କର୍କଟ ରୋଗ୍‌ରେ ପୀଡ଼ିତ ସମୀର ଘଟ୍‌ନା: ସାହାଯ୍‌ର ହାତ୍‌ ବଢ଼ାଲା ମାରଓ୍ବାଡି ଯୁବାମଞ୍ଚ

ଗୁଡ଼ଭେଲା, ୧୯ା୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁ ପାରବାର। ଇ ବାବ୍‌ଦେ ଗଲା ୧୭ ତାରିଖ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଚିକିଛା ଲାଗି ଟଁକା ଅଭାବ୍‌, କର୍କଟ ରୋଗ୍‌ରେ ପୀଡ଼ିତ ସମୀର’ ଶୀରଷକ୍‌ରେ ଟିକିନିଖିନୁ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ସମୀରକୁଁ ତୁଷୁରା ମାରଓ୍ବାଡି ଯୁବାମଞ୍ଚ ଆର ଜାଗୃତି ଶାଖା ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ଦୁଇ ଅନୁଷ୍ଠାନ ତରଫୁ ସମୀରକୁଁ ୭ ହଜାର ଟଁକା ଚିକିଛା ସାହାଯ୍‌ ଦିଆଯାଇଛେ। ଇ ସାହାଯ୍‌ ଟଁକା ଦେଲାବେଲେ ମାରଓ୍ବାଡି ଯୁବାମଞ୍ଚର ଅଧ୍ୟକ୍ଷ ମନୋଜ ଜୈନ, ସଙ୍ଗୀତ ଜୈନ, ମଞ୍ଜୁ କେଡ଼ିଆ, ମୀରା କେଡ଼ିଆ, ରିଙ୍କି ଅଗ୍ରୱାଲ, ମନୀଷ ଅଗ୍ରୱାଲ, ମେଘନାଥ ଗୁପ୍ତା, ବିକାଶ କେଡ଼ିଆ, ଦିନଦୟାଲ କେଡ଼ିଆ, ଗଣେଶ ଜୈନ ପରମୁଖ ଠୋଲ ହେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗେଇ ଚାଲିଛି ରଥ ନିର୍ମାଣ

ଧରାକୋଟ,୧୯ ।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଗଡ଼ଜାତ ଅଞ୍ଚଳର ରଥଯାତ୍ରା ମଧ୍ୟରେ ଧରାକୋଟ ରଥଯାତ୍ରା ଏକ ଭିନ୍ନ ପରମ୍ପରା ଦେଇ ପାଳନ ହୋଇଆସୁଛି। ସବୁସ୍ଥାନରେ ବାହୁଡ଼ା ଯାତ୍ରା...

ସହରର ଉନ୍ନତି ନେଇ ବିଧାୟକଙ୍କ ସହ ଆଲୋଚନା କଲେ ଦଳୀୟ ନେତୃବୃନ୍ଦ

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ପୋତାଗଡ଼ଠାରେ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଦଳୀୟ ନେତୃବୃନ୍ଦଙ୍କ ସହ ଦଳୀୟ ସଂଗଠନ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟ...

ନକଲି ଗୁଟ୍‌ଖା କାରଖାନା ଠାବ : ୫୦ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ

କୋରାପୁଟ,୧୭।୧୧(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ି ରାସ୍ତାରେ ଏକ ନକଲି ଗୁଟଖା କାରଖାନା ଠାବ ହୋଇଛି। କାରଖାନା ପରିସରରୁ ପ୍ରାୟ ୫୦ ଲକ୍ଷ ଟଙ୍କାର ନକଲି ଗୁଟଖା...

ଯୁଦ୍ଧ ବିଭୀଷିକା ବଖାଣିଲେ ୟୁକ୍ରେନ୍‌ ଫେରନ୍ତା ଡାକ୍ତରୀ ଛାତ୍ର

ନବରଙ୍ଗପୁର,୧୦ା୩(ବି.ପ୍ର.) ୟୁକ୍ରେନ୍‌ରେ ଫସିଥିବା ନବରଙ୍ଗପୁରର ଡାକ୍ତରୀ ଛାତ୍ର ନୃସିଂହ ନାଥ ପାତ୍ର ଓ ସୌରଭ ସାହୁ ଘରକୁ ଫେରିଛନ୍ତି। ସେଠାକାର ଯୁଦ୍ଧ ବିଭୀଷିକା ଓ ବଞ୍ଚତ୍ବା ପାଇଁ...

୫୦ ବର୍ଷ ପରେ ଦୁଇଭାଇଙ୍କ ମିଳନ

ଜଗତ୍‌ସିଂହପୁର ଅଫିସ, ୨୫।୧: ପ୍ରାୟ ୫୦ ବର୍ଷ ପରେ ରବିବାର ଘରକୁ ଫେରିଲେ ବୃଦ୍ଧ ଚରଣ ପଲାଉର (୬୫)। ତାଙ୍କୁ ଦେଖିବାକୁ ତାଙ୍କ ମା’ ଆଉ...

ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ

ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ...

ଭିଜିଲାନ୍ସ ପଞ୍ଝାରେ ଲ୍ୟାମ୍ପ୍‌ସ ଏମ୍‌ଡି

କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଆର୍‌ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର...

ସିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ: ଭଙ୍ଗାଗଲା ଗୋବର୍ଦ୍ଧନ ଗୋ-ଧାମ

କଟକ ଅଫିସ, ୧୪ା୯: କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ମଙ୍ଗଳାବାଗସ୍ଥିତ ଗୋବର୍ଦ୍ଧନ ଗୋ-ଧାମ ପରିଦର୍ଶନ କରିଥିଲେ। ଗୋମାତାଙ୍କୁ ଏଠାରେ କିଭଳି ରଖା ଯାଉଛି ଏବଂ...

Advertisement
Archives

Model This Week