Posted inଜାତୀୟ

କର୍ନାଟକରେ ହେବେ କଂଗ୍ରେସ ମୁଖ୍ୟମନ୍ତ୍ରୀ: ଶିବକୁମାର

ବେଙ୍ଗାଲୁରୁ,୨୨।୭: କର୍ନାଟକ ବିଧାନସଭାରେ ସୋମବାର ଏଚ୍‌ ଡି କୁମାରସ୍ବାମୀ ସରକାର ଆସ୍ଥା ଭୋଟର ସାମ୍ନା କରିବେ। ହେଲେ ଏହା ପୂର୍ବରୁ କଂଗ୍ରେସ ନେତା ଡିକେ ଶିବକୁମାର କହିଛନ୍ତି ଜେଡିଏସ୍‌ ସରକାରଙ୍କୁ ବଞ୍ଚାଇବାକୁ ଯାଇ ବହୁ କିଛି ତ୍ୟାଗ କରିପାରିବ। ଏମିତିକି କୁମାରସ୍ବାମୀ କଂଗ୍ରେସର ଜଣେ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପାଇଁ ପ୍ରସ୍ତାବ ମଧ୍ୟ ଦେଇପାରନ୍ତି। ଆସ୍ଥା ଭୋଟ ପୂର୍ବରୁ ଶିବକୁମାରଙ୍କ ଏହି ବୟାନ ଏବେ କର୍ନାଟକ ରାଜନୀତିକୁ ଆହୁରି ସରଗରମ କରିଛି। ଆଲୋଚନା ହେଉଛି କି ସତରେ କ’ଣ କଂଗ୍ରେସ କୁମାରସ୍ବାମୀ ସରକାରଙ୍କୁ ବଞ୍ଚାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ହକି ଟିମ୍‌ର ଗେରୁଆ ଜର୍ସିକୁ ନେଇ ବିବାଦ

ଆସନ୍ତା ଅଗଷ୍ଟ ୧୫ରୁ ୩୦ ଯାଏ ନେଦରଲ୍ୟାଣ୍ଡ୍ସ ଏବଂ ବେଲଜିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ବିଶ୍ୱକପ୍‌ରେ ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍‌ ସେମାନଙ୍କର…

ରାହା ଖୋଜୁଛନ୍ତି ବନ୍ୟା ବିପନ୍ନ

ଭୁବନେଶ୍ୱର,୧ା୮ (ରବିନାରାୟଣ ଜେନା): ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ଉତ୍ତରରୁ ପଶ୍ଚିମ ଏବଂ ଉପକୂଳ ଓଡ଼ିଶାରେ ବନ୍ୟା ଯୋଗୁ ୭ଲକ୍ଷରୁ ଊର୍ଦ୍ଧ୍ୱ…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

କାନପୁର ପ୍ରକଳ୍ପର କପର ଡ୍ୟାମ୍‌ ଭାଙ୍ଗିଲା: ତଳିଆ ଅଞ୍ଚଳକୁ ସତର୍କ ସୂଚନା

ଯୋଡ଼ା/ ଚମ୍ପୁଆ, ୧ା୮(ମାନସ ମହାନ୍ତି/ମହେଶ୍ୱର ଦାସ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ କାନପୁର ପ୍ରକଳ୍ପର ଅସ୍ଥାୟୀ ମାଟିବନ୍ଧ ବା କପର ଡ୍ୟାମ୍‌ଟି ଲଗାଣ ବର୍ଷା ଫଳରେ…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri