କର୍କଟରୁ ଦୂରେଇ ରଖେ ଏହି ଚଟଣି…

ଅନେକ ସମୟରେ ଆମେ ବିଭିନ୍ନ ପ୍ରକାର ଚଟଣିକୁ ଖାଦ୍ୟରେ ସାମିଲ କରିଥାଉ। ଯାହା ଖାଦ୍ୟର ସ୍ବାଦ ବଦଳାଇ ଦେବା ସହ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର ହୋଇଥାଏ। ପ୍ରତିଦିନ ପୁଦିନା ଚଟଣି ଖାଇଲେ କର୍କଟରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ଏହି ଚଟଣି ଖାଇଲେ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଏ। ଏହା ପେଟରେ ଚର୍ବି ଜମା ହେବାକୁ ଦେଇ ନ ଥାଏ ଓ ପାକସ୍ଥଳୀକୁ ସୁସ୍ଥ ରଖିବାର ସହାୟକ ହୋଇଥାଏ। ଏହା ଭୋକ ବଢ଼ାଏ। ଏହା ଇନସୁଲିନ କ୍ଷରଣକୁ ସ୍ବାଭାବିକ କରିଥାଏ। ଫଳରେ ସୁଗାର ଲେବଲ୍‌ କମ ହୋଇ ଡାଇବେଟିସ୍‌ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାକୁଡ଼ି ଫେସ୍‌ପ୍ୟାକ୍‌

କାକୁଡ଼ି ବ୍ୟବହାର କରି ତ୍ୱଚାର ପ୍ରାୟ ସବୁ ସମସ୍ୟା ସମାଧାନ କରିହେବ। ତେଣୁ ଖରାଦିନେ ଏହାର ଫେସ୍‌ପ୍ୟାକ୍‌ ତିଆରି କରି ଲଗାନ୍ତୁ। କାକୁଡ଼ିକୁ ଛୋଟ ଛୋଟ...

ବ୍ଲଡ୍‌ କ୍ୟାନ୍‌ସର

‘କ୍ୟାନ୍‌ସର : ନୋ ଆନ୍‌ସର’ ବୋଲି ଅନେକଙ୍କ ମନରେ ଧାରଣା ରହିଛି। ହେଲେ ପ୍ରାରମ୍ଭିକ ସ୍ତରରେ ଏହା ଚିହ୍ନଟ ହୋଇ ଉପଯୁକ୍ତ ଚିକିତ୍ସା କରାଯାଇପାରିଲେ କେତେକ...

ମା’ ଯୋଗମାୟା ପୀଠ

କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁଣ୍ଡାବନ୍ଧ ଗ୍ରାମପଞ୍ଚାୟତ ଅଧୀନ ଗୁର୍ଜିମୁଣ୍ଡା ଗାଁଠାରୁ ଅଳ୍ପ କିଛି ଦୂରରେ ରହିଛି ଏହି ପବିତ୍ର ଯୋଗମାୟା ପୀଠ। ଏହା ଓଁ...

ଲକ୍ଷଣ ବଦଳାଉଛି କରୋନା

କରୋନା ମହାମାରୀ ବ୍ୟାପିବାର ଦୁଇବର୍ଷ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ସାରା ବିଶ୍ୱରେ କୋଟି କୋଟି ଲୋକ ସଂକ୍ରମିତ ବି ହୋଇସାରିଛନ୍ତି। ଏହି ସମୟରେ କିଙ୍ଗ୍‌ସ କଲେଜ...

କରୋନାରୁ ରକ୍ଷା ପାଇଲେ ବି ଏଥି ଯୋଗୁ ଯାଉଛି ଜୀବନ…

ଇନ୍ଦୋର,୫।୫: କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ରିପୋର୍ଟରେ ପ୍ରକାଶ ପାଇଛି ଯେ, କରୋନାରୁ ଆକ୍ରାନ୍ତ ରକ୍ଷା ପାଇଲେ ବି...

ଇଲେକ୍ଟ୍ରୋନିକ୍‌ ସାମଗ୍ରୀ କିଣୁଥିଲେ

ବର୍ତ୍ତମାନ ବିଭିନ୍ନ ଇଲେକ୍ଟ୍ରୋନିକ୍‌ ସାମଗ୍ରୀ ଆମ ସମସ୍ତଙ୍କର ଦୈନନ୍ଦିନ ଜୀବନର ଆବଶ୍ୟକତା ପାଲଟିଗଲାଣି। ଏସବୁ ବିନା କୌଣସି କାର୍ଯ୍ୟ କରିବା ଏକ ପ୍ରକାର ଅସମ୍ଭବ ମନେହେଉଛି।...

ବେଶ୍‌ ଉପକାରୀ ସ୍ତନ୍ୟପାନ: ଶିଶୁ ପାଇଁ ସଂଜୀବନୀ

ଶିଶୁଟି ଭୂମିଷ୍ଠ ହେବା ପରେ ତା’ର ପ୍ରଥମ ଓ ଗୁରୁତ୍ୱପୂର୍ଣ୍ଣ ଖାଦ୍ୟ ହେଲା ଜନ୍ମଦାତ୍ରୀ ମା’ର କ୍ଷୀର; ଯାହାକୁ ଅମୃତ ସହ ତୁଳନା କରାଯାଏ। ଆଜିର...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍‌ ଟି

ମୋଟାପଣ ଓ କୋଲେଷ୍ଟୋରଲ୍‌ ବୃଦ୍ଧିକୁ ନେଇ ଚିନ୍ତିତ ଥିବା ବ୍ୟକ୍ତିଙ୍କ ପାଇଁ ଆସିଛି ନୂଆ ଫର୍ମୁଲା। ହ୍ବାଇଟ୍‌ ଟି’। ଏହା ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ...

Advertisement
Archives

Model This Week