CORONAVIRUS UPDATE: ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲାର। ଏହାକୁ ମିଶାଇ ଓଡ଼ିଶାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

୪ ଆକ୍ରାନ୍ତଙ୍କ ମଧ୍ୟରେ ତିହିଡ଼ି ଏବଂ ଧାମନଗର ବ୍ଲକର ୨ଜଣ ଲେଖାଏ ରହିଛନ୍ତି। ଏମାନଙ୍କର ବୟସ ଯଥାକ୍ରମେ ୪୦ ବର୍ଷ, ୨୯ ବର୍ଷ, ୪୧ବର୍ଷ ଏବଂ ୨୪ ବର୍ଷ। ସେମାନେ ପଶ୍ଚିମବଙ୍ଗରୁ ଫେରିଥିଲେ। ଆକ୍ରାନ୍ତମାନଙ୍କ ସମ୍ପର୍କରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ…

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି।…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri