Posted inଜାତୀୟ

କର୍ନାଟକ କଂଗ୍ରେସକୁ ଲାଗିଲା ଝଟ୍‌କା: ଇସ୍ତଫା ଦେଲେ ବିଧାୟକ ଆନନ୍ଦ ସିଂ

ବେଲ୍ଲାରୀ,୧।୭: କଂଗ୍ରେସରେ ଇସ୍ତଫା ପର୍ବ ଚାଲିଥିବା ବେଳେ କର୍ନାଟକ ବେଲ୍ଲାରୀ ଜିଲା ବିଜୟନଗରର କଂଗ୍ରେସ ବିଧାୟକ ଆନନ୍ଦ ସିଂ ଇସ୍ତଫା ଦେଇଛନ୍ତି। ବିଧାନସଭା ଅଧ୍ୟକ୍ଷ କେଆର୍‌ ରମେଶ କୁମାରଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏବେ ଆଲୋଚନା ହେଉଛି କି କର୍ନାଟକ କଂଗ୍ରେସରେ ମଧ୍ୟ ଫାଟ ସୃଷ୍ଟି ହେଲାଣି। ତେବେ ଆନନ୍ଦଙ୍କ ପରେ ଆଉ ଜଣେ ବିଧାୟକ ମଧ୍ୟ ଇସ୍ତଫା ଦେଇପାରନ୍ତି ବୋଲି ଆଲୋଚନା ହେଉଛି। ଗୋଟିଏ ପଟେ କର୍ନାଟକ ମେଣ୍ଟ ସରକାରରେ ଚାଲୁଥିବା ବେଳେ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ ଏବେ ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟରେ ଆନନ୍ଦଙ୍କ ଇସ୍ତଫା ମେଣ୍ଟ ସରକାର ଉପରେ ପ୍ରଭାବ ପକାଇବ ବୋଲି ଆଲୋଚନା ହେଉଛି। ଅନ୍ୟପଟେ ଶୁଣିବାକୁ ମିଳିଛି କି ଆନନ୍ଦଙ୍କୁ ପୂର୍ବରୁ ମନ୍ତ୍ରୀପଦ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କୁ ତାହା ନ ମିଳିବାରୁ ସେ ଅଭିମାନରେ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍‌ଡେନ୍‌ ସୁଯୋଗ, ଅଚାନକ ଧନଲାଭ

ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri