Posted inଜାତୀୟ

କର୍ନାଟକ ବିଧାନସଭା ନିର୍ବାଚନ: ସାମାନ୍ୟ ଆଶ୍ୱସ୍ତ ଅଛନ୍ତି ୟେଦୁରପ୍ପା

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭାର ୧୫ ଆସନ ପାଇଁ ହୋଇଥିବା ନିର୍ବାଚନର ଗଣତି ସୋମବାର ସକାଳୁ ଆରମ୍ଭ ହୋଇଛି। ସକାଳ ପ୍ରାୟ ୧୦ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ୧୨ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ମାତ୍ର ଗୋଟିଏ ଆସନରେ ଆଗୁଆ ଥିବା ଜଣାପଡିଛି। ତେବେ ଏହି ନିର୍ବାଚନରେ ଭାଜପାକୁ ଅତିକମରେ ୬ ଆସନ ଆବଶ୍ୟକ ବୋଲି କୁହାଯାଉଛି। ନତେଜ୍‌ ୟେଦୁରପ୍ପାଙ୍କ ସରକାର ଉପରେ ବିପଦ ଆସିପାରେ। ସୂଚନାଯୋଗ୍ୟ, ଏଥିପାଇଁ ଏହି ୧୫ ବିଧାନସଭା ଆସନ ଲାଗି ଗତ ୬ ତାରିଖରେ ଭୋଟ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ୟ ଭିନ୍ନକ୍ଷମଙ୍କୁ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ କର: ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ

ନୂଆଦିଲ୍ଲୀ, ୨୬।୮(ପି.ଟି.): ଯୋଗ୍ୟ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ତୁରନ୍ତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ କରି ସେମାନଙ୍କୁ ଖାଦ୍ୟଶସ୍ୟ ଯୋଗାଇଦେବା ଲାଗି କେନ୍ଦ୍ର ସରକାର...

୧୫ ବର୍ଷ ଧରି ୩ ପ୍ରେମିକାଙ୍କ ସହ ଲିଭ୍‌-ଇନ୍‌ରେ ରହୁଥିଲେ ବ୍ୟକ୍ତି, ଏବେ ପଡ଼ିଲା ହାତଗଣ୍ଠି

ଭୋପାଳ,୨।୫: ମଧ୍ୟପ୍ରଦେଶର ଆଦିବାସୀ ବହୁଳ ଅଲିରାଜପୁର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଜଣେ ବ୍ୟକ୍ତି ଆଦିବାସୀ ରୀତିନୀତି ଅନୁଯାୟୀ ୩ ପ୍ରେମିକାଙ୍କୁ ବିବାହ କରିଛନ୍ତି।...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା, ମୃତ୍ୟୁ ସଂଖ୍ୟା ୨୦ ତଳେ…

ନୂଆଦିଲ୍ଲୀ, ୨୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଜଳପ୍ରପାତ ବୁଲିବାକୁ ଯାଇଥିଲେ ଯୁବତୀ ଯୁବକ, ହଠାତ୍‌ ମାଡ଼ିଆସିଲା ପାଣି; ଆଉ ତା’ ପରେ…

ଭୋପାଳ,୨୦ା୯: ଇନ୍ଦୋର ନିକଟସ୍ଥ ଟିଲୋରରୁ ଟିଙ୍ଗଚା ମଧ୍ୟରେ ଏକ ବଡ଼ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ଏକ କାର୍‌ ପାଣିରେ ଭାସିଯାଇଥିଲା। ଫଳରେ...

ଟେଲିଫୋନ୍‌ କମ୍ପାନୀଙ୍କୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ଡଟ୍‌ ଆବେଦନକୁ ମଞ୍ଜୁରୀ; ଦେବାକୁ ପଡ଼ିବ ୯୨ ହଜାର କୋଟିରୁ ଅଧିକ ବକେୟା

ନୂଆଦିଲ୍ଲୀ,୨୪।୧୦: ଦେଶର ବିଭିନ୍ନ ଟେଲିଫୋନ୍‌ କମ୍ପାନୀଗୁଡ଼ିକୁ ସୁପ୍ରିମ୍‌କୋର୍ଟରେ ବଡ଼ ଝଟ୍‌କା ମିଳିଛି। ଡିପାର୍ଟମେଣ୍ଟ୍‌ ଅଫ୍‌ ଟେଲିକମ୍ୟୁନିକେଶନ (ଡଟ୍‌) ପକ୍ଷରୁ ବକେୟା ଆଦାୟ ପାଇଁ ଏକ ଆବେଦନ...

ଦେଶର ସବୁ କିଛି ବିକ୍ରି କରି ଦେଇଛନ୍ତି ମୋଦି ସରକାର: ସଚିନ ପାଇଲଟ…

ନୂଆଦିଲ୍ଲୀ,୬।୧୧ : ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ରବିବାର ହିମାଚଳ ପ୍ରଦେଶର ନିର୍ବାଚନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି...

ବିଶ୍ୱର ତୃତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୩୦।୮: ଭାରତର ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ ଗୌତମ ଆଦାନୀ ଦୁନିଆର ତୃତୀୟ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ଫ୍ରାନ୍ସର ବ୍ୟବସାୟୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ସେ ପଛରେ ପକାଇ...

ମୁହଁ ଖୋଲିଲେ ନୀତିନ ଗଡ଼କରୀ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକର ହିଜାବ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ କହିଛନ୍ତି ଯେ ଆମେ ସମସ୍ତ ଧର୍ମକୁ ସମ୍ମାନ ଦେବା ଏବଂ ସମାଜରେ...

Advertisement
Archives

Model This Week