Posted inଜାତୀୟ

କର୍ନାଟକ ବିଧାନସଭାରେ ଯୋଗ ଦେବେ ନାହିଁ ଏନ୍‌ ମହେଶ

ବେଙ୍ଗାଲୁରୁ,୨୧।୭: କର୍ନାଟକ ବିଧାନସଭାରେ ଏଚ୍‌ଡି କୁମାରସ୍ବାମୀଙ୍କ ମେଣ୍ଟ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏଥିରେ ବହୁଜନ ସମାଜ ପାର୍ଟି ବିଧାୟକ ଏନ୍‌ ମହେଶ ଯୋଗ ଦେବେ ନାହିଁ ବୋଲି ରବିବାର କହିଛନ୍ତି। ସେ କହିଛନ୍ତି, ମାୟାବତୀଙ୍କ ନିର୍ଦ୍ଦେଶ ଥିବାରୁ ସେ କର୍ନାଟକ ବିଧାନସଭାରେ ହେବାକୁ ଥିବା ଫ୍ଲୋର ଟେଷ୍ଟରେ ଯୋଗ ଦେବେ ନାହିଁ। ସୂଚନାଯୋଗ୍ୟ, କର୍ନାଟକ ମେଣ୍ଟ ସରକାରରୁ ପ୍ରାୟ ୧୩ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କୁ ଆସ୍ଥା ଭୋଟରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ପଡିଛି। ହେଲେ ଏହା ଭିତରେ ରାଜନୀତି ସରଗରମ ହୋଇ ଘଟଣା ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ପହଞ୍ଚି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ପ୍ରତିଶତ କମିଛି: ଡବ୍ଲ୍ୟୁଏଚ୍‌ଓ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ତେବେ କରୋନା ପିକ୍‌ ବିଷୟରେ କୌଣସି ସରକାରୀସ୍ତରରେ ନିଶ୍ଚିତକରଣ ହୋଇନାହିଁ। କିନ୍ତୁ...

ଇଣ୍ଡିଗୋ ବିମାନର ବଡ଼ ନିଷ୍ପତ୍ତି: ଦୂରତା ହିସାବରେ ଧାର୍ଯ୍ୟ ହେବ ବିମାନ ଭଡ଼ା

ଶ୍ରୀନଗର,୫।୮: ବିମାନ କମ୍ପାନୀ ଇଣ୍ଡିଗୋ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଶ୍ରୀନଗର ବିମାନବନ୍ଦରରୁ ଉଡାଣ ଭରୁଥିବା ସମସ୍ତ ବିମାନ ପାଇଁ ଦୂରତା ହିସାବରେ ଭଡା ଧାର୍ଯ୍ୟ କରାଯିବା...

୨ ସପ୍ତାହ ମଧ୍ୟରେ ପଦ ଛାଡ଼ିଲେ ଏୟାର ଇଣ୍ଡିଆ ମୁଖ୍ୟ

ନୂଆଦିଲ୍ଲୀ,୧।୩: ଟାଟା ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟକାରୀ (ସିଇଓ) ହେବା ପାଇଁ ମନା କରି ଦେଇଛନ୍ତି ତୁର୍କୀର ଇଲ୍କର ଅଇସି। ଏ ନେଇ ଟାଟା ପ୍ରବକ୍ତା...

ଭାରତୀୟଙ୍କର ନିଜ ସରକାର ଉପରେ ଭରସା ଅଧିକ: ରିପୋର୍ଟ

ନୂଆଦିଲ୍ଲୀ,୩୦ ।୫: ବର୍ତ୍ତମାନ ସମୟରେ ଯେତେବେଳେ ଅଧିକାଂଶ ଦେଶର ଜନତା ନିଜ ସରକାରକୁ ଅବିଶ୍ୱାସ କରୁଛନ୍ତି ସେତିକିବେଳେ ଭାରତୀୟଙ୍କର ନିଜ ସରକାର ଉପରେ ସମ୍ପୂର୍ଣ୍ଣ ଭରସା...

‘ଯଦି ହନୁମାନ ଚାଳିଶା ପଢିବା ଅପରାଧ; ୧୪ ଦିନ ନୁହେଁ, ୧୪ ବର୍ଷ ପାଇଁ ଜେଲ୍‌ ଯିବାକୁ ପ୍ରସ୍ତୁତ’

ମୁମ୍ବାଇ,୮।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ବାସଭବନ ମାତୋଶ୍ରୀ ଆଗରେ ହନୁମାନ ଚାଳିଶା ପାଠ ବିବାଦ ଥମିବାର ନାଁ ନେଉନାହିଁ। ଏହି ଘଟଣାରେ ଜେଲ୍‌ ଯାଇ...

ପଞ୍ଚମ ଥରରେ ୧୨ ଜଣିଆ ପ୍ରାର୍ଥି ତାଲିକା ଘୋଷଣା କଲା ଏଏପି, ଏବେ ପର୍ଯ୍ୟନ୍ତ ୫୩ ଜଣଙ୍କ ନାମ ଘୋଷଣା

ନୂଆଦିଲ୍ଲୀ,୧୬ ।୧୦: ଗୁଜରାଟ ବିଧାନସଭା ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇନାହିଁ ସତ । ହେଲେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନ ବିଗୁଲ ବାଜି...

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଲଣ୍ଡନରେ ଜରୁରୀ ଅବତରଣ

ନୂଆଦିଲ୍ଲୀ,୨୭।୬: ଏୟାର ଇଣ୍ଡିଆର ବିମାନ ୧୯୧ ମୁମ୍ବଇ-ନ୍ୟୁୟର୍କ ବିମାନରେ ବୋମା ଥିବା ସୂଚନା ମିଳିବା ପରେ ବିମାନଟିକୁ ଲଣ୍ଡନର ଷ୍ଟାଣ୍ଟେଡ ବିମାନ ବନ୍ଦରରେ ଜରୁରୀ ଅବତରଣ...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୦।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ...

Advertisement
Archives

Model This Week