Posted inଜାତୀୟ

କର୍ନାଟକରେ ଖୁବ୍‌ଶୀଘ୍ର ହେବ ନିର୍ବାଚନ: କୁମାରସ୍ବାମୀ

ବେଙ୍ଗାଲୁରୁ,୪।୮: କର୍ନାଟକରେ ଭାଜପା ଶାସନ କ୍ଷମତା ହାତକୁ ନେଇଥିବା ବେଳେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍‌) ନେତା ଏଚ୍‌ଡି କୁମାରସ୍ବାମୀ କହିଛନ୍ତି କର୍ନାଟକରେ ଭାଜପା ବେଶୀଦିନ ଶାସନ କ୍ଷମତାରେ ରହି ପାରିବ ନାହିଁ। କୁମାରସ୍ବାମୀ କହିଛନ୍ତି ଅଯୋଗ୍ୟ ଘୋଷିତ ହୋଇଥିବା ୧୭ ବିଧାୟକଙ୍କ ଆସନରେ ପୁଣି ଥରେ ନିର୍ବାଚନ ହେବ। ସେଥିପାଇଁ ସେ ତାଙ୍କ କର୍ମୀମାନଙ୍କୁ ପ୍ରସ୍ତୁତ ରହିବାକୁ କହିଛନ୍ତି। ଏମିତିକି ୨୨୪ଟି ଆସନରେ ମଧ୍ୟ ପୁଣିଥରେ ନିର୍ବାଚନ ହେବ ବୋଲି କୁମାରସ୍ବାମୀ ଆଶ ପ୍ରକଟ କରିଛନ୍ତି। କାରଣ ଭାଜପା ବେଶୀଦିନ ଶାସନ କ୍ଷମତା ରଖିପାରିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଜବୁଲ ମୁଜାହିଦ୍ଦିନରୁ ବେତନ ପାଉଥିଲେ ଦାବିନ୍ଦର

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରୁ ଗିରଫ ହୋଇଥିବା ପୂର୍ବତନ ଡିଏସପି ଦାବିନ୍ଦର ସିଂହଙ୍କୁ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦନଠାରୁ ପୁରା ବର୍ଷକର ଦରମା ମିଳୁଥିଲା ବୋଲି ଜଣାପଡ଼ିଛି। ଦାବିନ୍ଦର...

ତେଜସ୍‌ ଯୁଦ୍ଧବିମାନ ନାଭାଲ ଭର୍ସନର ସଫଳ ପରୀକ୍ଷା

ନୂଆଦିଲ୍ଲୀ,୧୪ା୯: ସମୁଦ୍ର ଗର୍ଭରେ ଯୁଦ୍ଧବିମାନବାହୀ ଜାହାଜରେ ଅବତରଣ କରିବା ପୂର୍ବରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଲଢ଼ୁଆ ବିମାନ ତେଜସ୍‌ ନାଭାଲ ଭର୍ସନର ଆରେଷ୍ଟେଡ୍‌ ଲ୍ୟାଣ୍ଡିଂ...

ମୋଦିଙ୍କ ପ୍ୟାକେଜ ଘୋଷଣାରେ ଅସନ୍ତୋଷ ବ୍ୟକ୍ତ କଲେ ମମତା

କୋଲକାତା,୨୨।୫:ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ...

କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି

ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ...

ଅଦ୍ଭୁତ ଶିଶୁ: ୨ ମୁଣ୍ଡ, ୩ ହାତ; ଡାକ୍ତର ଦେଖି ହେଲେ ଆଶ୍ଚର୍ଯ୍ୟ

ଭୋପାଳ,୨୫।୧୧: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ହସ୍ପିଟାଲରେ ଜଣେ ଅଦ୍ଭୁତ ଶିଶୁ ଜନ୍ମ ନେଇଛନ୍ତି। ଯାହାର ୨ଟି...

କରୋନା ଆତଙ୍କ: ଚାଇନାକୁ ମୋଦିଙ୍କ ଆଶ୍ୱାସନା, ଭାରତ ସହଯୋଗ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୯।୨: ଚାଇନାରେ କରୋନା ଭାଇରସ୍‌ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୮୧୧ରେ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି।...

୨୧ ବର୍ଷରେ ବିଚାରପତି

ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ...

ବନ୍ୟାଞ୍ଚଳ ବୁଲି ଦେଖିଲେ ଅମରିନ୍ଦର

ପଟିଆଲା,୨୩।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ବନ୍ୟା ପ୍ରଭାବିତ ପଟିଆଲା ଓ ସନଗୁର ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ଲଗାଣ ବର୍ଷା ଫଳରେ...

Play 250+ Trending Games
Archives

Model This Week

Why Dharitri