Posted inଜାତୀୟ

କର୍ନାଟକର ଆଉ ୫ କଂଗ୍ରେସ ବିଧାୟକ ଗଲେ ସୁପ୍ରିମକୋର୍ଟ

ବେଙ୍ଗାଲୁରୁ,୧୩।୭: କର୍ନାଟକର ମେଣ୍ଟ ସରକାର ସଙ୍କଟରେ ଥିବା ବେଳେ ଅସନ୍ତୁଷ୍ଟ କଂଗ୍ରେସ ବିଧାୟକଙ୍କ ଇସ୍ତଫା ପତ୍ରକୁ ନେଇ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୂର୍ବରୁ କୋର୍ଟ ଏହି ମାମଲାରେ ଆସନ୍ତା ମଙ୍ଗଳବାର ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନ ନେବାକୁ ବାଚସ୍ପତିଙ୍କୁ କହିଥିବା ବେଳେ ଶନିବାର ଆଉ ୫ ଅସନ୍ତୁଷ୍ଟ ବିଦ୍ରୋହୀ କଂଗ୍ରେସ ବିଧାୟକ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଆନନ୍ଦ ସିଂ ଓ ରୋଶନ ବେଗ୍‌। ବାଚସ୍ପତି ଏମାନଙ୍କ ଇସ୍ତଫା ଗ୍ରହଣ ନ କରିବାରୁ ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାବବିହ୍ବଳ ହେଲେ କୁମାରସ୍ବାମୀ

ମାଣ୍ଡ୍ୟା,୨୭।୧୧: ପୁଣି ଭାବବିହ୍ବଳ ହେଲେ କୁମାରସ୍ବାମୀ। ନିଜ ସମର୍ଥକଙ୍କୁ ସମ୍ବୋଧିତ କରିବା ସମୟରେ କାନ୍ଦି ପକାଇଲେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ। ସୂଚନାଯୋଗ୍ୟ, କର୍ନାଟକର...

ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଇଟାନଗର,୧୮ ।୧୧: ଭାରତୀୟ ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ହେଲିକପ୍ଟରରେ ଥିବା ୨ ପାଇଲଟ ଓ ୩ କ୍ରିୟୁ ମେମ୍ବର ସୁରକ୍ଷିତ...

ଶିଶୁଙ୍କ କଷ୍ଟଡି ମାମଲାର ବିଚାରରେ ମାତା-ପିତାଙ୍କ ଅଧିକାର ଅପ୍ରାସଙ୍ଗିକ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୩।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଯେତେବେଳେ ଶିଶୁର ରକ୍ଷଣାବେକ୍ଷଣ ବା କଷ୍ଟଡି ପ୍ରସଙ୍ଗରେ ବିଚାର କରାଯାଇଥାଏ ସେତେବେଳେ ମାତା-ପିତାଙ୍କ ଅଧିକାର ସମ୍ପର୍କରେ କହିବା...

ରାତୁଲଙ୍କ ଇଡି ରିମାଣ୍ଡ ୫ ଦିନ ବଢ଼ିଲା

ନୂଆଦିଲ୍ଲୀ,୧୨ା୯(ପି.ଟି.): ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କ ଇଡି ହାଜତ ମିଆଦକୁ...

ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ର ହେରାପୋରା ଅଞ୍ଚଳର ଜଙ୍ଗଲ ମଧ୍ୟରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏଠାରେ ଥିବା ଏକ...

ସମସ୍ତ ମାମଲାରେ ମହମ୍ମଦ ଜୁବେରଙ୍କୁ ମିଳିଲା ମଧ୍ୟବର୍ତ୍ତି କାଳୀନ ଜାମିନ

ନୂଆଦିଲ୍ଲୀ,୨୦ ।୭: ଅଲ୍ଟ ନ୍ୟୁଜର ସହ ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଆଶ୍ୱସ୍ତି ମିଳିଛି । ବୁଧବାର ସୁପ୍ରିମକୋର୍ଟ ସମସ୍ତ ମାମଲାରେ ଜୁବେରଙ୍କୁ ମଧ୍ୟବର୍ତ୍ତିକାଳୀନ...

ମନ୍ଦିରରେ ପ୍ରବେଶ କରିବାରୁ ୨ ବର୍ଷ ଶିଶୁଙ୍କ ମାତାପିତାଙ୍କୁ ଦଣ୍ଡ, ୨୩ ହଜାର ଜରିମାନା…

କୋପ୍ପଲ,୨୨।୯: ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ସମ୍ପର୍କ ଅତି ନିଆରା। ଭଗବାନ ଭକ୍ତର ଭାବରେ ବନ୍ଧା। ଭଗବାନଙ୍କୁ ଦର୍ଶନ କରିବାରେ ଭକ୍ତଙ୍କ ଉପରେ ପହରା...

ଭୁଶୁଡିଲା ଟୁଇନ ଟାଓ୍ବାର: ସୁପରଟେକ୍‌କୁ ୫୦୦ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୨୮।୮: ଦିଲ୍ଲୀ ଉପକଣ୍ଠ ନୋଏଡ଼ା ସେକ୍ଟର ୯୩-ଏ ସ୍ଥିତ ପ୍ରାୟ ୧୦୦ ମିଟର ଉଚ୍ଚତାବିଶିଷ୍ଟ ସୁପରଟେକ୍‌ ଟୁଇନ ଟାଓ୍ବାର ରବିବାର ମାତ୍ର ୯ ସେକେଣ୍ଡରେ ଧ୍ୱଂସାବଶେଷରେ...

Advertisement
Archives

Model This Week