କରୋନା ସ୍ଥିତିରେ ସୁଧାର ଆସିବା ପରେ ଚାଇନାରେ ପୁଣି ଖୋଲିଲା ଫିଲ୍ମ ହଲ୍‌, ରିଲିଜ୍‌ ହେବ ପୁରୁଣା ହିଟ୍‌ ଫିଲ୍ମ

ବେଜିଂ: କରୋନା ଭାଇରସ୍‌ ଚାଇନାର ମନୋରଞ୍ଜନ ଇଣ୍ଡଷ୍ଟ୍ରି ଉପରେ ପ୍ରଭାବ ପକାଇଥିଲା। ଫଳରେ ଫିଲ୍ମ ହଲ୍‌ଗୁଡ଼ିକ ବନ୍ଦ କରି ଦିଆଯାଇଥିଲା। ଏବେ ସ୍ଥିତିରେ ସୁଧାର ଆସିଥିବାରୁ ଚାଇନାର ପ୍ରାୟ ୬୦୦ରୁ ୭୦୦ ଫିଲ୍ମ ହଲ୍‌ ପୁଣି ଆରମ୍ଭ ହୋଇଛି। ଏମିତିରେ ବି ଚାଇନାକୁ ବିଶ୍ୱର ଦ୍ୱିତୀୟ ବୃହତ୍ତମ ବକ୍ସ ଅଫିସ୍‌ ଭାବେ ବିବେଚନା କରାଯାଏ। ଦର୍ଶକଙ୍କୁ ଆକର୍ଷିତ କରିବା ପାଇଁ ଚାଇନାର ପୁରୁଣା ହିଟ୍‌ ଫିଲ୍ମଗୁଡ଼ିକୁ ପୁନଃ ରିଲିଜ୍‌ କରାଯିବ। ଚାଇନା ଫିଲ୍ମ ବ୍ୟୁରୋ ଏଥିରେ ପ୍ରେକ୍ଷାଳୟକୁ ସାହାଯ୍ୟ କରିବ। ଚାଇନା ଫିଲ୍ମ ଗ୍ରୁପ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି, ପ୍ରେକ୍ଷାଳୟରେ ୫ଟି ପୁରୁଣା ହିଟ୍‌ ଫିଲ୍ମର ପ୍ରିଣ୍ଟ ଦିଆଯିବ। ଏଥିସହିତ, ଚଳଚ୍ଚିତ୍ରର ସରକାରୀ ନିୟାମକଙ୍କ ଅଂଶଧନଧାରୀଙ୍କ ସହ ହୋଇଥିବା ଚୁକ୍ତି ଅନୁଯାୟୀ ପ୍ରେକ୍ଷାଳୟଗୁଡ଼ିକ ଫିଲ୍ମ ଟିକେଟ ବିକ୍ରିର ଶତ ପ୍ରତିଶତ ରଖାଯିବ।
ଏହି ଫିଲ୍ମଗୁଡ଼ିକ ମଧ୍ୟରେ ‘ଅବ୍‌ତାର’, ‘ଇଣ୍ଟରଷ୍ଟେଲାର୍‌’ ଏବଂ ‘ଆଭେଞ୍ଜର୍ସ’ ସମସ୍ତ ହଲ୍‌ରେ ମୁକ୍ତିଲାଭ କରିବ। ଏହାବ୍ୟତୀତ ଚାଇନାରେ ନିର୍ମିତ ‘ଓଲଫ୍‌ ଓ୍ବାରିଅର -୨’,‘ଓଲ୍‌ଫ ଟୋଟେମ୍‌’ ‘ଆମେରିକୀୟ ଡ୍ରିମ୍ସ’ ମଧ୍ୟ ପ୍ରେକ୍ଷାଳୟରେ ପ୍ରଦର୍ଶିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri