Posted inଜାତୀୟ

କର୍ନାଟକରେ ବନ୍ୟା ରାଜନୀତି: ୟେଦୁରପ୍ପାଙ୍କ ଉପରେ ଦୋଷ ଲଦିଲା କଂଗ୍ରେସ

ବେଙ୍ଗାଲୁରୁ,୭।୮: କର୍ନାଟକରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପା ଅଣଦେଖା କରୁଥିବା ବିରୋଧୀ କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ ବିଧାୟକ କୃଷ୍ଣା ବାୟରେ ଗୌଡ଼ା ଏନେଇ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟରେ ବନ୍ୟା ହୋଇଥିବାବେଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ରାଜନୀତି କରିବାରେ ବ୍ୟସ୍ତ ବୋଲି ସେ ଅଭିଯୋଗ କରିଛନ୍ତି। ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ୧୨ ଦିନ ବିତିଯାଇଥିଲେ ମଧ୍ୟ ମନ୍ତ୍ରୀମଣ୍ଡଳ ଗଠନ ହୋଇ ନ ପାରିବା ନେଇ ସେ କ୍ଷୋଭ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିଂ ବୁଥରେ ପସିବାରୁ ଅଭିନେତାଙ୍କ କାର ଜବତ

  ଅମୃତସର,୨୦।୨: ପଞ୍ଜାବର ମୋଗା ଜିଲାରେ ପୋଲିଂ ବୁଥରେ ପସିବାକୁ ଉଦ୍ୟମ କରିବାରୁ ତାଙ୍କ କାରକୁ ସିଜ କରି ଦେଇଛି ପଞ୍ଜାବ ପୋଲିସ। ୧୧୭ ବିଧାନସଭା...

ଏବେ ଚୁଲି ଜଳାଇବା ବି ମହଙ୍ଗା !…

ନୂଆଦିଲ୍ଲୀ,୨୩।୧୦: ଦେଶରେ ଖାଦ୍ୟଶସ୍ୟଠାରୁ ଆରମ୍ଭ କରି ପେଟ୍ରୋଲ, ଡିଜେଲ, ଗ୍ୟାସ୍‌ ଆଦିର ଦାମ ବୃଦ୍ଧି ପାଇଛି। ଏବେ ଚୁଲି ଜଳାଇବା ବି ମହଙ୍ଗା ହେବାକୁ ଯାଉଛି।...

୨ ଝିଅଙ୍କୁ ଜାଳିଦେଲେ ନୃଶଂସ ବାପା

ହୋସିଆରପୁର,୩୦।୩: ପଞ୍ଜାବର ହୋସିଆରପୁର ଜିଲା ପେରିଙ୍ଗ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବାପା ନିଜ ଦୁଇ ନାବାଳିକା ଝିଅଙ୍କୁ ପେଟ୍ରୋଲ ଢ଼ାଳି ପୋଡ଼ି...

ପାଇଲଟଙ୍କ ଉପରେ ବର୍ଷିଲେ ଗେହଲଟ

ନୂଆଦିଲ୍ଲୀ,୨୦।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣିଥରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ଗେହଲଟ କହିଛନ୍ତି ପାଇଟଲ କଂଗ୍ରେସ ପିଠିରେ ଛୁରି...

ବିବାଦରେ ଏମରଜେନ୍ସି

ମୁମ୍ବାଇ,୨୦ ।୭: ବଲିଉଡର ଅନୁଭବି ଅଭିନେତ୍ରୀ କଙ୍ଗନା ରାନାୱତଙ୍କ ଅପକମିଂ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଏବେ ସବୁଠି ଚର୍ଚ୍ଚା । ହେଲେ ଏବେ ଏହା ବିବାଦ...

ଏମ୍‌ପିଙ୍କ ନିଲମ୍ବନ ନେଇ ଗର୍ଜିଲେ ଦିଦି: ଲୋକତନ୍ତ୍ରର ହତ୍ୟା କରିଛି ଭାଜପା

କୋଲକାତା, ୨୧।୯: କୃଷି ବିଧେୟକ ନେଇ ରାଜ୍ୟ ସଭାରେ ବିରୋଧୀ ଦଳ ସଦସ୍ୟଙ୍କ ହଙ୍ଗାମା ପରେ ସୋମବାର ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯିବା ଘଟଣା ନେଇ...

ଭାରତରେ ‘କରୋନା’ ଆତଙ୍କ

ନୂଆଦିଲ୍ଲୀ,୨୬ା୧(ପି.ଟି.): ଚାଇନାରୁ ଫେରିଥିବା ଆଉ ୭ ଜଣଙ୍କୁ କେରଳର ବିଭିନ୍ନ ହସ୍ପିିଟାଲରେ ଅବ୍‌ଜର୍‌ଭେଶନରେ ରଖାଯାଇଛି। ସେମାନଙ୍କୁ କରୋନା ଭୂତାଣୁ ସଂକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି। ତେବେ...

ଆରଏସଏସ କାର୍ଯ୍ୟାଳୟ ଉଡାଇ ଦେବାକୁ ଧମକ

ଲକ୍ଷ୍ନୌ,୭।୫: ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ(ଆରଏସଏସ)ର କାର୍ଯ୍ୟାଳୟକୁ ବୋମା ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଏଭଳି ଧମକ ମିଳିବା ପରେ ଲକ୍ଷ୍ନୌରେ ଏକ...

Advertisement
Archives

Model This Week