କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି

ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍‌ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରହିରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି। ମୋଦି ତାଙ୍କ ଭାଷଣ ସମୟରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକ ଉପ ନିର୍ବାଚନକୁ ନେଇ ସେ କହିଛନ୍ତି ଜନାଦେଶକୁ ବିରୋଧ କରୁଥିବା ବ୍ୟକ୍ତିଙ୍କୁ ଜନତା ଦଣ୍ଡ ଦିଅନ୍ତି। ମୋଦି କହିଛନ୍ତି କର୍ନାଟକରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଗଠନ କରୁ ବୋଲି ଜନତା ଚାହୁଁଥିଲେ। ହେଲେ କଂଗ୍ରେସ ତା’ର ପୂର୍ବ ପ୍ରକୃତି ଅନୁଯାୟୀ ପରଦା ପଛରେ ଏମିତି ଖେଳ ଖେଳିଥିଲା ଯେମିତି ଭାଜପା ସରକାର ଗଠନ ନ କରିପାରିବ। ହେଲେ ଆଜି କର୍ନାଟକ ନିର୍ବାଚନକୁ ନେଇ ଯେଉଁ ଫଳାଫଳ ଆସୁଛି ସେଥିରୁ ସ୍ପଷ୍ଟ ହେଉଛି ଯେ ଜନତା କଂଗ୍ରେସକୁ ଦଣ୍ଡ ଦେଇଛନ୍ତି। ସୂଚନାଯୋଗ୍ୟ, କର୍ନାଟକରେ ୧୫ ବିଧାନସଭା ଆସନ ପାଇଁ ନିର୍ବାଚନ ହୋଇଥିବା ବେଳେ ସୋମବାର ଏହାର ଗଣତି ଆରମ୍ଭ ହୋଇଛି। ଆଉ ଦିନ ୨ଟା ସୁଦ୍ଧା ଭାଜପା ୬ଟି ଆସନରେ ବିଜୟଲାଭ କରିବା ସହ ୬ଟିରେ ଆଗୁଆ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶକୁ ନୁହେଁ, ଆଇନକୁ ବିରୋଧ

ନୂଆଦିଲ୍ଲୀ,୧୯।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭ ଥମିବାର ନଁା ନେଉନାହିଁ। ଦିଲ୍ଲୀ ଜାମିଆ ମିଲିଆ ଇସ୍‌ଲାମିଆ...

ତବଲିଘ୍‌ ଜମାତ୍‌ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ: ବାକ୍‌ ସ୍ବାଧୀନତାର ହୋଇଛି ଦୂରୁପଯୋଗ

ନୂଆଦିଲ୍ଲୀ,୮।୧୦: କରୋନା ମହାମାରୀ ସଙ୍କଟ ସମୟରେ ଦିଲ୍ଲୀରେ ହୋଇଥିବା ତବଲିଘ୍‌ ଜମାତ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ତାଗିଦ୍‌ କରିଛନ୍ତି। ଏହି ପ୍ରସଙ୍ଗରେ ବାକ୍‌ ସ୍ବାଧୀନତାର...

ବହୁ ଆଗରେ ସୂର୍ଯ୍ୟ ପାତ୍ର

ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି...

ବିହାର ମୁଖ୍ୟମନ୍ତ୍ରୀଙ୍କୁ ମିଳିଥିଲା ହତ୍ୟା ଧମକ: ସୁରଟରୁ ଗିରଫ ହେଲେ ଅଭିଯୁକ୍ତ

ପାଟନା,୨୨।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ସୁରଟରୁ ଗିରଫ କରାଯାଇଛି। ଗୁପ୍ତ ସୂଚନା ମିଳିବା ପରେ ବିହାର ପୋଲିସ...

୬ରୁ ୧୨ ବର୍ଷ ପିଲାଙ୍କୁ ମିଳିବ କୋଭିଡ଼ ଟିକା

ନୂଆଦିଲ୍ଲୀ,୨୬।୪: ଦେଶରେ ଏବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଏଭଳି ସ୍ଥିତିରେ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ୬ରୁ ୧୨ ବର୍ଷ ପିଲାଙ୍କୁ କୋଭିଡ଼ ଟିକା...

ବଢ଼ିଲା କରୋନା ସଂକ୍ରମଣ: ପ୍ରଧାନମନ୍ତ୍ରୀ ଡକାଇଲେ ଉଚ୍ଚସ୍ତରୀୟ ବୈଠକ…

ନୂଆଦିଲ୍ଲୀ,୨୨।୩ : ଦେଶରେ ବଢୁଥିବା କରୋନା ମାମଲା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତୀୟ ବୈଠକ କରିବେ। ଏହି ସମୟରେ ଦେଶରେ...

ଜାଣନ୍ତୁ କାହିଁକି ଓମିକ୍ରନ ମାରାତ୍ମକ

କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ ପୁଣି ଥରେ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ଭୂତାଣୁର ସଂକ୍ରମଣକୁ ନେଇ ଲଗାତର ଭୟଙ୍କର କଥା ସବୁ...

ମୋଦି ଦେଲେ ଭରସା

ଥିରୁଭାନନ୍ତପୁରମ୍‌,୧୭।୧୦: କେରଳରେ ପ୍ରବଳ ବର୍ଷା ଲାଗି ରହିଛି। ଅନେକ ସହରରେ ପରିସ୍ଥିତି ପରି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର କୋକ୍କାୟାରରେ ଭୂସ୍ଖଳନ ପରେ ୩ଟି...

Advertisement
Archives

Model This Week