କର୍ତ୍ତବ୍ୟରେ ଅବହେଳା : ୨ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ

ଖଣ୍ଡପଡା,୨ା୧୦(ସ୍ବ.ପ୍ର.)-କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଖଣ୍ଡପଡା ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି। ନୟାଗଡ ଜିଲା ଶିକ୍ଷାଧିକାରୀ ଶିବ ଶଙ୍କର ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କ ଦରମା ବନ୍ଦ କରାଯାଇଥିବା ଜଣାଯାଇଛି। ଖଣ୍ଡପଡା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ନିକଟରେ ଅବସ୍ଥିତ ମଧୁବନ ନୋଡାଲ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ନେହଲତା ରଥ ବିଭାଗୀୟ ଉପରିସ୍ଥ ଅଧିକାରୀଙ୍କୁ ନ ଜଣାଇ ଛୁଟିରେ ରହିବା ଯୋଗୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିପରି ଶିଖରପୁର ପଞ୍ଚାୟତ ଅଧୀନ ବରପଲ୍ଲୀ(ଖ) ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପ୍ରତିଷ୍ଠା ସେଠୀ ବିଳମ୍ବରେ ବିଦ୍ୟାଳୟକୁ ଆସୁଥିବା ନେଇ ଜିଲା ଶିକ୍ଷାଧିକାରୀ ଅବଗତ ହେବା ପରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଖେଲୋ ଇଣ୍ଡିଆ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭାଗନେବେ

ବ୍ରହ୍ମପୁର ଅଫିସ,୨୫ା୨- ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା-୨୦୨୦ର ଶୁଭାରମ୍ଭ ହୋଇଛି। ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗୀତାରେ ଭାଗନେବାକୁ...

ମହାନଦୀରେ ଘଡ଼ିଆଳ କୁମ୍ଭୀର

କଟକ ଅଫିସ,୩୦ା୧: ମହାନଦୀର ମଧୁସୂଦନ ବ୍ରିଜ ନିକଟରେ ରବିବାର ଏକ କୁମ୍ଭୀର ବୁଲୁଥିଲା। ଏହାକୁ ଦେଖିବା ପାଇଁ ବ୍ରିଜ ଉପରେ ଲୋକଙ୍କ ଭିଡ଼ ଲାଗିଥିଲା। ଏଠାକାର...

ଆରମ୍ଭ ହେଲା ମୋବାଇଲ ଟାୱାର କାମ

ସେମିଳିଗୁଡ଼ା/ସୁନାବେଡା, ୧୬ା୩(ସ୍ବ.ପ୍ର.): ସେମିଳିଗୁଡ଼ା ବ୍ଲକ କାଣ୍ଟି ପଞ୍ଚାୟତ ଅଞ୍ଚଳରେ ମୋବାଇଲ ଟାଓ୍ବାର ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏ ନେଇ ‘ଧରିତ୍ରୀ’ରେ...

ବାସନ୍ଦ ଘଟଣା: ପୂର୍ବତନ ସରପଞ୍ଚ-ଗ୍ରାମବାସୀ ଟଣାଓଟରା

ଗଞ୍ଜାମ,୩।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଡି.ନିରଞ୍ଜନ ରେଡ୍ଡୀଙ୍କ ସମେତ ୪ ପରିବାରଙ୍କୁ ଗ୍ରାମରୁ ବାସନ୍ଦ କରାଯିବା ଘଟଣା ଦିନକୁ ଦିନ ଉଗ୍ରରୂପ...

ଘରୁ ମିଳିଲା ପ୍ରେମୀ ଯୁଗଳଙ୍କ କ୍ଷତାକ୍ତ ମୃତଦେହ : ଅନର କିଲିଂ ସନ୍ଦେହ

ପାରଳାଖେମୁଣ୍ଡି,୮ା୩: ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗ୍ରାମରେ ରବିବାର ରାତିରେ ଏକ ଘରୁ ଜଣେ ଯୁବତୀ ଓ ଯୁବକଙ୍କ କ୍ଷତାକ୍ତ ମୃତଦେହ ପୋଲିସ...

ବଡ଼ବିଲରେ କାଳବୈଶାଖୀ ବର୍ଷା ସାଙ୍ଗକୁ କୁଆପଥର ମାଡ଼

ବଡ଼ବିଲ, ୨୪।୪(ସ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲରେ ଶୁକ୍ରବାର ମଧ୍ୟାହ୍ନରେ କାଳ ବୈଶାଖୀ ସାଙ୍ଗକୁ, ବର୍ଷା, ଘଡଘଡି ଓ ପ୍ରବଳ ମାତ୍ରାରେ କୁଆପଥର ମାଡ଼ ହୋଇଛି। ପ୍ରବଳବେଗରେ ପବନ...

ନଳକୂପ ଖନନରେ ହେରାଫେରି ମାମଲା: ଆଜି ଲୋକାୟୁକ୍ତରେ ଚୂଡ଼ାନ୍ତ ଶୁଣାଣି

ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ...

ଅଧିକାରୀଙ୍କ ସମ୍ମୁଖରେ ସହକର୍ମୀ ଶିକ୍ଷକଙ୍କୁ ମାଡ଼ ମାରିଲେ ଶିକ୍ଷୟିତ୍ରୀ

କାଲିମେଳା,୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ...

Advertisement
Archives

Model This Week