କରୋନା ସହ ଲଢିବାକୁ ଆମେରିକାରେ ନେତୃତ୍ୱର ଅଭାବ ରହିଛି: ଓବାମା

ଓ୍ବାଶିଂଟନ,୧୭।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଆମେରିକାରେ ଦେଖାଦେଇଥିବା କରୋନା ଭାଇରସ ସଂକ୍ରମଣକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱକୁ ଉପରେ ପରୋକ୍ଷରେ ପ୍ରଶ୍ନ ଉଠାଇଛନ୍ତି। ସେ କଲେଜ ଗାଜୁଏଟ୍ସ ଛାତ୍ରଙ୍କୁ ଅନ୍‌ଲାଇନରେ ସମ୍ବୋଧନ କରିବା ସମୟରେ କହିଛନ୍ତି ମହାମାରୀ କରୋନା ଦେଖାଇଦେଲା ଯେ ଏହାସହ ଲଢିବାକୁ ଆମେରିକାରେ ନେତୃତ୍ୱର ଅଭାବ ରହିଛି। କାରଣ ଏଠାରେ ଅନେକ ଅଧିକାରୀ ପ୍ରଭାରୀ ହେବାର ନାଟକ ମଧ୍ୟ କରୁ ନାହନ୍ତି ବୋଲି ଓବାମା କହିଛନ୍ତି। ତେବେ କୃଷ୍ଣକାୟଙ୍କ ଉପରେ ଏହା ଏକ ପ୍ରାକୃତିକ ବିପତ୍ତି ବୋଲି ସେମାନେ ଧରିନେଇଥିବା ଓବାମା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଆମେରିକାରେ କରୋନା ଭାଇରସ ସବୁଠାରୁ ଅଧିକ ପ୍ରଭାବ କୃଷ୍ଣକାୟଙ୍କ ଉପରେ ପକାଇଛି ବୋଲି କୁହାଯାଏ। ତେଣୁ ସେ କହିଛନ୍ତି କରୋନା କେବଳ ଅନ୍ତର୍ନିହିତ ଅସାମନତା ଓ ଅତିରିକ୍ତ ବୋଝକୁ ଉଜାଗର କରୁଛି ଯାହା କେବଳ କୃଷ୍ଣକାୟଙ୍କ ଉପରେ ପଡିବ ବୋଲି ସେ ପରୋକ୍ଷରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଅପରାଧୀଙ୍କୁ ଫାଶୀ

ଓ୍ବାଶିଂଟନ୍‌,୧୪ା୧: ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଆମେରିକାର ସୁପ୍ରିମକୋର୍ଟ ଲିସା ମଣ୍ଟଗୋମୋରି (୫୨)ଙ୍କୁ ଫାଶୀ ଦିଆଯାଇଛି। ପ୍ରାୟ ସାତ ଦଶନ୍ଧିରେ ଆମେରିକା ଇତିହାସରେ ଜଣେ...

ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ

ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ...

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ଫୁଲବାଣୀ ଅଫିସ, ୧୮ା୪- ରାଜ୍ୟର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଫୁଲବାଣୀ ଗସ୍ତରେ ଆସି କୋଭିଡ୍‌...

ପ୍ରଶାସନ ଟାଣିଲା ଲକ୍ଷ୍ମଣ ରେଖା

ଅନୁଗୋଳ ଅଫିସ, ୨୫।୩- ଲକ୍‌ଡାଉନ ଘୋଷଣା ପରଠାରୁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଅନୁଗୋଳ ସହରର ବିଭିନ୍ନ ଦୋକାନରେ ଭିଡ଼ ବଢ଼ୁଛି। ବୁଧବାର ଉତ୍ତର କେନ୍ଦ୍ରାଞ୍ଚଳ...

ଘରେ ବସି କାମ ଖୋଜିପାରିବେ ପ୍ରବାସୀ:ସହାୟକ ହେବ ‘ମୋ ସହାୟ’ ପୋର୍ଟାଲ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ଯୋଗୁ କାମ ହରାଇଥିବା ପ୍ରବାସୀ ଶ୍ରମିକଙ୍କୁ କାମ ଯୋଗାଇବାରେ ସହଯୋଗ କରିବ ସ୍ବତନ୍ତ୍ର ଆପ୍ଲିକେଶନ। ଘରେ ବସି ଅନ୍‌ଲାଇନରେ ନିଜ...

ପୋଷ୍ଟାଲ ଗାଡ଼ିରେ ଶ୍ରମିକ

ବାରିପଦା ଅଫିସ, ୧ା୪: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ହେବା ଯୋଗୁ ଅନେକ ସ୍ଥାନରେ ଶ୍ରମିକମାନେ ଫସି ରହି ଯାଇଛନ୍ତି। ଯିଏ ଯେଉଁଠି...

ଉଇଗୁର ମୁସଲମାନ ମହିଳାଙ୍କୁ ସନ୍ତାନ ପ୍ରସବ ନ କରିବାକୁ ବାଧ୍ୟ କରୁଛି ଚାଇନା !

ବେଜିଂ,୨୯।୬: ଚାଇନା ସରକାରଙ୍କ ଆଉ ଏକ ଅମାନବିକତା ଆସିଛି ସାମ୍ନାକୁ। ଏବେ ସେ ମୁସଲମାନ ସମ୍ପ୍ରଦାୟର ଜନସଂଖ୍ୟା ଉପରେ ଅଙ୍କୁଶ ଲଗାଇବାକୁ ଏକ କଠୋର ପଦକ୍ଷେପ...

‘ତାଇଓ୍ବାନ ଚାଇନାର, ଆମେରିକାର ନୁହେଁ’

ବେଜିଂ, ୮ା୮: ତାଇଓ୍ବାନ ଚାଇନାର ଅଂଶ, ଆମେରିକାର ନୁହେଁ ବୋଲି ଚାଇନା ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ରବିବାର କହିଛନ୍ତି। ଓ୍ବାଶିଂଟନ୍‌ ଚତୁରତାର ସହ ତାଇଓ୍ବାନ...

Advertisement
Archives

Model This Week