Posted inଜାତୀୟ

କର୍ନାଟକ ଫୋନ୍‌ ଟ୍ୟାପିଂ ମାମଲା: ତଦନ୍ତ କରିବ ସିବିଆଇ; ସୂଚନା ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୧୮।୮: କର୍ନାଟକରେ ହୋଇଥିବା ଫୋନ୍‌ ଟ୍ୟାପିଂ ମାମଲାର ତଦନ୍ତ ସିବିଆଇ କରିବ ବୋଲି ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପା ରବିବାର ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା ସମୟରେ ସେ ଏହା କହିଛନ୍ତି। ଏନେଇ ସୋମବାର ସେ ଚିଠି ଲେଖିବେ। ସମସ୍ତ ରାଜନୈତିକ ଦଳର ନେତା ଏହି ମାମଲାର ତଦନ୍ତ ପାଇଁ ଦାବି କରିଥିଲେ। ତେଣୁ ଏହି ମାମଲାର ତଦନ୍ତ ଭାର ସିବିଆଇକୁ ଦେବା ଲାଗି ଚିନ୍ତା କରାଯାଇଛି ବୋଲି ୟେଦୁରପ୍ପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri