Posted inଜାତୀୟ

କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ଜୀବନ ପ୍ରତି ବିପଦ: ମୁମ୍ବାଇ ପୋଲିସ କମିଶନରଙ୍କୁ ଲେଖିଲେ ଚିଠି

ମୁମ୍ବାଇ,୧୦।୭: କର୍ନାଟକର ୧୦ ବିଦ୍ରୋହୀ ବିଧାୟକ ମୁମ୍ବାଇର ରୋନିସଂସ୍‌ ହୋଟେଲରେ ରହିଛନ୍ତି। ତେବେ ଜୀବନ ପ୍ରତି ବିପଦ ଥିବା ନେଇ ସେମାନେ ମୁମ୍ବାଇ ପୋଲିସ କମିଶନରଙ୍କୁ ଚିଠି ଲେଖିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ବିଦ୍ରୋହୀ ବିଧାୟକଙ୍କ ଚିଠି ପୋଲିସ କମିଶନରଙ୍କୁ ମିଳିଥିଲା। ବିଦ୍ରୋହୀ ବିଧାୟକ ମୁଖ୍ୟମନ୍ତ୍ରୀ ଏଚ୍‌ .ଡି. କୁମାରସ୍ବାମୀ ଏବଂ କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ଭେଟିବାକୁ ଚାହୁଁ ନ ଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଏହାପରେ ହୋଟେଲ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ହୋଟେଲ ବାହାରେ ମହାରାଷ୍ଟ୍ର ରିଜର୍ଭ ପୋଲିସଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା: ସପ୍ତାହେ ପାଇଁ ରାଜସ୍ଥାନ ସୀମା ସିଲ୍‌

ଜୟପୁର, ୧୦।୬: ରାଜସ୍ଥାନରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ ନୂଆ...

ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ପୁଅର ଚାକିରି ନେଲା ପ୍ରଶାସନ

ଶ୍ରୀନଗର,୧୦।୭: ଆତଙ୍କବାଦୀ ସଂଗଠନ ପାଇଁ କାର୍ଯ୍ୟ କରୁଥିବା ଅଭିଯୋଗରେ ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ୧୧ ଜଣ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ବହିଷ୍କୃତ କର୍ମଚାରୀଙ୍କ ମଧ୍ୟରେ...

ଗଲଓ୍ବାନ ଶହୀଦ୍‌ଙ୍କ ପାଇଁ ସ୍ମୃତି ସ୍ମାରକୀ

ଗଲଓ୍ବାନ, ୩।୧୦: ଗଲଓ୍ବାନ ଘଟିରେ ଜୁନ୍‌ ୧୫ରେ ଚାଇନା ସୈନ୍ୟ ଏବଂ ଭାରତୀୟ ଯବାନଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ...

ଭାଜପାରେ ଯୋଗଦେଇପାରନ୍ତି ମୁଲାୟମଙ୍କ ସାନବୋହୂ

ନୂଆଦିଲ୍ଲୀ,୧୬।୧: ବିଧାନସଭା ମତଦାନ ପୂର୍ବରୁ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଲେଶ ଯାଦବଙ୍କୁ ଏକ ବଡ ଝଟକା ଲାଗିପାରେ। ମୁଲାୟମ ସିଂ ଯାଦବଙ୍କ ସାନବୋହୂ ଅପର୍ଣ୍ଣା ଯାଦବ...

‘ଦେଶ ନା ଧର୍ମ’ ଗୁରୁତ୍ୱପୂର୍ଣ୍ଣ କିଏ

ଚେନ୍ନାଇ,୧୦।୨: ଦେଶରେ ବଢ଼ୁଥିବା ଧାର୍ମିକ ଅସହଯୋଗ ଉପରେ ଉଦବେଗ ପ୍ରକାଶ କରି ମାଡ୍ରାସ ହାଇକୋର୍ଟ ଗୁରୁବାର ପ୍ରଶ୍ନ କରିଛନ୍ତି, କେଉଁଟା ବେଶୀ ଗୁରୁତ୍ୱପୂର୍ଣ୍ଣ ଦେଶ ନା...

ଭାଜପା ସହ ମେହେବୁବାଙ୍କର ରହିଛି ଭଲ ସମ୍ପର୍କ: ଶିବସେନା

ମୁମ୍ବାଇ,୨୭ ।୩: ମହାରାଷ୍ଟ ରାଜନୀତିରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମୁହାଁମୁହିଁ ହୋଇଛନ୍ତି । ଶିବସେନା ନେତା ସଞ୍ଜୟ ରାଉତ ପୁଣିଥରେ ଭାଜପାକୁ ଟାର୍ଗେଟ...

‘ଧରିପଡ଼ିବା ପରେ ବଳାତ୍କାରୀଙ୍କୁ ଏନକାଉଣ୍ଟର’

ହାଇଦ୍ରାବାଦ୍‌,୧୫।୯: ପଡୋଶୀଙ୍କ ୬ ବର୍ଷୀୟା ଝିଅଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୁକ୍ତ ଏପର୍ଯ୍ୟନ୍ତ ଧରା ପଡ଼ିନାହିଁ। ଏହି ବଳାତ୍କାର ଓ ହତ୍ୟା କାଣ୍ଡ ଘଟାଇଥିବା...

ପଦ୍ମ ପୁରସ୍କାର ପାଇଁ ଏପର୍ଯ୍ୟନ୍ତ ଆସିଲାଣି ୨୫ ହଜାର ଆବେଦନ

ନୂଆଦିଲ୍ଲୀ,୩୧।୮: ସମ୍ମାନ ଜନକ ପଦ୍ମ ପୁରସ୍କାର ୨୦୨୦ ପାଇଁ ଏପର୍ଯ୍ୟନ୍ତ ସରକାରଙ୍କ ପାଖରେ ୨୫ ହଜାର ଆବେଦନ ପହଞ୍ଚି ଥିବା ସୂଚନା ମିଳିଛି। ସେପ୍ଟେମ୍ବର ୧୫...

Advertisement
Archives

Model This Week