Posted inଜାତୀୟ

କର୍ନାଟକ ନାଟକ: ସୁପ୍ରିମକୋର୍ଟ ଗଲେ କୁମାରସ୍ବାମୀ

ବେଙ୍ଗାଲୁରୁ,୧୯।୭: କର୍ନାଟକ ସଙ୍କଟ ବେଳକୁ ବେଳ ନୂଆ ରୂପ ନେଉଛି। ରାଜ୍ୟପାଳ ଭଜୁଭାଇ ଭାଲା ଶୁକ୍ରବାର ସନ୍ଧ୍ୟା ୬ଟା ପୂର୍ବରୁ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କୁ ଚିଠି ଲେଖି ଜଣାଇବା ପରେ ଏହାକୁ ଚ୍ୟାଲେଞ୍ଜ କରିଛନ୍ତି କୁମାରସ୍ବାମୀ। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ ସୁପ୍ରିମକୋର୍ଟ ଯାଇଛନ୍ତି। ରାଜ୍ୟପାଳ ଫ୍ଲୋର ଟେଷ୍ଟକୁ ନେଇ ନିର୍ଦ୍ଦେଶନାମା ଦେଇ ପାରିବେ ନାହିଁ ବୋଲି କୁମାରସ୍ବାମୀ ଦର୍ଶାଇଛନ୍ତି। ସୂଚନାଯୋଗ୍ୟ, ଏହା ପୂର୍ବରୁ ରାଜ୍ୟପାଳ କହିଥିଲେ ତୁମେ ଆସ୍ଥା ଭୋଟରେ ହାରି ଯାଇଛ। ଖାଲି ଫ୍ଲୋର ଟେଷ୍ଟ ନାଟକ କରି ସମୟ ଗଡାଇ ଚାଲିଛ। ରାଜ୍ୟପାଳଙ୍କ ଏଭଳି ମନ୍ତବ୍ୟ କୁମାରସ୍ବାମୀଙ୍କୁ ଆଘାତ ଦେଇଥିବା ମଧ୍ୟ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ଥ ଚାଟାର୍ଜୀ, ଅର୍ପିତା ମୁଖାର୍ଜୀଙ୍କୁ ମିଳୁନି ଆଶ୍ୱସ୍ତି, ୩୧ ଅଗଷ୍ଟ ପର୍ଯ୍ୟନ୍ତ ରହିବେ ନ୍ୟାୟିକ ହେପାଜତରେ

କୋଲକାତା,୧୮ ।୮: ପଶ୍ଚିମବଙ୍ଗରେ ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାର ଯାଞ୍ଚ ଏବେବି ଜାରି ରହିଛି । ଏହି ମାମଲାରେ ଫସିଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ...

ମାଓବାଦୀଙ୍କ ଟାର୍ଗେଟରେ ଏସ୍‌ପି ନେତା: ଅପହରଣ ପରେ କଲେ ହତ୍ୟା

ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା...

ଶିଶୁ ପୋଷ୍ୟଗ୍ରହଣ ପାଇଁ ଆଇନ ଅନୁମତି ଦେଇଛି: ସର୍ବୋଚ୍ଚ ଅଦାଲତ

ନୂଆଦିଲ୍ଲୀ, ୧୧ା୫ : ବୈବାହିକ ମାନ୍ୟତା ନିର୍ବିଶେଷରେ ଯେକୌଣସି ବ୍ୟକ୍ତି ଶିଶୁ ପୋଷ୍ୟଗ୍ରହଣ କରିବା ଲାଗି ଭାରତୀୟ ଆଇନ ଅନୁମତି ଦେଇଥିବା ସୁପ୍ରିମକୋର୍ଟ ବୁଧବାର କହିଛନ୍ତି।...

ମହାରାଷ୍ଟ୍ରରେ ଲାଗିଲା ପୋଷ୍ଟର: ପାକିସ୍ତାନୀ, ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଦେଲେ ମିଳିବ ୫ହଜାର ଟଙ୍କା

ମୁମ୍ବାଇ,୨୮।୨: ମହାରାଷ୍ଟ୍ରରେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌)ଅବୈଧ ପାକିସ୍ତାନୀ ଓ ବାଲାଂଦେଶୀଙ୍କ ବିରୋଧରେ ଏକ ମୋର୍ଚ୍ଚା ବାହାର କରିଛି। ଏମ୍‌ଏନ୍‌ଏସ୍‌ ପୁରା ମହାରାଷ୍ଟ୍ରରେ ଏକ ପୋଷ୍ଟର...

୩ ଦିନରେ ୩୪ ଶହ କୋଟି ଡଲାର କ୍ଷତି, ଶୀର୍ଷ ୧୦ ଧନ କୁବେର ତାଲିକାରୁ ବାହାରିଲେ ଗୌତମ ଆଦାନୀ…

ନୂଆଦିଲ୍ଲୀ,୩୧।୧ : ହିଣ୍ଡନବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ଅନ୍ୟତମ ଧନୀ ବ୍ୟକ୍ତି ଗୌତମ ଆଦାନୀ ବହୁ କ୍ଷତି ସହିଛନ୍ତି। ତାଙ୍କ ଗ୍ରୁପ କମ୍ପାନୀଗୁଡିକ...

୧୮ ବର୍ଷରୁ କମ୍‌ ବୟସ୍କ ମୁସଲମାନ୍‌ ବାଳିକା ବିବାହ ନେଇ ସରକାରଙ୍କ ଜବାବ ଲୋଡିଲେ ହାଇକୋର୍ଟ…

ନୈନିତାଲ, ୨୩।୭ : ୧୮ ବର୍ଷରୁ କମ ବୟସ୍କ ମୁସଲମାନ ବାଳିକାଙ୍କ ବିବାହକୁ ବେଆଇନ ଘୋଷଣା କରିବାକୁ ଚାହୁଁଥିବା ଏକ ଜନସ୍ବାର୍ଥ ମାମଲା ଉପରେ ଉତ୍ତରାଖଣ୍ଡ...

ଖାରଜ ହେଲା ହନିପ୍ରିତଙ୍କ ଜାମିନ ଆବେଦନ

ଚଣ୍ଡିଗଡ,୪।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କ ମୁଖ୍ୟ ସହଯୋଗୀ ଥିବା ହନିପ୍ରିତଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ପଞ୍ଜାବ...

ବୁଧବାର ଏମ୍‌ପିମାନେ କରିବେ ତ୍ରିରଙ୍ଗା ବାଇକ୍‌ ରାଲି, ଲାଲ କିଲ୍ଲାରୁ ସଂସଦ ଭବନ…

ନୂଆଦିଲ୍ଲୀ, ୨।୮ : କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ ବୁଧବାର ସକାଳେ ଲାଲ କିଲ୍ଲାରୁ ସଂସଦ ଭବନ ପର୍ଯ୍ୟନ୍ତ ଏମ୍‌ପିମାନଙ୍କ ପାଇଁ ସଂସ୍କୃତି...

Advertisement
Archives

Model This Week