Posted inଜାତୀୟ

କର୍ନାଟକ ଉପନିର୍ବାଚନ: ମତଦାନ ହାର ୬୦ ପ୍ରତିଶତ; ଇଭିଏମ୍‌ରେ ୧୬୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ବେଙ୍ଗାଲୁରୁ,୫।୧୨: କର୍ନାଟକରେ ୧୫ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଗୁରୁବାର ଶେଷ ହୋଇଛି। ସନ୍ଧ୍ୟା ୫ଟା ସୁଦ୍ଧା ଏଠାରେ ମତଦାନ ହାର ୬୦ ପ୍ରତିଶତ ରହିଛି। ମୋଟ ୩୭ ଲକ୍ଷ ୭୮ ହଜାର ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଚିକ୍କାବାଲାପୁରାରେ ସର୍ବାଧିକ ୭୯.୮ ପ୍ରତିଶତ ଭୋଟିଂ ହୋଇଥିବାବେଳେ କେ.ଆର୍‌. ପୁରମ୍‌ରେ ସର୍ବନିମ୍ନ ୩୭.୫ ପ୍ରତିଶତ ଭୋଟିଂ ହୋଇଛି। ଇଭିଏମ୍‌ରେ ୧୬୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ କରାଯାଇଛି। ସେମାନଙ୍କ ମଧ୍ୟରେ ୧୨୬ ନିର୍ଦ୍ଦଳୀୟ ଏବଂ ୯ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ନିର୍ବାଚନ ଫଳାଫଳ ଡିସେମ୍ବର ୯ରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୧୬ରେ ଉନ୍ନାଓ ବଳାତ୍କାର ଘଟଣାର ହୋଇପାରେ ଶୁଣାଣି

ଉନ୍ନାଓ,୧୦।୧୨: ଉତ୍ତରପ୍ରଦେଶ ଉନ୍ନାଓ ବଳାତ୍କାର ମାମଲାର ଶୁଣାଣି କରି ତିସ ହଜାରି କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଏହି ମାମଲାରେ ଆଗାମୀ ଶୁଣାଣି ଡିସେମ୍ବର ୧୬ରେ...

ଲଦାଖରେ ଶକ୍ତି ବଢ଼ାଇଲା ଭାରତ

ନୂଆଦିଲ୍ଲୀ, ୧୭ା୮: ଚାଇନା ପଟୁ ବଢ଼ୁଥିବା ଚ୍ୟାଲେଞ୍ଜକୁ ସାମ୍‌ନା କରିବା ପାଇଁ ଭାରତୀୟ ସେନା ଲଦାଖ ନିକଟରେ ସାମରିକ କ୍ଷମତା ବଢ଼ାଇଛି। ବାସ୍ତବ ନିୟନ୍ତ୍ରଣ ରେଖା...

କେହି ନେଇ ପାରିବେ ନାହିଁ କୃଷକଙ୍କ ଜମି: ରାଜନାଥ ସିଂ

ନୂଆଦିଲ୍ଲୀ,୨୭ ।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପାଖାପାଖି ଏକ ମାସ ହେବ ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକ ଆନ୍ଦୋଳନ...

ପୁଣି ଛାନିଆ କଲାଣି କରୋନା: ଦିନକରେ ୫୩ ହଜାରରୁ ଅଧିକ ସଂକ୍ରମିତ,୩୫୪ ମୃତ

ନୂଆଦିଲ୍ଲୀ,୩୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା...

ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ: ପିଏସ୍‌ଓ ଶହୀଦ୍‌, ଜଣେ କାଉନସିଲରଙ୍କ ମୃତ୍ୟୁ

ଶ୍ରୀନଗର,୨୯।୩: ଜମ୍ମୁ-କଶ୍ମୀରର ସୋପୋରରେ ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ପିଏସ୍‌ଓ ଶହୀଦ ହୋଇଥିବାବେଳେ ଜଣେ କାଉସିଲରଙ୍କର ମୃତ୍ୟୁ ଘଟିଛି। ପିଏସ୍‌ଓଙ୍କ ନାମ...

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ...

ଚମତ୍କାର ପ୍ରଦର୍ଶନ ସବୁବେେଳେ ମନେ ରହିବ

ନୂଆଦିଲ୍ଲୀ,୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ର ମହିଳା ହକିରେ ବ୍ରୋଞ୍ଜ ପଦକ ପାଇଁ ଖେଳାଯାଇଥିବା ମ୍ୟାଚରେ ଭାରତ ନିରାଶ ହୋଇଛି। ଦଳ ବ୍ରିଟେନ ହାତରୁ ୪-୩ ମ୍ୟାଚ...

ମେ’ ୪ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ...

Advertisement
Archives

Model This Week