Posted inଜାତୀୟ

କର୍ନାଟକରେ ପୁଣି ଫେରିବକି ପୁରୁଣା ଡ୍ରାମା: ୟେଦୁରପ୍ପାଙ୍କୁ ଭାଜପା ବିଧାୟକଙ୍କ ଧମକ !

ବେଙ୍ଗାଲୁରୁ,୩।୨: କର୍ନାଟକରେ ପୁଣିଥରେ ପୁରୁଣା ରାରଜନୈତିକ ଡ୍ରାମା ଫେରିବା ନେଇ ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଭାଜପାର ବିଧାୟକ ଧମକ ଦେଇଛନ୍ତି। ସେମାନେ ବିଧାୟକ ପଦରୁ ଇସ୍ତଫା ଦେବା ପାଇଁ କହିଛନ୍ତି। ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ତାଲିକା ୟେଦୁରପ୍ପା ହାଇକମାଣ୍ଡ୍‌ଙ୍କ ପାଖକୁ ପଠାଇଛନ୍ତି। ଏଥିରେ ସି.ପି.ଯୋଗେଶ୍ୱରଙ୍କ ନାମ ରହିଛି। ଯୋଗେଶ୍ୱର ବିଧାୟକ ନୁହଁନ୍ତି। ସେ ବିଧାନ ପରିଷଦ ସଦସ୍ୟ ମଧ୍ୟ ନୁହଁନ୍ତି। ତେଣୁ ତାଲିକାରେ ତାଙ୍କ ନାମକୁ ଅନ୍ତର୍ଭୁକ୍ତ କରିବା ନେଇ ବିଧାୟକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ହେବାରେ ଲାଗିଛି। ତେବେ ହାଇକମାଣ୍ଡ୍‌ଙ୍କ ନିଷ୍ପତ୍ତିକୁ ବିଧାୟକମାନେ ଅପେକ୍ଷା କରିଛନ୍ତି। ୟେଦୁରପ୍ପା ଅନ୍ୟ ସଦସ୍ୟଙ୍କ ସହିତ ବିନା ଆଲୋଚନାରେ ଦଳର ସମସ୍ତ ନିଷ୍ପତ୍ତି ନେଉଥିବାରୁ ବିଧାୟକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri