Posted inଜାତୀୟ

କର୍ନାଟକରେ ଗଣତନ୍ତ୍ରର ପରାଜୟ ଘଟିଛି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୪।୭: କର୍ନାଟକ କ୍ଷମତା ଲୋଭିଙ୍କ ବିଜୟ ଏବଂ ଗଣତନ୍ତ୍ରର ପରାଜୟ ଘଟିଛି ବୋଲି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି। କ୍ଷମତା ହାସଲ ପାଇଁ କଂଗ୍ରେସ-ଜେଡିଏସ ମେଣ୍ଟ ସରକାର ପ୍ରଥମ ଦିନରୁ ହିଁ ଟାର୍ଗେଟରେ ରହିଥିଲା। ମେଣ୍ଟ ଭିତରେ ଏବଂ ବାହାର ଲୋକେ କ୍ଷମତା ପାଇଁ ଷଡଯନ୍ତ୍ର ରଚିଥିଲେ। ଆଜି କ୍ଷମତା ଲୋଭିଙ୍କ ବିଜୟ ହୋଇଛି। ଗଣତନ୍ତ୍ର, ସାଧୁତା ଏବଂ କର୍ଣ୍ଣାଟକର ଲୋକେ ହାରିଯାଇଛନ୍ତି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀ ଯୋଜନା ପଣ୍ଡ: ପାକିସ୍ତାନ ଡ୍ରୋନକୁ ଗୁଳି କରି ଖସାଇଲା ପୋଲିସ

ଶ୍ରୀନଗର,୨୩।୭; ଜମ୍ମୁ-କଶ୍ମୀରର କନାଚାକ ଅଞ୍ଚଳରେ ପୋଲିସ ଦ୍ୱାରା ପାକିସ୍ତାନୀ ଡ୍ରୋନକୂ ଗୁଳି ଖସାଇ ଦେଇଛି। ଏହି ଡ୍ରୋନ ଖସିଯିବା ପରେ ପାଞ୍ଚ କିଲୋଗ୍ରାମ ଆଇଡି ମଧ୍ୟ...

ଦିନକୁ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିଲେ ମହିଳା, ତାଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ

ମହୀଶୁର, ୨୦।୨: କର୍ନାଟକର ମହୀଶୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ଦିନରେ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିବା ମହିଳାଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା...

ଧାର୍ମିକ ସ୍ଥାନରେ ଆମିଷ ଖାଉଥିବା ସନ୍ଦେହରେ ୪ଶ୍ରମିକଙ୍କୁ ପିଟିଲେ ଯୁବକ

ବରେଲି,୧।୬: ଉତ୍ତରପ୍ରଦେଶ ବରେଲିର ବେହରି ଅଞ୍ଚଳରୁ ଶନିବାର ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ଧାର୍ମିକ ସ୍ଥାନରେ ଆମିଷ ଭୋଜନ କରୁଥିବା ସନ୍ଦେହରେ ଅଜ୍ଞାତ ଯୁବକମାନେ...

ଜୁମ୍‌ ଆପ୍‌ ଉପରେ କଟକଣା: କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୨୩।୫: ଜୁମ୍‌ ଆପ୍‌ ଉପରେ କଟକଣା ଜାରି କରିବା ଲାଗି ହୋଇଥିବା ଏକ ଆବେଦନ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି।...

ପିଡିପି ନେତାଙ୍କ ଘର ଉପରେ ଆତଙ୍କବାଦୀ ଆକ୍ରମଣ: ପିଏସ୍‌ଓ ଆହତ

ଜମ୍ମୁ,୧୪ ।୧୨: ଜମ୍ମୁ-କଶ୍ମୀରରେ ଜଣେ ପିଡିପି ନେତାଙ୍କ ଘର ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ଏହି ଆକ୍ରମଣରେ ଜଣେ ପିଏସ୍‌ଓ ବା...

ଶତ୍ରୁକୁ ଜବାବ ଦେବା ପାଇଁ ସଶସ୍ତ୍ର ବଳ ସକ୍ଷମ: ରାଜନାଥ

ନୂଆଦିଲ୍ଲୀ,୨୩ା୧୦(ପି.ଟି.): ଶତ୍ରୁ ପକ୍ଷକୁ କଡ଼ା ଜବାବ ଦେବା ପାଇଁ ଭାରତୀୟ ସଶସ୍ତ୍ର ବଳ ସମ୍ପୂର୍ଣ୍ଣ ଭାବେ ସକ୍ଷମ ବୋଲି ମଙ୍ଗଳବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।...

୧୭୨ ଦେଶ ଗୋଟିଏ ଦିନରେ କରିବେ ଯୋଗ

ନୂଆଦିଲ୍ଲୀ,୧୩।୬: ଆସନ୍ତା ୨୧ ତାରିଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଉଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ଚଳିତ ବର୍ଷ କିଛି ମୁସଲିମ୍‌ ଦେଶ...

ଭାଜପାରୁ ବହିଷ୍କୃତ ହେଲେ ଅଭିଯୁକ୍ତ ବିଧାୟକ କୁଲଦୀପ ସେନ୍‌ଗାର

ଲକ୍ଷ୍ନୌ,୧।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ ଭାଜପାରୁ ବହିଷ୍କାର କରାଯାଇଛି। ସୂଚନା ଅନୁଯାୟୀ, ଭାଜପାର ପ୍ରଦେଶ ଅଧ୍ୟକ୍ଷ...

Advertisement


Archives

Model This Week