କରୋନା ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ଅନୁଗୋଳ ଅଫିସ, ୧୨।୫: ଅନୁଗୋଳ ଜିଲାରୁ ୧୫ ଜଣ କରୋନା ସଂକ୍ରମିତ ବାହାରିବା ପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ୩ ଜଣିଆ ଟିମ୍‌ ଜିଲାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ରାଜ୍ୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ଆଣ୍ଡ ଫାମିଲି ୱେଲଫେୟାର ନିର୍ଦ୍ଦେଶକ ଅମରେନ୍ଦ୍ରନାଥ ମହାନ୍ତିଙ୍କ ସହ ଆସିଥିବା ଉକ୍ତ ଟିମ୍‌ ସହର ଉପକଣ୍ଠ ପଞ୍ଚମହଲାର ଆଦର୍ଶ ବିଦ୍ୟାଳୟ ଓ ବଅଁରପାଳସ୍ଥିତ ଡିପିଏସ୍‌ ବିଦ୍ୟାଳୟରେ ହୋଇଥିବା ଅସ୍ଥାୟୀ ମେଡିକାଲ କ୍ୟାମ୍ପ ପରିଦର୍ଶନ କରିଛନ୍ତି। ଏହାପରେ ଜିଲା ପ୍ରଶାସନ ସହ ଏକ ବୈଠକ କରିଛନ୍ତି। ଜିଲାର କରୋନା ସଂକ୍ରମିତଙ୍କୁ ସିଧାସଳଖ କୋଭିଡ୍‌ ହସ୍ପିଟାଲ ନ ପଠାଇ ପ୍ରଥମେ ଅସ୍ଥାୟୀ ମେଡିକାଲରେ ଚିକିତ୍ସା କରିବା ଓ କେବଳ ଗୁରୁତରଙ୍କୁ ମେଡିକାଲ୍‌ ପଠାଇବାକୁ ନିର୍ଦ୍ଦେଶକ ପରାମର୍ଶ ଦେଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି ନିରାପତ୍ତା ନିର୍ଦ୍ଦେଶାଳୟରେ ଅଦଳବଦଳ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ପ୍ରଶମନ ଏକାଡେମୀ(ଓଏଫ୍‌ଏଡିଆରଏ)ର ନିର୍ଦ୍ଦେଶକ(ସିଏଫ୍‌ଓ) ମହେଶ୍ୱର ସ୍ବାଇଁଙ୍କୁ ଫାୟାର ପ୍ରିଭେନ୍‌ସନ ୱିଙ୍ଗ୍‌ ଅଫ୍‌ ଦ ଡାଇରେକ୍ଟୋରେଟ୍‌...

ଚାର୍ଜଶିଟ୍‌ ଦାଖଲକୁ ନେଇ ରାଜନୀତି

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ହତ୍ୟାର ଚାର୍ଜଶିଟ୍‌ କ୍ରାଇମବ୍ରାଞ୍ଚ ଦାଖଲ କରିବା ପରେ ଏବେ ଏହି ଘଟଣାକୁ ନେଇ ଶାସକ ଦଳକୁ...

୨ ବର୍ଷ ପରେ ଫେରିଲେ ଗାଁକୁ

ଭେଡେନ,୨୯।୭(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନ ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥର ପଧାନପାଲି ଗ୍ରାମରେ ଥିବା ଆବର୍ଜନା କୁଣ୍ଡ...

ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର...

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ...

ବିଦାୟ ନେଲା ମୌସୁମୀ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ବିଦାୟ ନେଇଛି। ମଙ୍ଗଳବାର ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଓଡ଼ିଶାରୁ ମୌସୁମୀ...

କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍‌ କରି ରବିବାର ଏହି ସୂଚନା...

Advertisement
Archives

Model This Week