୀତରେ କୌଣସି...

ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ

କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା...

Advertisement
Archives

Model This Week