କର୍ତ୍ତବ୍ୟ ଆଗରେ ହାର୍‌ ମାନିଲା ଝିଅ ହରାଇବା ଦୁଃଖ

ପିପିଲି,୨୭।୪(ଡି.ଏନ୍‌.ଏ.): ନିଜ ଦୁଃଖ ଓ ସମସ୍ୟାକୁ ପଛରେ ପକାଇ ମହାମାରୀ କରୋନା ମୁକାବିଲାରେ ଦେଶ ପାଇଁ ସେବା ପ୍ରଦାନ କରି ଅନେକ ପୋଲିସ କର୍ମଚାରୀ ବେଶ ପ୍ରଶଂସିତ ହୋଇଛନ୍ତି। ଏହି କ୍ରମରେ ପୁରୀ ଜିଲା ପିପିଲି ଥାନାର ମହିଳା ହୋମଗାର୍ଡ ଗୌରୀ ବେହେରା ମଧ୍ୟ ନିଜ ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟ ଆଗରେ ହାର ମାନି ନାହାନ୍ତି। ଗୌରୀଙ୍କ ୧୩ବର୍ଷୀୟା ଝିଅ ଲୋପାମୁଦ୍ରାଙ୍କର ସୋମବାର ପୂର୍ବାହ୍ନରେ ଅକାଳ ବିୟୋଗ ଘଟିଛି। ସେ କର୍କଟ ରୋଗରେ ପୀଡ଼ିତ ହୋଇ କିଛିଦିନ ହେଲା ଶଯ୍ୟାଶାୟୀ ଥିଲେ। ଏଭଳି ସ୍ଥିତିରେ ଗୌରୀ ତାଙ୍କୁ ଘରେ ଛାଡି ଲୋକଙ୍କୁ ସେବା ଯୋଗାଇ ଦେଉଥିଲେ। ତେବେ ସୋମବାର ଝିଅର ମୃତ୍ୟୁ ଖବର ଶୁଣି ସେ ଭାଙ୍ଗିପଡ଼ିଥିଲେ ବି କର୍ତ୍ତବ୍ୟରୁ ଓହରି ନ ଥିଲେ। କରୋନା ଭଳି ପରସ୍ଥିତିରେ କର୍ତ୍ତବ୍ୟ ତାଙ୍କ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ଉଚିତ୍‌ ମନେ କରି ନିଜ କାର୍ଯ୍ୟ ଜାରି ରଖିଛନ୍ତି। ଏଥିପାଇଁ ତାଙ୍କୁ ଥାନା ଅଧିକାରୀଙ୍କ ସମେତ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?