କରୋନା ସଂକ୍ରମଣ ପାଇଁ କିଏ ଦାୟୀ: ଚାଇନା ଉପରେ ବଢ଼ିଲା ଆମେରିକା ଚାପ

ଓ୍ବାଶିଂଟନ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଚାଇନାର ଉହାନ ସ୍ଥିତ ଲ୍ୟାବ୍‌ରୁ ଏକ ପରୀକ୍ଷା ସମୟରେ କରୋନା ଭୂତାଣୁ ଭୁଲ୍‌ ବଶତଃ ଲିକ୍‌ ହୋଇଥିବା କୁହାଯାଉଛି। ଏହାକୁ ନେଇ ଆମେରିକା ଚାଇନା ଉପରେ ଚାପ ବଢ଼ାଇବାରେ ଲାଗିଛି। ଏନେଇ ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ମାଇକ୍‌ ପମ୍ପିଓ କହିଛନ୍ତି ଯେ, ଚାଇନାର ଭୁଲ୍‌ ଯୋଗୁ ଏଭଳି ମହାମାରୀ ସ୍ଥିତି ସାରା ପୃଥିବୀରେ ଦେଖାଦେଇଛି। ଏହାଦ୍ୱାରା ଚାଇନାର ଅର୍ଥବ୍ୟବସ୍ଥା ସଙ୍କଟରେ ପଡ଼ିବା ସହିତ ଆମେରିକାର ବହୁ କ୍ଷତି ହୋଇଛି। ପୃଥିବୀର ବହୁ ରାଷ୍ଟ୍ରରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। ଚାଇନା ଏହି ଭୁଲ୍‌ ପାଇଁ ବଡ଼ ମୂଲ୍ୟ ଦେବାକୁ ପଡ଼ିବ ବୋଲି ପମ୍ପିଓ କହିଛନ୍ତି। ପୂର୍ବରୁ ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ମଧ୍ୟ ଚାଇନା ଉପରେ କ୍ଷତି ଭରଣା ପାଇଁ ଚାପ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା ପାଇଁ ବରିଷ୍ଠ ନାଗରିକଙ୍କୁ ପୁସ୍ତକ ବାଣ୍ଟିଲା ପୋଲିସ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ କରୋନା ମୁକାବିଲା ପାଇଁ ଟ୍ବିନସିଟିର ବିଭିନ୍ନ ଥାନା ଅଞ୍ଚଳରେ ପଞ୍ଜୀକୃତ ବରିଷ୍ଠ ନାଗରିକଙ୍କ ପାଇଁ ଏକ ଭିନ୍ନ ପଦକ୍ଷେପ ଗ୍ରହଣ...

ରାଜନୈତିକ ବିଜ୍ଞାପନ ବନ୍ଦ କରିବ ଟୁଇଟର୍‌

ନ୍ୟୁୟର୍କ,୧।୧୧:ସୋସିଆଲ ମିଡିଆ ଟୁଇଟର ରାଜନୈତିକ ବିଜ୍ଞାପନ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିବା ଏହାର ସିଇଓ ଜାକ୍‌ ଡୋର୍‌ସେ ଘୋଷଣା କରିଛନ୍ତି। ଟୁଇଟର ଜରିଆରେ ବିଶ୍ୱ...

ଲାହୋର କୋର୍ଟରେ ହାଜର ହେଲେ ଶରିଫ

ଲାହୋର,୧୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶୁକ୍ରବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନ୍‌ଏବି) ଚୌଧୁରୀ ସୁଗାର ମିଲ୍‌ ମାମଲାରେ ଗିରଫ କରିଥିବା ଜଣାପଡିଛି। ଏହାପରେ ତାଙ୍କୁ...

କରୋନା କଲା ରେକର୍ଡ: ଗୋଟିଏ ଦିନରେ ୯୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ...

ଏଲନ ମସ୍କଙ୍କ ଫଟୋ ବିକିଲେ ଏକ୍ସ-ଗର୍ଲଫ୍ରେଣ୍ଡ, ରାତାରାତି ହୋଇଗଲେ କୋଟିପତି

ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ଟେସ୍‌ଲା ସିଇଓ ଏଲନ ମସ୍କ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବର୍ତ୍ତମାନ ତାଙ୍କର ଏକ୍ସ-ଗର୍ଲଫ୍ରେଣ୍ଡ ଜେନିଫର ଗ୍ବେନେ ଏଲନଙ୍କ ପୁରୁଣା...

ଡେନ୍‌ମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଶା ପଟଚିତ୍ର

କୋପେନହେଗେନ୍‌,୪ା୫: ଡେନ୍‌ମାର୍କ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ଡାନିସ୍‌ ପ୍ରତିପକ୍ଷ ମେଟେ ଫ୍ରେଡେରିକ୍ସନ୍‌ଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଓ ଅନ୍ୟାନ୍ୟ...

୯୭ ପ୍ରତିଶତରୁ ଊର୍ଦ୍ଧ୍ୱ ବୟସ୍କ ନେଲେଣି ଟିକାର ପ୍ରଥମ ଡୋଜ

ନୂଆଦିଲ୍ଲୀ,୩।୩: ଦେଶରେ କରୋନା ମହାମାରୀକୁ ଦୂର କରିବା ଲାଗି ଦ୍ରୁତ ଗତିରେ କରାଯାଇଥିବା ଟିକାକରଣକୁ ନେଇ ଏକ ଖୁସିଖବର ସାମ୍ନାକୁ ଆସିଛି। ଦେଶ ୧୦୦ ପ୍ରତିଶତ...

ଗୁଗ୍‌ଲକୁ ଝଟ୍‌କା: ଦେବାକୁ ପଡ଼ିବ ୫୦ ନିୟୁତ ଡଲାର ଜରିମାନା

ସିଓଲ,୧୪ା୯: ଦକ୍ଷିଣ କୋରିଆର ଗୋପନୀୟତା ଓ୍ବାଚଡଗ୍‌ ମିଳିତ ଭାବେ ଟେକ୍‌ ଜଏଣ୍ଟ ଗୁଗ୍‌ଲ ଏବଂ ମେଟାକୁ ପ୍ରାୟ ୧୦୦ ବିଲିୟନ ଓ୍ବାନ (ପ୍ରାୟ ୭୨ମିଲିୟନ ଡଲାର୍‌)...

Advertisement
Archives

Model This Week