Posted inଜାତୀୟ

କର୍ନାଟକ ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଭାଜପା ବିଧାୟକ

ବେଙ୍ଗାଲୁରୁ,୩୦।୭: କର୍ନାଟକର ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗଡେ କାଗେରି ମଙ୍ଗଳବାର ବିଧାନସଭା ବାଚସ୍ପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସିରସି ଆସନର ବିଧାୟକ ହେଗଡେଙ୍କ ସହ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଓ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ। ୬ ଥର ବିଧାୟକ ତଥା କର୍ନାଟକର ଶିକ୍ଷାମନ୍ତ୍ରୀ ଥିବା ହେଗଡେ ବୁଧବାର ନିର୍ବିରୋଧରେ ବାଚସ୍ପତି ଭାବେ ନିର୍ବାଚିତ ହେବେ ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ, ସୋମବାର କର୍ନାଟକ ବିଧାନସଭାର ବାଚସ୍ପତି କେ ଆର୍‌ ରମେଶ କୁମାର ଇସ୍ତଫା ଦେବା ପରେ ହେଗଡେ ଏହି ପଦପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମେଣ୍ଟ ସରକାର ଭାଙ୍ଗିବା ପରେ ଭାଜପା ଆସ୍ଥା ଭୋଟରେ ବିଜୟ ଲାଭ କରି ଏବେ ୟେଦୁରପ୍ପାଙ୍କ ନେତୃତ୍ୱରେ ସରକାର ଗଢିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌, ୨୫ ରାଉଣ୍ଡ୍‌ ଗୁଳି ଫାୟାରିଂ…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆତଙ୍କବାଦୀ ଆକ୍ରମଣ କରିବାର ଗୋଟିଏ ଦିନ ପରେ ସୋମବାର ଭୋର୍‌ ୩ଟା ସମୟରେ ପୁଣି ଆକାଶରେ ଡ୍ରୋନ୍‌...

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର...

ଦେଶଦ୍ରୋହ ମାମଲାରେ ଗିରଫ ହୋଇଥିବା ଶର୍ଜିଲଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ପୋଲିସ

ନୂଆଦିଲ୍ଲୀ,୨୯।୧: ଦେଶଦ୍ରୋହ ମାମଲାରେ ଗିରଫ ହୋଇଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ର ଛାତ୍ର ଶର୍ଜିଲ ଇମାମଙ୍କୁ ପୋଲିସ ୫ ଦିନିଆ ରିମାଣ୍ଡରେ ନେଇଛି। ବୁଧବାର ଦିଲ୍ଲୀ...

ଧର୍ମାନ୍ତରୀକରଣ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଦିଲ୍ଲୀ ମନ୍ତ୍ରୀଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ ଏକ ଧର୍ମାନ୍ତରୀକରଣ ଉତ୍ସବରେ ଯୋଗଦେଇ ବିବାଦ ଘେରକୁ ଆସିଥିବା ଅରବିନ୍ଦ କେଜ୍‌ରିଓ୍ବାଲ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ ରାଜେନ୍ଦ୍ର ପାଲ୍‌ ଗୌତମ ରବିବାର...

୨୦୦ ଆସନ ଜିତି ଦିଦିଙ୍କୁ ବିଦାୟ ଦେବୁ: ଅମିତ ଶାହା

କୋଲକାତା,୧୧।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଭାଜପାକୁ ଜିତାଇବାକେୁ ବଙ୍ଗଳାବାସୀଙ୍କୁ ନିବେଦନ କରିଛନ୍ତି। ଏହା ସହିତ ସେ ଏପ୍ରିଲ ୧୦ରେ କୁଚ ବିହାରସ୍ଥିତ...

କୋଭିଡ-୧୯ରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ବାତ୍ୟା‘ନିଭାର’ ପାଇଁ ହୋଇପାରିଲାନି ଚିକିତ୍ସା

ଭୋପାଳ,୨୬।: ଦେଶରେ କରୋନା ସଂକ୍ରମଣ ପୁଣି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଉଛି। କରୋନା ମୁକାବିଲା ପାଇଁ...

ନିଦରେ ଚାଲି ଚାଲି ମଥୁରାରୁ ଅମୃତସର ପହଞ୍ଚିଗଲେ ନାବାଳିକା

ଅମ୍ବାଲା,୧୪।୭: କେତେକଙ୍କଠାରେ ନିଦରେ ଚାଲିବା ସମସ୍ୟା ଦେଖାଦେଇଥାଏ। ଏହା ବେଳେବେଳ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଥାଏ। ମଥୁରା ଯମୁନାନଗରର ଜଣେ ୧୫ବର୍ଷ ବୟସ୍କା ନାବାଳିକା ନିଦରେ...

କିଏ ସେହି କର୍ନାଟକର ଯୁବତୀ? ହିଜାବ ବିବାଦ ମଧ୍ୟରେ ଯାହା ଭିଡିଓ ହେଉଛି ଭାଇରାଲ

ବେଙ୍ଗାଲୁରୁ,୯।୨: କର୍ନାଟକରେ ହିଜାବକୁ ନେଇ ବିବାଦ ଲାଗି ରହିଛି। ଏସବୁ ମଧ୍ୟରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଜଣେ ମୁସଲମାନ ଯୁବତୀ। ତାଙ୍କର ଏକ ଭିଡିଓ...

Advertisement
Archives

Model This Week