Posted inଜାତୀୟ

କର୍ନାଟକର ପୂର୍ବତନ ମନ୍ତ୍ରୀ ବୈଜନାଥଙ୍କ ପରଲୋକ

ବେଙ୍ଗାଲୁରୁ,୨।୧୧: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ସମାଜସେବୀ ବୈଜନାଥ ପାଟିଲଙ୍କର ଶନିବାର ୮୨ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ ତାଙ୍କୁ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ, ସିଏମ୍‌ ରାମକ୍ରିଷ୍ଣ ହେଗେଡେଙ୍କ ମନ୍ତ୍ରୀମଣ୍ଡଳରେ ୧୯୮୪ରେ ସେ କୃଷିମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ। ସେହିପରି ୧୯୯୪ରେ ଏଚ୍‌. ଡି. ଦେବେଗୌଡାଙ୍କ କ୍ୟାବିନେଟରେ ସେ ଅର୍ବାନ ଡେଭଲପମେଣ୍ଟ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା: ଶ୍ମଶାନରୁ ଜଣାପଡୁଛି ସ୍ଥିତି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

କେରଳରେ ଡଙ୍ଗାବୁଡ଼ି, ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି

ଥିରୁଭାନନ୍ତପୁରମ୍‌,୮ା୫: କେରଳର ମାଲାପୁରମ୍‌ ଜିଲାର ତନୁର ନିକଟରେ ରବିବାର ରାତିରେ ଏକ ଡଙ୍ଗାବୁଡ଼ି ଯାଇଥିଲା। ଆଜି ଏହି ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚିଛି। ଏହି ଡଙ୍ଗାରେ ପ୍ରାୟ...

ମହିଳାଙ୍କୁ ରାସ୍ତାରେ ପିଟିଲେ କଂଗ୍ରେସ ନେତାଙ୍କ ଭାଇ: ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ନେତା ତ ନେତା ତାଙ୍କ ଭାଇଙ୍କ ପାଓ୍ବାର ମଧ୍ୟ ଅଧିକ। ବେଳ ପଡ଼ିଲେ ସେ ଆଇନକୁ ମଧ୍ୟ ହାତକୁ ନେଇ ପାରିବେ। ପଞ୍ଜାବ ମକ୍ତସର...

ମହିଳା ଏମ୍‌ପିଙ୍କୁ ହତ୍ୟା ଧମକ: ଲୋଡିଲେ ସହାୟତା

କୋଲକତା,୧।୧୦: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ଅଭିନେତ୍ରୀ ନୁଶରତ ଜାହାଁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ଏବେ ସେ ଲଣ୍ଡନରେ ଥିବା ଭାରତୀୟ ହାଇ କମିଶନଙ୍କଠାରୁ...

ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍‌ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ...

ଶିଲା ଦୀକ୍ଷିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କର ଶନିବାର ୮୧ ବର୍ଷ ବୟସରେ ପରଲୋକ ହୋଇଛି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୪: ନ୍ୟୁଜିଲାଣ୍ଡର ଅକଲାଣ୍ଡରେ ଥିବା ପୋଲିସ କର୍ମଚାରୀ ଏକ ଡ୍ରଗ୍ସ ରାକେଟକୁ ଧରିବାରେ ସଫଳ ହୋଇଛି। ଏଥିରେ ବଲତେଜ ସିଂ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ...

Advertisement
Archives

Model This Week