Posted inଜାତୀୟ

କର୍ନାଟକ ବିଧାନସଭା ଉପନିର୍ବାଚନ: ୫ ଡିସେମ୍ବରରେ ଭୋଟ ଗ୍ରହଣ; ନଭେମ୍ବର ୧୧ରୁ ଆଚରଣ ବିଧି ଲାଗୁ

ବେଙ୍ଗାଲୁରୁ,୧୦।୧୧: କର୍ନାଟକ ବିଧାନସଭା ଉପନିର୍ବାଚନ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଭୋଟ ଗ୍ରହଣ କରାଯିବ। ଫଳାଫଳ ଡିସେମ୍ବର ୯ରେ ପ୍ରକାଶ ପାଇବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସଞ୍ଜିବ୍‌ କୁମାର ସୂଚନା ଦେଇଛନ୍ତି। ନଭେମ୍ବର ୧୧ରୁ ଆଚରଣ ବିଧି ଲାଗୁ ହୋଇଥିବା ନେଇ ସେ କହିଛନ୍ତି। ସୂଚନାଯୋଗ୍ୟ, ଅଯୋଗ୍ୟ ଘୋଷିତ ହୋଇଥିବା ୧୫ ବିଧାୟକଙ୍କ ସଦସ୍ୟତା ରଦ୍ଦ ହେବା ପରେ ଏହି ବିଧାନସଭା ଆସନ ଗୁଡ଼ିକ ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri