କରୋନା ସାଜିଛି କଣ୍ଟା: ଧୁରଦାରେ ଅଟକି ରହିଛନ୍ତି ବାହାର ରାଜ୍ୟ ଶ୍ରମିକ

ରାଇସୁଆଁ,୧୫ା୪(ଡି.ଏନ୍‌.ଏ.) : ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧିପାଉଛି। ଏହାକୁ ନେଇ ବହୁ ଦେଶରେ ଲକ୍‌ଡାଉନ୍‌ ଭଳି ନିୟମ ଲାଗୁ ହୋଇଥିବା ବେଳେ ଆମ ଦେଶରେ ମଧ୍ୟ କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ନିୟମ ଜାରି କରାଯାଇଛି। ଫଳରେ ବହୁ ସଂଖ୍ୟକ ଶ୍ରମିକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ସଦର ଅଞ୍ଚଳର ଧୁରଦା ଗ୍ରାମରେ। ଏହି ଅଞ୍ଚଳରେ ୫୦ରୁ ଅଧିକ ଶ୍ରମିକ ଉତ୍ତରପ୍ରଦେଶରୁ ଗୃହନିର୍ମାଣ କାର୍ଯ୍ୟ ପାଇଁ ଆସିଥିଲେ। ମାତ୍ର କରୋନା କଣ୍ଟା ସାଜିଥିବାରୁ ଘରକୁ ଫେରି ନ ପାରି ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ଭୋକ ଉପାସରେ ରହୁଥିବା ସୂଚନା ମିଳିଛି। ତୁରନ୍ତ ଜିଲା ପ୍ରଶାସନ ଏହି ଶ୍ରମିକମାନଙ୍କୁ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଚୋରଙ୍କୁ ପୋଲିସ ଜିମା

ବନ୍ତ, ୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ସାପ୍ତାହିକ ହାଟଠାରେ ଜଣେ ମୋବାଇଲ ଚୋରଙ୍କୁ ଧରି ସ୍ଥାନୀୟ ଲୋକେ ପୋଲିସ ଜିମା ଦେଇଛନ୍ତି। ରବିବାର ସାନବର୍ଚ୍ଚିକୟାଁ ଗ୍ରାମର ଯୁଧିଷ୍ଠିର...

ଘରେ ପହଞ୍ଚିବା ସ୍ବପ୍ନ ଅଧୁରା ରହିଲା

ସୋନପୁର,୨୮ା୫(ନି.ପ୍ର.)  ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢି ଚାଲିଛି। ମହାରାଷ୍ଟ୍ରରୁ ପଶ୍ଚିମବଙ୍ଗକୁ ଫେରୁଥିବା ଜଣେ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ମୃତ ଶ୍ରମିକଙ୍କ...

ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ

ପୁରୀ,୧୦।୯ (ଅଜିତ୍‌ ମହାନ୍ତି): ରବିବାର ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ।...

ଅଗ୍ନିକାଣ୍ଡରେ ୭ ବଖରା ଜଳିଗଲା, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି

ଭଣ୍ଡାରିପୋଖରୀ,୬।୪ (ଡି.ଏନ୍‌.ଏ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅଲାଉତି ଗ୍ରାମରେ ରବିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ ବଖରା ସମେତ ଘରର ସମସ୍ତ...

କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି...

କବିତାରେ କରୋନା ସଚେତନ କଲେ ମାଧବାନନ୍ଦ

କଣ୍ଟାପଡା,୨୯ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ଭୂତାଣୁରୁ ମାନବ ସମାଜକୁ ବଞ୍ଚାଇବା ପାଇଁ ସାରା ବିଶ୍ୱ ଏବେ ଚିନ୍ତିତ। ଦେଶବାସୀ ଘରେରହି ସାମାଜିକ ଦୂରତ୍ୱ ପାଳନ କଲେ ଏହି...

ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୩୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୩୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା...

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ।...

Advertisement
Archives

Model This Week