କରୋନା ସହ ଲଢିବାକୁ ଗରିବଙ୍କୁ ବଣ୍ଟାଗଲା ‘ମୋଦି ଗାମୁଛା’

ବରାଣସୀ,୧୩।୪: କରୋନା ଯୁଦ୍ଧରେ ଜିତିବାକୁ ହେଲେ ମାସ୍କ, ସାନିଟାଇଜର ଆଦି ବ୍ୟବହାର କରିବା ଜରୁରୀ ବୋଲି କୁହାଯାଇଛି। ଏମିତିକି କେତେ ଗୁଡିଏ ରାଜ୍ୟରେ ମାସ୍କ ନ ପିନ୍ଧିଲେ ଜରିମାନାର ବ୍ୟବସ୍ଥା ମଧ୍ୟ କରାଯାଇଛି। ହେଲେ ସମସ୍ତେ ମାସ୍କ କିଣି ନ ପାରିଲେ ବି ଗାମୁଛା, ରୁମାଲ, ସଫା କପଡା ଆଦି ଦ୍ୱାରା ମୁହଁ ଘୋଡାଇ ହେବାକୁ କୁହାଯାଇଛି। ଏହି କ୍ରମରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ ଅବଧି ବୃଦ୍ଧିକୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେଉଥିବା ବେଳେ ନିଜ ମୁହଁକୁ ଗାମୁଛାରେ ଗୁଡାଇଥିବା ଦେଖାଯାଇଥିଲା। ମୋଦି ମଧ୍ୟ କହିଥିଲେ ମାସ୍କ ନ ଥିଲେ ଆମେ ଗାମୁଛାରେ ମୁହଁ ଘୋଡାଇ ପାରିବା। ଏହାକୁ ଦେଖି ଏବେ ମୋଦିଙ୍କ ନିର୍ବାଚନ ମଣ୍ଡଳି ବାରାଣସୀରେ ଗରିବା ଲୋକଙ୍କୁ ମୋଦି ଗାମୁଛା ମିଳୁଥିବା ଦେଖାଯାଇଛି। କେସରବାନି ସ ମାଜ ପକ୍ଷରୁ ଏହି ସ୍ବତନ୍ତ୍ର ଗାମୁଛା ତିଆରି କରାଯାଇ ଗରିବଙ୍କୁ ବାଣ୍ଟି ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ରୋଗୀଙ୍କୁ ଚିକିତ୍ସା କରିବାକୁ ଏଠି ନାହାନ୍ତି ଡାକ୍ତର

ନୂଆଦିଲ୍ଲୀ,୬।୭: କରୋନା ଭାଇରସ ଏବେ ମହାମାରୀର ରୂପ ନେଇଥିବା ବେଳେ ଏହାଠାରୁ ଦୂରେଇ ରହିବାକୁ ସରକାରୀ ଓ ବେସରକାରୀ ସ୍ତରରେ ସମସ୍ତ ଚେଷ୍ଟା ଜାରି ରହିଛି।...

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ:ୟେଦୁରପ୍ପା

ବେଙ୍ଗାଲୁରୁ, ୧୪।୭: କର୍ନାଟକରେ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ହୋଇପଡିଛି। ଗୋଟିଏ ପଟେ ମେଣ୍ଟରୁ ଇସ୍ତଫା ଦେଖିବା ବିଧାୟକ ମନାଇବାକୁ କଂଗ୍ରେସ-ଜେଡିଏସ ଲାଗିପଡିଥିଲାବେଳେ ଅନ୍ୟପଟେ ଭାଜପା...

ଏଣିକି ୮-୧୨ ସପ୍ତାହ ମଧ୍ୟରେ ଦିଆଯିବ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌

ନୂଆଦିଲ୍ଲୀ,୨୦।୩:ଭାରତରେ ଟିକାକରଣର ନିୟମ ସ୍ଥିର କରିବା ପାଇଁ ସରକାରଙ୍କ ଦ୍ୱାରା ଗଠିତ ଟାସ୍କ ଫୋର୍ସ ଏନ୍‌ଟିଏଜିଆଇ(NTAGI) କରୋନା ଟିକା କୋଭିଶିଲ୍ଡର ଦୁଇ ଡୋଜ ମଧ୍ୟରେ ଅବଧି...

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ଆଉ ଏକ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱରରେ ଆଉ ଏକ କୋଭିଡ୍‌ ହସ୍ପିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଚନ୍ଦ୍ରଶେଖରପୁର ସ୍ଥିତ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ଏହି ବ୍ୟବସ୍ଥା ହୋଇଛି। ଏହି ହସ୍ପିଟାଲରେ ୧୫୦...

ନୂଆ ଆଇଟି ଆଇନକୁ ଚ୍ୟାଲେଞ୍ଜ କଲା ଏନ୍‌ବିଏ

ନୂଆଦିଲ୍ଲୀ,୮।୭: କେନ୍ଦ୍ର ସରକାରଙ୍କ ନୂଆ ଆଇଟି (ସୂଚନା ଓ ପ୍ରଯୁକ୍ତିବିଦ୍ୟା) ଆଇନକୁ କେରଳ ହାଇ କୋର୍ଟରେ ଚ୍ୟାଲେଞ୍ଜ କରିଛି ଦେଶର ୨୫ ଅଗ୍ରଣୀ ଖବର ପ୍ରଦାନକାରୀ...

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର...

ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବ୍ୟାପିଲା ଛାତ୍ର ଆନ୍ଦୋଳନ

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ଏବଂ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ) ପରିସରରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ସୋମବାର...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ ଅନେକ ଆହତ

ବାରାବାଙ୍କି,୭ ।୧୦: ବାରାବାଙ୍କି ଥାନା ଅଞ୍ଚଳର କିଷାନ ପଥରେ ବାବୁରିୟା ଗାଁ ନିକଟରେ ଗୁରୁବାର ସକାଳ ପ୍ରାୟ ୪ଟା ୪୫ରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା...

Advertisement
Archives

Model This Week